ଏପ୍ରିଲ ୨୪ ରେ ନୂଆ ରାସନ କାର୍ଡ ହେବ ବଣ୍ଟନ, ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଏପ୍ରିଲ ୨୪ ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ 5 ଲକ୍ଷ 90 ହଜାର…
