2025

ପୋପ୍‌ଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ଭାଟିକାନ ସିଟିର ପୋପ୍‌ ଫ୍ରାନ୍‌ସିସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ଏହି ଅବସରରେ ପୋପ୍‌ଙ୍କ ସହ ସାକ୍ଷାତ ସମୟର ମୁହୂର୍ତ୍ତକୁ ମନେ ପକାଇ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ…

ସ୍ତ୍ରୀକୁ ହତ୍ୟା କରି ମୃତଦେହକୁ ବକ୍ସଖଟରେ ଲୁଚାଇ ରଖିଥିଲା ସ୍ବାମୀ

ଉମରକୋଟ : ବକ୍ସ ଖଟରେ ସ୍ତ୍ରୀର ଡେଡ୍ ବଡି । ସ୍ତ୍ରୀକୁ ହତ୍ୟା କରି ଖଟରେ ଥିବା ବାକ୍ସରେ ଲୁଚାଇ ଘରକୁ ତାଲା ପକାଇ ସ୍ୱାମୀ ଫେରାର । ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ ହଳଦି ଗାଁରେ…

ଇସ୍ରାଏଲରେ ନିଯୁକ୍ତି ପାଇଁ ନକଲି ସାକ୍ଷାତକାର, ୩ ଗିରଫ

ଭୁବନେଶ୍ୱର: ଇସ୍ରାଏଲରେ ନିଯୁକ୍ତି ଦେବା ପାଇଁ ଭୁବନେଶ୍ୱରର ଖାରବେଳ ଥାନା ଅନ୍ତର୍ଗତ ଏକ ହୋଟେଲରେ ନକଲି ସାକ୍ଷାତକାର କରିବା ଅଭିଯୋଗରେ କମିଶନରେଟ ପୋଲିସ ସୋମବାର ଦିନ ତିନି ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ବାବୁଲାହରି ଗୌଡା (୪୨), ମହେଶ…

ହାସ୍ୟ ଅଭିନେତା ଅଜୟ ନାୟକଙ୍କ ପରଲୋକ

ଭୁବନେଶ୍ବର : ଟେଲିଭିଜନର ହାସ୍ୟ ଅଭିନେତା ଅଜୟ ନାୟକଙ୍କର ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ସେ ଘରୋଇ ଓଟିଭି ଚାନେଲର ‘ଗ୍ରେଟ୍‌ ଓଡ଼ିଶା ପଲିଟିକାଲ ସର୍କସ’ ଶୋ’ରେ ଦୀର୍ଘ ବର୍ଷ ଧରି ହାସ୍ୟ ଅଭିନୟ କରୁଥିଲେ। ମିଳିଥିବା ସୂଚନା ଅନୁସାରେ…

୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍‌

ନୂଆଦିଲ୍ଲୀ: ଖ୍ରୀଷ୍ଟିଆନମାନଙ୍କ ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍‌ଙ୍କ ଦେହାନ୍ତ ହୋଇଛି। ସେ ୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବହୁତ ଦିନ ଧରି ସେ ଅସୁସ୍ଥ ଥିଲେ ବୋଲି ଜଣାପଡ଼ିଛି। କୁହାଯାଉଛି ଯେ,ତାଙ୍କର ଉଭୟ ଫୁସଫୁସରେ ନିମୋନିଆ ହୋଇଥିଲା,…

ଭୁବନେଶ୍ୱରରେ ଡାଇରିଆ ଆତଙ୍କ; ୬ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଥରେ ଡାଇରିଆ ଭଳି ଲକ୍ଷଣ ଦେଖାଯାଇଛି। ସୂଚନା ଅନୁଯାୟୀ, ଗାନ୍ଧୀ ବିଦ୍ୟାପୀଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛଅ ଜଣ ଛାତ୍ରଛାତ୍ରୀ ପ୍ରବଳ ବାନ୍ତି ଏବଂ ଝାଡା ନେଇ ଅଭିଯୋଗ କରିବା ପରେ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…

ପୂର୍ବତନ ପୁଲିସ ଡିଜିଙ୍କୁ ହତ୍ୟା: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭଲ ନଥିଲା ସଂପର୍କ

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ଓମ୍‌ପ୍ରକାଶଙ୍କ କ୍ଷତବିକ୍ଷତ ମୃତଦେହ ରବିବାର ବେଙ୍ଗାଲୁରୁ ଏଚ୍ଏସ୍ଆର୍ ଲେଆଉଟ୍‌ସ୍ଥିତ ବାସଭବନରୁ ମିଳିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଓମ୍‌ପ୍ରକାଶଙ୍କୁ ହତ୍ୟା କରାଯାଇଥିବାବେଳେ ପତ୍ନୀ ପଲ୍ଲବୀଙ୍କୁ ପୁଲିସ ଅଟକ ରଖିଛି। ପଲ୍ଲବୀ ଜଣେ ପୂର୍ବତନ ପୁଲିସ…

ନବୀନ ନିବାସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା । ନବୀନ ପଟ୍ଟନାୟକ ନବମ ଥର ସଭାପତି ହେବା ପରେ ଭେଟିଛନ୍ତି ଦଳର ବରିଷ୍ଠ ନେତା । ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ…

ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଜନଶୁଣାଣି ପାଇଁ ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର…

ନାବାଳକକୁ ସାବାଳକ ସଜାଇ ଗିରଫ କଲା ପୋଲିସ, ଭୁଲ ଧରିଲେ ଆଇନସେବା ପ୍ରାଧିକରଣର ସଚିବ

ନୟାଗଡ : ନାବାଳକକୁ ପୋଲିସ ୧୯ ବର୍ଷ ଦର୍ଶାଇ କରିଛି ଗିରଫ । ଏଭଳି ପୋଲିସର ତ୍ରୁଟିକୁ ଧରିଛିନ୍ତି ଆଇନସେବା ପ୍ରାଧିକରଣର ସଚିବ । ଗତମାସ ୧୯ତାରିଖ ସନ୍ଧ୍ୟା ସମୟରେ ଇଟାମାଟି ପୋଲିସ ସଂଖେଇ, ନୋତାର ଓ ଖଇରପଟି ଅଞ୍ଚଳକୁ ପାଟ୍ରୋଲିଙ୍ଗ…