2025

ପରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପାରମିତା ଶତପଥୀ ତ୍ରିପାଠୀ ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ ଓଡ଼ିଶାରେ…

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬ ଗ୍ରାମ ଓଜନର ସୁନା ଅଳଙ୍କାର, ୧.୦୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟାଙ୍କ ଜମା ଏବଂ…

ମହାଦେବ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲା: ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଇଡିର ଚଢାଉ

ଭୁବନେଶ୍ୱର,୧୬।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ମହାଦେବ ଅନଲାଇନ୍ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲାର ତଦନ୍ତକୁ ତୀବ୍ର କରିଛି ଏବଂ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚଢାଉ କରାଯାଇଛି। ସମ୍ବଲପୁର, ଦିଲ୍ଲୀ, ମୁମ୍ବାଇ, ଚଣ୍ଡିଗଡ଼, ଅହମ୍ମଦାବାଦ, ଜୟପୁର, ଚେନ୍ନାଇ ଏବଂ ଇନ୍ଦୋର…

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର : ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ, ଜେଲ…

ବିହାରରେ ମୁଣ୍ଡ ଟେକିଲେଣି ନୂଆଦଳ, ବଦଳାଇ ଦେଇପାରନ୍ତି ରାଜନୀତିର ଦୃଶ୍ୟପଟ୍ଟ

ପାଟଣା: ଚଳିତ ବର୍ଷ ଶେଷ ସୁଦ୍ଧା ବିହାରରେ ବିଧାନସଭା ନିର୍ବାଚନରେ ଭାଗ୍ୟ ପରଖିବେ ସବୁ ରାଜନୈତିକ ଦଳ । ଏହି ନିର୍ବାଚନରେ ଗୋଟିଏ ପଟେ ବିଜେପି, ଜନତା ଦଳ ୟୁନାଇଟେଡ୍‌, ଆରଜେଡି ଏବଂ କଂଗ୍ରେସ ପରି ପୁରୁଣା ଦଳଗୁଡ଼ିକ ପ୍ରତିଦ୍ୱନ୍ଦିତା କରିବେ…

ଜିନପିଙ୍ଗଙ୍କୁ ଶକ୍ତ ଧକ୍କା: ମହିଳା ଅଧିକାରୀ ତାଇୱାନକୁ ପଠାଇଲେ ୩ ଲକ୍ଷ ଗୁପ୍ତ ଫାଇଲ୍!

ବେଜିଂ: ଚୀନ୍‌ର ଜଣେ ମହିଳା ଗୁପ୍ତଚର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଶକ୍ତ ଧକ୍କା ଦେଇଛନ୍ତି। କୁହାଯାଉଛି ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ଏହି ମହିଳା ୩ ଲକ୍ଷ ଗୁପ୍ତ ଫାଇଲ୍ ଗାଏବ କରିଦେଇଛନ୍ତି। ଏହି ଖବର ପ୍ରକାଶ ପାଇବା ମାତ୍ରେ ଚୀନ୍‌ରେ…

ନଦୀ ଭିତରକୁ ଯାଇ ରିଲ୍ କରୁଥିବା ବେଳେ ଭାସିଗଲେ ମହିଳା, ଏପର୍ଯ୍ୟନ୍ତ ମିଳୁନି ପତ୍ତା

ନୂଆଦିଲ୍ଲୀ: ଉତ୍ତରକାଶୀର ମଣିକର୍ଣ୍ଣିକା ଘାଟରେ ଏକ ଦୁଃଖଦ ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୪ ଏପ୍ରିଲର ଏହି ଘଟଣାରେ, ଜଣେ ମହିଳା ରିଲ୍ ତିଆରି କରୁଥିବା ସମୟରେ ଗଙ୍ଗା ନଦୀରେ ଭାସି ଯାଇଥିଲେ। ଭିଡିଓରେ ସ୍ପଷ୍ଟ ଭାବରେ ଦେଖାଯାଉଛି…

ବିହାରକୁ ପଶ୍ଚିମବଙ୍ଗ ଭଳି ଅବସ୍ଥା କରିବାକୁ ଚାଁହୁଛନ୍ତି ରାହୁଲ-ତେଜସ୍ୱୀ: ପ୍ରମୋଦ କୃଷ୍ଣମ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ଆଡକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ବିଜେପି, ଜେଡିୟୁ, କଂଗ୍ରେସ, ଆରଜେଡି ସମେତ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ଦିନ, ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ କଂଗ୍ରେସ…

ପରମାଣୁ ଅସ୍ତ୍ର ନୁହେଁ, ପାଣି ଆଣିଛି ଇରାନ ପାଇଁ ସଙ୍କଟ

ତେହେରାନ: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇ ପ୍ରାୟତଃ ପରମାଣୁ ଅସ୍ତ୍ର ସାହାଯ୍ୟରେ ବିଶ୍ୱକୁ ଭୟଭୀତ କରିବାକୁ ଧମକ ଦେଇଥାନ୍ତି। ତେବେ ସେ ଏବେ ଏକ ନୂତନ ଭୟର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଭୟ ଏବେ ବୋମା କିମ୍ବା କ୍ଷେପଣାସ୍ତ୍ର ନୁହେଁ,…

୫୦୦ ଗାଁରେ ନାହିଁ ଇଣ୍ଟରନେଟ୍‌ ସେବା

କୋରାପୁଟ: ମୋବାଇଲ୍ ନେଟୱର୍କ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିଛି। କିନ୍ତୁ କୋରାପୁଟ ଭଳି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାର ୫୦୦ ରାଜସ୍ବ ଗାଁରେ ଏଯାଏ ମୋବାଇଲ ସହ ଇଣ୍ଟରନେଟ୍ ସେବା ଉପଲବ୍ଧ ହୋଇପାରିନି। ଯାହାଫଳରେ ଇ-କେୱାଇସି ଏବଂ ଅନ୍ୟ ସରକାରୀ କାମ ବାଧାପ୍ରାପ୍ତ…