ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା ଉଦଘାଟିତ
ବାରିପଦା: ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା। ଏଥିରେ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଏମଏସଏମଇ ମନ୍ତ୍ରୀ…
