ସମ୍ବଲପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର
ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍କାଉଣ୍ଟର । ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ । ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି ।…
