2025

ପ୍ରଫୁଲ୍ଲଙ୍କ ପରେ ନୃସିଂହ ରଖିଲେ କଡ଼ା ବୟାନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଦଳୀୟ କାର୍ଯ୍ୟକଳାପରେ ଭି.କେ. ପାଣ୍ଡିଆନଙ୍କ ପ୍ରଭାବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ଆଉ ଏହାର କିଛି ଘଣ୍ଟା ପରେ, ଶୁକ୍ରବାର ଦିନ ଆଉ ଜଣେ ବରିଷ୍ଠ ନେତା…

ଦୁଇ ଯାତ୍ରା ମାଲିକଙ୍କୁ ଅଗ୍ରୀମ ଟଙ୍କା ଫେରାଇଲେ ପୀୟୂଷ

ଭୁବନେଶ୍ୱର : ପଡିବ ଯାତ୍ରା ଯୁଦ୍ଧରେ ଯବନିକା ? ଯାତ୍ରା ମାଲିକଙ୍କୁ ଟଙ୍କା ଫେରାଇଛନ୍ତି ଅଭିନେତା ପୀୟୂଷ ତ୍ରିପାଠୀ । ଦୁଇ ଯାତ୍ରା ମାଲିକଙ୍କୁ ଫେରାଇଲେ ଅଗ୍ରୀମ ଟଙ୍କା । ଭୁବନେଶ୍ବର ଏକ ହୋଟେଲକୁ ଯାଇ ଟଙ୍କା ଫେରାଇଛନ୍ତି । ସୂର୍ଯ୍ୟ…

ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ଜିନପିଙ୍ଗ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ପାରସ୍ପରିକ ଶୁଳ୍କ ୧୪୫%କୁ ବୃଦ୍ଧି କରିବା ପରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ ଘନେଇବାରେ ଲାଗିଛି। ଚୀନ ଆମେରିକା ଉତ୍ପାଦ ଉପରେ ୧୨୫% ଶୁଳ୍କ ଲାଗୁ କରିବା ପରେ ଟ୍ରମ୍ପ ଏହି…

ନବୀନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର: ପାଣ୍ଡିଆନଙ୍କୁ ନେଇ ନବୀନ ଯାହା କହିଲେ ବି ତାହାକୁ ସହଜରେ ମାନିପାରୁନାହାନ୍ତି ବିଜେଡିର ବରିଷ୍ଠ ନେତା | ଆଜି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ବିସ୍ଫୋରଣ କରିଛନ୍ତି | ବିଜେଡି ନେତାଙ୍କ ହୋଟେଲ୍ ମେଳି ନେଇ ନବୀନଙ୍କ ତାଗିଦ୍…

ପୂର୍ବ ସରକାରଙ୍କ ଅବହେଳାକୁ ସମାଲୋଚନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

କଟକ: ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଆରୋଗ୍ୟ ଯୋଜନା ଏବଂ ବୟୋ ବନ୍ଦନା ଯୋଜନାର ଶୁଭାରମ୍ଭ ଅବସରରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହାକୁ ଐତିହାସିକ ଯୋଜନା ଭାବେ ବର୍ଣ୍ଣନା କରି କହିଛନ୍ତି ଯେ ପୂର୍ବ ସରକାର ଅମଳରେ ସ୍ୱାସ୍ଥ୍ୟ ଯୋଜନାରେ ପରିବାର…

ବେଆଇନ ଖଣିରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ

ସୁନ୍ଦରଗଡ: ବେଆଇନ ଖଣିର ତଦନ୍ତ ପାଇଁ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ । ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ଆଜି ଭୁବନେଶ୍ବରରୁ ଖଣି ଏବଂ ଭୂତତ୍ତ୍ବ ବିଭାଗର ଏକ…

ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

କଟକ: ଓଡ଼ିଶାରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଯୋଜନା । ଐତିହାସିକ ବାଲିଯାତ୍ରା ପଡ଼ିଆ ବନିଲା ମୁକସାକ୍ଷୀ । ଯୋଜନାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏହା ସହିତ ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା…

ଏଆଇଡିଏମକେ ସହ ମେଣ୍ଟ କଲା ବିଜେପି, ଏକାଠି ଲଢ଼ିବେ ତାମିଲନାଡୁ ବିଧାନସଭା ନିର୍ବାଚନ

ତାମିଲନାଡୁରେ ଶାସକ ଡିଏମକେକୁ ହରାଇବା ପାଇଁ ବିଜେପି ନୂଆ ଗୋଟି ଚାଳନା କରିଛି। ଆଗାମୀ ୨୦୨୬ ବିଧାନସଭା ନିର୍ବାଚନରେ ଏହି ଜାତୀୟ ଦଳ ତାମିଲନାଡୁର ଆଞ୍ଚଳିକ ଦଳ ଏଆଇଡିଏମକେ(ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାଭିଡ଼ ମୁନ୍ନେତ୍ର କାଝାଗମ) ସହିତ ମେଣ୍ଟ କରିଛି। ଉଭୟ…

ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୩୦ ଆହତ

ଭୁବନେଶ୍ୱର: ଆଠଗଡ଼ର ଛତାବର ସ୍କୋୟାର ନିକଟରେ ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ ଜଣ ଆହତ ହୋଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଉତ୍ସବରେ ଯୋଗଦେବା ପାଇଁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା…

ଜାଲ ସାର୍ଟିଫିକେଟରେ ସରକାରୀ ଚାକିରୀ କରିବା ଘଟଣା, ମୁହଁ ଖୋଲିଲେ ଅଧ୍ୟାପକ

ଯୋଗ୍ୟତା ନଥାଇ ବି ସରକାରୀ ଚାକିରୀ । ଏମିତି କଣ ସମ୍ଭବ । ଖଣ୍ଡେ ସରକାରୀ ଚାକିରୀ ପାଇଁ ଲୋକେ କେତେ କଣ କରୁଛନ୍ତି ତା ବିଷୟରେ ନ କହିବା ଭଲ । ହେଲେ ଏଠି ଲୋକେ ଯୋଗ୍ୟତା ନ ଥାଇ…