2025

ପୋଲିସ ହାବୁଡରେ କଫ୍ ସିରପ ମାଫିଆ, ୯ ଜଣଙ୍କୁ ଗିରଫ କରିବାରେ ସଫଳ

ସମ୍ବଲପୁର: ଦିନକୁ ଦିନ ବେଧଡକ ଚାଲିଛି କଫ ସିରପ ମାଫିଆ। ଗତ କିଛି ଦିନ ମଧ୍ୟ ଲଗାତାର ଏହି ମାମଲା ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ସମ୍ବଲପୁର ଜିଲ୍ଲା ପୋଲିସ କବଜାରେ ନିଶା କଫ୍ ସିରପ ମାଫିଆ। ଟାଉନ ଥାନା…

ତାହାୱର ହୁସେନ ରାଣା ଭାରତ ପ୍ରତ୍ୟର୍ପିତ, ଗିରଫ କଲା ଏନ୍‌ଆଇଏ

ନୂଆଦିଲ୍ଲୀ : ଭାରତ ପ୍ରତ୍ୟର୍ପିତ ହୋଇଥିବା ୨୦୦୮ ମୁମ୍ବଇ ଆତଙ୍କବାଦୀ ଆକ୍ରମଣର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ତାହାୱର ହୁସେନ ରାଣା ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଞ୍ଚିଛି। ନୂଆଦିଲ୍ଲୀର ଆନ୍ତର୍ଜାତିକ ବିମାନବନ୍ଦରରେ ରାଣା ପହଞ୍ଚିବା ପରେ ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନଆଇଏ) ତାକୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୨% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ୨ ପ୍ରତିଶତ ଡିଏ ବଢାଇଛନ୍ତି ରାଜ୍ୟ ସରକାର । ଜାନୁଆରୀ ୨୦୨୫ ମସିହାରୁ ଏହା ପିଛିଲା ଭାବେ ମିଳିବ । ଚଳିତ ମାସ ଏପ୍ରିଲ ମାସ ଦରମାରେ ନଗଦ…

ସ୍ୱାମୀ ରାସ୍ତାରେ ସ୍ତ୍ରୀ: ଡାକ୍ତର ରାମଚନ୍ଦାନୀଙ୍କ ପତ୍ନୀ ବି ଖୋଲିଲେ ଟଙ୍କିକିଆ ଦନ୍ତ ଚିକିତ୍ସାଳୟ

ସମ୍ବଲପୁର: କୁହାଯାଏ ଘର ଚଳାଏ ସ୍ୱାମୀ । କିନ୍ତୁ ସ୍ୱାମୀକୁ ସହଯୋଗ କରିବାକୁ ଯାଇ ସ୍ତ୍ରୀ ବି ଯଦି ସହଯୋଗ କରେ ତାହାଲେ ଏହା ଆହୁରି ସଫଳ ହୋଇଯାଏ । ଓଡ଼ିଶାର ଘରେ ଘରେ ପରିଚିତ ଟଙ୍କିକିଆ କ୍ଲିନିକର ପ୍ରତିଷ୍ଠାତା ଡାକ୍ତର…

ବିଶ୍ୱ ଛେନାପୋଡ ଦିବସ; ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଭିନ୍ନ ପ୍ରକାର ଖାଦ୍ୟରେ ଅଧିକାଂଶ ଲୋକଙ୍କୁ ଖାଦ୍ୟ ଖାଇବା ପରେ ହେଉ ଅଥବା ଅନ୍ୟ ସମୟରେ ମିଠା ଜିନିଷ ଖାଇବାକୁ ବେଶ ପସନ୍ଦ । ମିଠା ମଧ୍ୟରେ ବିଭିନ୍ନ ଜିିନିଷ ରହିଥିବା ବେଳେ ଅନେକ ଲୋକଙ୍କ ପ୍ରଥମ ପସନ୍ଦ ଛେନାପୋଡ।…

ମନୋରଞ୍ଜନଧର୍ମୀ ଶିକ୍ଷା ପ୍ରଦାନ ଜରିଆରେ ସୁଦୃଢ଼ କରାଯିବ ପ୍ରାଥମିକ ଶିକ୍ଷା – ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ କେନ୍ଦୁଝର ଗସ୍ତରେ ଯାଇ ମଣ୍ଡଳପାଟ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ହୋଇଥିବା ଅନେକ ଛାତ୍ର…

୪ ଦଶନ୍ଧି ପରେ ନକ୍ସଲ ପ୍ରବଣ ଗାଁରେ ସାପ୍ତାହିକ ହାଟ ବସିଲା

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଶହଶହ ଗ୍ରାମ ନକ୍ସଲ କବଜାରେ ରହିବା ଦ୍ବାରା ବିକାଶ ମୂଳକ କାମ ସେଠାରେ ପହଞ୍ଚିପାରୁନଥିଲା। ଏପରିକି ଲୋକେ ପିଲାଙ୍କୁ ସ୍କୁଲ ପଠେଇବା ମଧ୍ୟ ବନ୍ଦ କରିଦେଇଥିଲେ। ନକ୍ସଲଙ୍କର ସମସ୍ତ ନିୟମ କାନୁନରେ ଗାଁ ପରିଚାଳିତ ହେଉଥିଲା। ଏଥିସହ…

ଦିଲ୍ଲୀ ପହଞ୍ଚିଲେ ତହୱୁର ରାଣା, ଗିରଫ କଲା ଏନଆଇଏ

ନୂଆଦିଲ୍ଲୀ,୧୦।୪ : ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଭାରତ ଅଣାଯାଇଛି। ଆମେରିକାରୁ ତାଙ୍କୁ ଆଣୁଥିବା ସ୍ବତନ୍ତ୍ର ବିମାନଟି ପାଲମ ବିମାନବନ୍ଦରରେ ଅବତରଣ କରିଥିଲା। ଏଠାରୁ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ NIA କାର୍ଯ୍ୟାଳୟକୁ ନିଆଯିବ। ପାଲମ ବିମାନବନ୍ଦର ବାହାରେ…

ମମତା ସରକାରଙ୍କୁ ହଟାଇବାକୁ ଅପିଲ କଲେ ଅଭିନେତା ମିଥୁନ ଚକ୍ରବର୍ତ୍ତି

କୋଲକାତା,୧୦।୪: ବଲିଉଡ ଅଭିନେତା ଏବଂ ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁବାର କହିଛନ୍ତି ଯେ ଯଦି ମମତା ବାନାର୍ଜୀଙ୍କୁ ପଶ୍ଚିମବଙ୍ଗରୁ ବିତାଡ଼ିତ କରିବାକୁ ପଡ଼େ, ତେବେ ୯ ପ୍ରତିଶତ ହିନ୍ଦୁଙ୍କୁ ବାହାରକୁ ଆସି ଭୋଟ ଦେବାକୁ ପଡିବ। ସେ କୁହନ୍ତି ଯେ…

ଇସିଆଇ ପକ୍ଷରୁ ନିର୍ବାଚନ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ତାଲିମ

ନୂଆଦିଲ୍ଲୀ : ନିର୍ବାଚନ ପ୍ରକ୍ରିୟାରେ ଅଂଶଗ୍ରହଣ କରୁଥିବା କାର୍ଯ୍ୟକର୍ତ୍ତାଙ୍କ ଦକ୍ଷତା ବୃଦ୍ଧି ଲାଗି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ତୃଣମୂଳସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିରେ ପଶ୍ଚିମବଙ୍ଗର ୨୧୭ ବୁଥସ୍ତରୀୟ ଅଧିକାରୀ, ୨ ଜିଲ୍ଲା ନିର୍ବାଚନ ଅଧିକାରୀ, ୧୨ ନିର୍ବାଚନ…