2025

ଶାନ୍‌ଙ୍କ ଚାଞ୍ଚଲ୍ୟକର ବୟାନ: ରିଆଲିଟି ଶୋ’ରେ ଲାଇଭ୍‌ ଗୀତ ଗାଆନ୍ତିନି ପ୍ରତିଯୋଗୀ, ହୁଏ ଏଡିଟ୍‌

ମୁମ୍ବଇ: ଶାନ୍ ଇଣ୍ଡଷ୍ଟ୍ରିର ସବୁଠାରୁ ଲୋକପ୍ରିୟ ଗାୟକମାନଙ୍କ ମଧ୍ୟରୁ ଅନ୍ୟତମ। ସେ ‘ଦି ଭଏସ୍‌ ଇଣ୍ଡିଆ’ ଓ ‘ସାରେଗାମାପା ଲିଟିଲ୍‌ ଚାମ୍ପ୍ସ’ ସମେତ ଅନେକ ସଙ୍ଗୀତଭିତ୍ତିକ ରିଆଲିଟି ଶୋ’ରେ ବିଚାରକ ଦାୟିତ୍ଵ ତୁଲାଇଛନ୍ତି। ନିକଟରେ ଏକ ପୋଡକାଷ୍ଟରେ ସେ ରିଆଲିଟି ଶୋ’…

ଜହ୍ନରେ ଦାଗ ଅଛି ହେଲେ ପ୍ରଧାନମନ୍ତ୍ରୀଙ୍କ ଉପରେ ନାହିଁ’: କଙ୍ଗନା

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ଭାରତୀୟ ଜନତା ପାର୍ଟି (ବିଜେପି) ସାଂସଦ କଙ୍ଗନା ରାଣାୱତ ସବୁବେଳେ ଖବରର ଶିରୋନାମାରେ ଥାଆନ୍ତି। ସେ ତାଙ୍କର ରୋକ୍‌ଠୋକ କଥା ପାଇଁ ଜଣାଶୁଣା। କାହାକୁ ଭୟ ନକରି ନିଜ ନିଜର ମତ ସମସ୍ତଙ୍କ ଆଗରେ ରଖନ୍ତି।…

ଅନ୍ତର୍ଜାତୀୟ ସାଇବର ଠକ ଗ୍ୟାଙ୍ଗ୍‌ର ୯ ଗିରଫ: ଦୁବାଇରୁ ଅପରେଟ୍‌ ହେଉଥିଲା ନକଲି ଟ୍ରେଡିଂ ଆପ୍‌

ରାଉରକେଲା: ରାଉରକେଲା ସାଇବର ଥାନା ପୁଲିସ ଏକ ଅନ୍ତର୍ଜାତୀୟ ସାଇବର ଠକ ରୢାକେଟ୍‌ର ପର୍ଦାଫାସ କରିଛି। ନକଲି ଟ୍ରେଡିଂ ଆପ୍‌ ଖୋଲି ଲୋକଙ୍କୁ ଠକିବା ଅଭିଯୋଗରେ ୯ ଜଣଙ୍କୁ ଗିରଫ କରାଯାଇଛି। ଠକେଇର ମାଷ୍ଟରମାଇଣ୍ଡ୍‌ ହେଉଛନ୍ତି ଛତିଶଗଡ଼ ରାୟପୁରର କିଶନ ଅଗ୍ରୱାଲ…

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା: ମେ ୩ ଅନଲାଇନ ଆବେଦନର ଶେଷ ତାରିଖ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ଦକ୍ଷତା ବିକାଶ ତାଲିମ ପାଠ୍ୟକ୍ରମରେ ୨୦୨୫-୨୬ ବର୍ଷ ପାଇଁ ନାମଲେଖା ଆରମ୍ଭ ହୋଇଛି। ମେ ୩ ତାରିଖ ଅନଲାଇନ ନାମଲେଖାର ଶେଷ ଦିବସ ଧାର୍ଯ୍ୟ ହୋଇଛି। ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’…

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର : ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି ଘଣ୍ଟା ପରେ ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସଇଁତଲାରୁ ଉକ୍ତ ଶିଶୁପୁତ୍ରକୁ ପ୍ରଶାସନିକ ଟିମ ଉଦ୍ଧାର କରିଛନ୍ତିି। ଉଦ୍ଧାର…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଯୋଗ ଦେଲେ

କେନ୍ଦୁଝର : ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ ଷ୍ଟାଡିୟମ ଯାଇ…

ହ୍ୱାଟ୍ସଆପ୍ ଚାଟିଂ ଖୋଲିବ କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ

ବାଲେଶ୍ୱର,୧୦।୪: ମୃତ ମହିଳା କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ ଖୋଲିବ ତାଙ୍କ ହ୍ୱାଟ୍ସଆପ୍ ଚାଟିଂ। ଏହି ରହସ୍ୟମୟ ମୃତ୍ୟୁକୁ ଭେଦ କରିବାରେ ପୋଲିସକୁ ତାଙ୍କ ମୋବାଇଲ ସାହାଯ୍ୟ କରିବ ବୋଲି ଆଶା କରାଯାଉଛି। ରିପୋର୍ଟ ଅନୁଯାୟୀ, ମୃତ କନଷ୍ଟେବଳ ମାର୍ଚ୍ଚ…

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା। ଅପରାହ୍ଣ ୧ଟାରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, କଟକର ପ୍ରସିଦ୍ଧ…

ରାଉରକେଲାରେ ଦୁଇଟି ହତ୍ୟାକାଣ୍ଡ: ଦୁଇ ଯୁବକ ମୃତ, ଜଣେ ଗୁରୁତର

ରାଉରକେଲା: ଗତକାଲି ବିଳମ୍ବିତ ରାତିରେ ରାଉରକେଲା ସହରରେ ଦୁଇଟି ହତ୍ୟାକାଣ୍ଡ ଘଟିଯାଇଛି l ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି l ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି l ଏଣେ ରାଉରକେଲା ଗାନ୍ଧୀରୋଡରେ…

ନବୀନ ପଟ୍ଟନାୟକ ମହା ମିଛ କହିଛନ୍ତି: ପ୍ରଭାତ ତ୍ରିପାଠୀ

ଭୁବନେଶ୍ବର: ମିଛ କହିଛନ୍ତି ନବୀନ ପଟ୍ଟନାୟକ। ମୁଁ ବିଜେଡିରେ ନାହିଁ ସେ କହିବା ମହା ମିଛ। ଦଳ ସଭାପତି ଏ‌ଭଳି କହିବା ଭୁଲ୍। ଆଜି ସାମ୍ବାଦିକ ସମ୍ମିଳନୀରେ ଏଭଳି କହି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କଡ଼ା ଜବାବ ଦେଇଛନ୍ତି ବରିଷ୍ଠ…