2025

ଖଣି ଚୋରି ଘଟଣାର ସାତ ଦିନ ପରେ ରାଉରକେଲା ଉପ ନିର୍ଦ୍ଦେଶକଙ୍କ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼: ଖଣି ଚୋରି ଘଟଣାର ସାତ ଦିନ ପରେ ଖଣି ନିର୍ଦ୍ଦେଶଙ୍କ ନିର୍ଦ୍ଦେଶରେ ରାଉରକେଲା ଉପ ନିର୍ଦ୍ଦେଶକ ତଦନ୍ତ ପାଇଁ ପହଞ୍ଚିଛନ୍ତି। ଖଣି ଉପ ନିର୍ଦ୍ଦେଶକ ବିମ୍ବାଧର ସେଠୀଙ୍କ ନେତୃତ୍ବରେ ୯ ଜଣିଆ ଟିମ୍ ତଦନ୍ତ ଜାରି ରଖିଛନ୍ତି। ତେଲେନଡିହି ଏବଂ…

ଗୁଣ୍ଡାଙ୍କ ଭଳି ବ୍ୟବହାର କଲେ କଂଗ୍ରେସ କର୍ମୀ, ଯାହା ଅତି ଅନାବଶ୍ୟକ ଥିଲା: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କ ବିରୁଦ୍ଧରେ ମାମଲା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଆକ୍ରମଣାତ୍ମକ ରୂପ ନେଇ ଗୁଣ୍ଡାଙ୍କ ଭଳି ବ୍ୟବହାର କଲେ କଂଗ୍ରେସ କର୍ମୀ ଏବଂ ଆଣିଥିବା ଲୋକ, ଏହା ଅତି ଅନାବଶ୍ୟକ ଥିଲା।…

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଦଣ୍ଡାଦେଶ

ଭୁବନେଶ୍ବର: ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଦଣ୍ଡାଦେଶ ହୋଇଛି। ପୀଡ଼ିତା ଜଣଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ। ପୋକ୍‌ସୋ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଜ୍ଜା ଶୁଣାଇଛନ୍ତି କୋର୍ଟ। ଏହାସହ ୧୦ ହଜାର ଜରିମାନା ମଧ୍ୟ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା…

ଆମେରିକା ଉତ୍ପାଦ ଉପରେ ୮୪% ଶୁଳ୍କ ଲଗାଇଲା ଚୀନ

ଆମେରିକା ଏବଂ ଚୀନ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ୧୦୪% ଶୁଳ୍କ ଲାଗୁ କରିବା ପରେ ବୁଧବାର ଚୀନ ଆମେରିକା ଉପରେ ପାଲଟା ୮୪% ପ୍ରତିଶତ ଶୁଳ୍କ ଲଗାଇଛି।…

ତହବ୍ବୁର ରାଣାକୁ ‘ଫାଶୀ’ ଦାବି କଲେ ସହିଦଙ୍କ ବାପା

ମୁମ୍ବଇ : ୨୦୦୮ ମୁମ୍ବଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହବ୍ବୁର ରାଣାକୁ ଖୁବଶୀଘ୍ର ଆମେରିକା ଭାରତକୁ ପ୍ରତ୍ୟର୍ପଣ କରିବ। ରାଣା ଭାରତକୁ ଆସିବା ପରେ ଏଠାରେ ତା’ ବିରୋଧରେ ବିଚାର ପ୍ରକ୍ରିୟା ଆରମ୍ଭ ହେବ। ତେବେ ରାଣାକୁ ଫାଶୀ ଦଣ୍ଡ ଦେବାକୁ…

ଚୀନ ସହ ଘନିଷ୍ଠତା ମହଙ୍ଗା ପଡ଼ିଲା, ବାଂଲାଦେଶକୁ ଉଚିତ ଶିକ୍ଷା ଦେଲା ଭାରତ

ଚୀନ ସହ ଘନିଷ୍ଠ ହୋଇ ଭାରତ ବିରୋଧୀ ମନ୍ତବ୍ୟ ଦେବା ବାଂଲାଦେଶକୁ ମହଙ୍ଗା ପଡ଼ିଛି। ନିକଟରେ ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ ଚୀନ ଗସ୍ତରେ ଯାଇଥିବାବେଳେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିଥିଲେ। ସେଠାରେ ସେ ଭାରତର ପୂର୍ବାଞ୍ଚଳ…

ଟ୍ରମ୍ପଙ୍କ ଟାରିଫ୍‌କୁ ଡରୁଛନ୍ତି ଚନ୍ଦ୍ରବାବୁ, କେନ୍ଦ୍ର ସରକାରଙ୍କୁ ଲେଖିଲେ ଚିଠି

ଅମରାବତୀ,୯ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଶୁଳ୍କ ଘୋଷଣା ମଧ୍ୟରେ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌ ଚନ୍ଦ୍ରବାବୁ ନାଇଡୁ ରାଜ୍ୟର ମତ୍ସ୍ୟଜାତ ଦ୍ରବ୍ୟ ନିମନ୍ତେ ସହାୟତା ପାଇଁ କେନ୍ଦ୍ରକୁ ଚିଠି ଲେଖିଛନ୍ତି। ଚିଙ୍ଗୁଡ଼ି ଭଳି ଉତ୍ପାଦଗୁଡ଼ିକୁ ଅତିରିକ୍ତ ଶୁଳ୍କରୁ ମୁକ୍ତ କରିବା…

ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି

ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି ଏହି ଘଟଣାକୁ ନିଶ୍ଚିତ କରାଯାଇଥିଲେ ମଧ୍ୟ…

କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ​​ଯେତେବେଳେ ପୀଡିତା ସୁଷମା ଦେବୀ, ତାଙ୍କ ପିଲାମାନେ ଏବଂ ଭଉଣୀ ପୁନମ କୁମାରୀ ଅଟ୍ରି ବ୍ଲକ…