ହରିୟାଣା ପୁଲିସ ଫାଣ୍ଡି ଉପରେ ଖଲିସ୍ତାନୀ ଗ୍ରୁପର ଗ୍ରେନେଡ୍ ଆକ୍ରମଣ
କୈଥଲ: ପଞ୍ଜାବ ସୀମାବର୍ତ୍ତୀ ହରିୟାଣାର କୈଥଲ ଜିଲ୍ଲାର ଅଜିମଗଡ ପୁଲିସ ଫାଣ୍ଡି ଉପରେ ବାବର ଖାଲସା ଗୋଷ୍ଠୀ ଗ୍ରେନେଡ ଫିଙ୍ଗି ଆକ୍ରମଣ କରିଛି। ଏହି ବିସ୍ଫୋରଣ ରବିବାର ସକାଳେ ଘଟିଥିଲା। କିନ୍ତୁ ପ୍ରାରମ୍ଭରେ ପୁଲିସ ଏହି ମାମଲାରେ କୌଣସି ଠୋସ୍ ପ୍ରମାଣ…
