2025

ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ସାମାଜିକ ଅନ୍ତର୍ଭୁକ୍ତୀକରଣ ଅଭିଯାନ ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ବିକାଶରେ ସାମିଲ ପାଇଁ ଗରିବ ଏବଂ ପଛୁଆ ଯୋଗ୍ୟ ପରିବାରଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀରେ ଅନ୍ତର୍ଭୁକ୍ତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪,୧୨,୫୪୮ଯୋଗ୍ୟ ପରିବାରକୁ ଏସଏଚଜିରେ ସାମିଲ କରାଯାଇଥିଲା। ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ସାମାଜିକ ଅନ୍ତର୍ଭୁକ୍ତୀକରଣ ଅଭିଯାନ…

କିଟ୍ ନେପାଳ ଛାତ୍ରୀ ମୃତ୍ୟୁ ଘଟଣା : NHRC ପ୍ରୋସିଡିଙ୍ଗ ଉପରେ ରହିତାଦେଶ, ୨୯ରେ ପରବର୍ତ୍ତୀ ଶୁଣାଣି

କଟକ : କିଟରେ ନେପାଳୀ ଛାତ୍ରୀ ଜୀବନ ହାରିବା ଘଟଣାରେ ଜାତୀୟ ମାନବାଧିକାର ଆୟୋଗ ନେଇଥିବା ପ୍ରୋସିଡିଙ୍ଗ ଉପରେ ଓଡିଶା ହାଇକୋର୍ଟଙ୍କ ରହିତାଦେଶ । ହାଇକୋର୍ଟଙ୍କ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ କମିଶନ୍ ଦେଇଥିବା ପ୍ରୋସିଡିଙ୍ଗ ଅନୁସାରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ…

ଓଡ଼ିଶା ପାଇଁ ୩୦,୫୯୫ କୋଟି ଟଙ୍କାର ନିବେଶ ପ୍ରସ୍ତାବ, ସୃଷ୍ଟି ହେବ ୪୮ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ପାଇଁ ୩୦,୫୯୫ କୋଟି ଟଙ୍କାର ନିବେଶ ପ୍ରସ୍ତାବ। ସୃଷ୍ଟି ହେବ ୪୮ ହଜାର ୩୯୦ ନିଯୁକ୍ତି। ଏନେଇ ଦିଲ୍ଲୀରେ ନିବେଶକଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଚସିଏଲ ଟେକ୍ କମ୍ପାନୀକୁ ଭୁବନେଶ୍ବରରେ ବ୍ରାଞ୍ଚ ଖୋଲିବାକୁ ପ୍ରସ୍ତାବ…

ରାଜ୍ୟର ସମସ୍ତ ପୌରପାଳିକାରେ ୨୦୨୭ ସୁଦ୍ଧା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱର: ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଡାଃ ମହାପାତ୍ର କହିଛନ୍ତି ଯେ,…

୫୦ ଟଙ୍କା ମହଙ୍ଗା ହେଲା ଘରୋଇ ଗ୍ୟାସ୍ ସିଲିଣ୍ଡର

ନୂଆଦିଲ୍ଲୀ : ସରକାର ପେଟ୍ରୋଲ-ଡିଜେଲ ଉପରେ ଉତ୍ପାଦ ଶୁଳ୍କ ବୃଦ୍ଧି କରିବା ପରେ ଏବେ ଏଲପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ବଢାଇଛନ୍ତି । ସରକାର ଘରୋଇ ଏଲପିଜି ଗ୍ୟାସ୍ ସିଲିଣ୍ଡର ୫୦ ଟଙ୍କା ବୃଦ୍ଧି କରିଛନ୍ତି । ସୋମବାର ପେଟ୍ରୋଲିୟମ ମନ୍ତ୍ରୀ…

ଓଡ଼ିଶାରେ ଏଚ୍‍ସିଏଲ ଟେକ୍ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ସ୍ଥାପନ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଏଚ୍‍ସିଏଲ ଟେକ୍ ଖୁବ୍‍ଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ। ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ସୋମବାର ସେ ଏହି ଘୋଷଣା କରିଛନ୍ତି। ଦୁଇ ଦିନିଆ…

ଅନ୍ତର୍ଜାତୀୟ ଯୋଗଦିବସର ୭୫ ଦିନିଆ ଅବଗଣନା, ଶୁଭାରମ୍ଭ ହେଲା ‘ହରିତ ଯୋଗ’

ଭୁବନେଶ୍ୱର: ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ସାଧାରଣ ଯୋଗ ଅଭ୍ୟାସ । ପ୍ରାୟ ୬,୦୦୦ରୁ ଅଧିକ ଯୋଗପ୍ରେମୀ ଏଥିରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ କେନ୍ଦ୍ର ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରତାପରାଓ ଯାଧବ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିଙ୍କ…

ମୋଦୀ-ୟୁନୁସଙ୍କ ଆଲୋଚନାର ଭ୍ରମାତ୍ମକ ଉପସ୍ଥାପନା କଲା ବାଂଲାଦେଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସଙ୍କ ମଧ୍ୟରେ ଗତ ୪ ତାରିଖରେ ବିମଷ୍ଟେକ ସମ୍ମିଳନୀ ଅବସରରେ ଦ୍ଵିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସମୟରେ ଦୁଇ ନେତା ଦୁଇ ଦେଶ ମଧ୍ୟରେ ରହିଥିବା ବିଭିନ୍ନ ପ୍ରସଙ୍ଗରେ…

ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲା, ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଲେ ହାଇକୋର୍ଟ

କଟକ : ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲାରେ ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ଆସନ୍ତା ମେ ୫ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ବିଷ୍ଣୁପଦ ସେଠୀଙ୍କ ସମେତ ତାଙ୍କ ପତ୍ନୀ ଓ…

ରାଜ୍ୟରେ ହେବ ୩୨ ବୃହତ୍‌ ଶସ୍ୟ ଭଣ୍ଡାର

ଭୁବନେଶ୍ୱର: ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି ମିଳିବ।…