2025

ଚୋରା ଖଣି ଉପରେ ପ୍ରଶାସନର ଚଢାଉ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଥିବା ଓଡିଶାର ସବୁଠୁ ବଡ ଖଣି ଉପରେ ଚଢ଼ାଉ ଆରମ୍ଭ କରିଛି ପ୍ରଶାସନ । ଖଣି ଚୋରି ସଂପର୍କରେ ସୂଚନା ପାଇବା ପରେ ପ୍ରଶାସନ, ପୋଲିସ ଓ ବନବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି । ହେମଗିରି…

ଟ୍ରମ୍ପଙ୍କୁ ଚୀନର ଜବାବ, ଆମେରିକୀୟ ସାମଗ୍ରୀ ଉପରେ ଲଗାଇଲା ୩୨% ଅତିରିକ୍ତ ଶୁଳକ

ବେଜିଂ : ଯାହା ଭୟ ଥିଲା ତାହା ପ୍ରାୟ ଘଟିବା ଆରମ୍ଭ କରିଦେଇଛି। ଏହାର ଅର୍ଥ ହେଉଛି ବାଣିଜ୍ୟ ଯୁଦ୍ଧ ଆରମ୍ଭ ହୋଇଗଲାଣି। କାରଣ ଆମେରିକାର ଶୁଳ୍କର ଜବାବରେ, ଆଜି ଏପ୍ରିଲ ୪ ତାରିଖରେ, ଚୀନ୍ ମଧ୍ୟ ପ୍ରତିଶୋଧମୂଳକ ଶୁଳ୍କ ଘୋଷଣା…

ଶିକାର ପାଇଁ ଯାଇଥିବାବେଳେ ଯୁବକଙ୍କୁ ଗୁଳିମାଡ଼, ୫ ଅଟକ

ଢେଙ୍କାନାଳ: ଶିକାର ପାଇଁ ଯାଇଥିବାବେଳେ ଯୁବକଙ୍କୁ ଗୁଳିମାଡ଼ । ଢେଙ୍କାନାଳ ରାସୋଳ ଥାନା କଦଳିପାଳ ମାନପୁର ସାହିରେ ଗୁଳି ମାଡ଼ରେ ଯୁବକ ମୃତ । ମୃତକ ବାବୁଲା ନାଏକ । ଗତକାଲି ବିଳମ୍ବିତ ରାତିରେ ୫ଜଣ ଶିକାର ପାଇଁ ଜଙ୍ଗଲକୁ ଯାଇଥିଲେ…

ଆସନ୍ତାକାଲି ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ, ଟ୍ରାଫିକ୍ କଟକଣା ଜାରି କଲେ ପୋଲିସ କମିଶନର

ଭୁବନେଶ୍ଵର: ଆସନ୍ତାକାଲି ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା । ରଥଯାତ୍ରା ପରେ ଆସନ୍ତା ୦୯ ତାରିଖରେ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ବାହୁଡ଼ା ଯାତ୍ରା। ଏହାକୁ ଦୃଷ୍ଟିରେ ରଖି ପୋଲିସ କମିଶନରେଟ ପକ୍ଷରୁ ସର୍ବସାଧାରଣଙ୍କ ଲାଗି ଟ୍ରାଫିକ୍…

ଷ୍ଟକବଜାର ପାଇଁ କଳା ଶୁକ୍ରବାର, ୧୧ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ : ଟ୍ରମ୍ପଙ୍କ ନୂତନ ଟାରିଫ୍ ନୀତି ପରେ ଗୁରୁବାର ଆମେରିକୀୟ ବଜାରରେ ହୋଇଥିବା ପ୍ରବଳ ହ୍ରାସର ସିଧାସଳଖ ପ୍ରଭାବ ଆଜି ଭାରତୀୟ ଷ୍ଟକ ବଜାର ସମେତ ସମଗ୍ର ଅନ୍ତର୍ଜାତୀୟ ଷ୍ଟକ ବଜାର ଉପରେ ପଡ଼ିଛି। ଆଜି ସପ୍ତାହର ଶେଷ ବ୍ୟବସାୟ…

ଏଣିକି କ୍ୟାପିଟାଲ ହସ୍ପିଟାଲରୁ SCBକୁ ଗଡ଼ିବ ‘ଆମ ବସ୍’

ଭୁବନେଶ୍ୱର : ‘ଆମ ବସ’ ଯୋଜନାରେ ପୁଣି ଯୋଡ଼ି ହୋଇଛି ୪୦ଟି ଇ-ବସ୍‌ । ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲରୁ କଟକ SCB ମେଡିକାଲ ଯିବା ପାଇଁ ସରକାର ଗଡାଇବେ ଇ-ବସ୍ । ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସହାୟକ ହେବ…

ୱାକଫ୍‌ ବିଲ୍‌ ଭୋଟିଂରେ ବିଜେଡିର ଦ୍ବିମତ: ଉଷ୍ମ ହେଲା ରାଜ୍ୟ ରାଜନୀତି

ଭୁବନେଶ୍ବର: କେନ୍ଦ୍ରସରକାରଙ୍କ ଦ୍ବାରା ସଂସଦର ଉଭୟ ଗୃହରେ ପାରିତ ହୋଇଯାଇଛି, ବିବାଦୀୟ ଓ୍ବାକଫ୍ (ସଂଶୋଧିତ) ବିଲ୍ । ଉଭୟ ଗୃହରେ ବିଜେପି ନେତୃତ୍ବାଧିନ ଏନଡିଏ ସରକାର ବହୁମତ ହାସଲ କରିଛି । କିନ୍ତୁ ଗତ ଦୁଇ ଦିନ ଧରି ଓ୍ବାକଫ୍ ବିଲକୁ…

ୱାକଫ ବିଧେୟକକୁ ନେଇ ଜେଡିୟୁରେ ଫାଟ, ଦଳ ଛାଡ଼ିଲେ ଆଉ ୩ ନେତା

ୱାକଫ(ସଂଶୋଧନ) ବିଧେୟକକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କ ଜେଡିୟୁ ମଧ୍ୟରେ ଫାଟ ଦେଖିବାକୁ ମିଳିଛି। ସଂସଦରେ ଜେଡିୟୁ ବିଧେୟକକୁ ସମର୍ଥନ କରିବା ପରେ ଦଳ ଭିତରେ ରହିଥିବା ମୁସଲମାନ ବିଧାୟକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଦୁଇ ଦିନ ମଧ୍ୟରେ…

ଠିକାଦାରଙ୍କ ବିଲ୍ ଟଙ୍କା ନଦେବା ପଡ଼ିଲା ମହଙ୍ଗା, ୩ଟି ଅଫିସର ଆସବାବପତ୍ର ଜବତ ନିର୍ଦ୍ଦେଶ

ସମ୍ବଲପୁର : ଠିକାଦାରଙ୍କ ବିଲ୍ ଟଙ୍କା ନଦେବା ପଡ଼ିଲା ମହଙ୍ଗା । ୩ଟି ଅଫିସର ଆସବାବ ପତ୍ର ଜବତ ନେଇ କୋର୍ଟଙ୍କ ନିର୍ଦ୍ଦେଶ । ବୁର୍ଲାସ୍ଥିତ ଉପର ମହାନଦୀ ବେସିନର ବେସିନ ମ୍ଯାନେଜର ତଥା ମୁଖ୍ଯଯନ୍ତ୍ରୀଙ୍କ କାର୍ଯ୍ଯାଳୟ, ହୀରାକୁଦ ଡ୍ଯାମ ସର୍କଲର…

ମେଘନାଦ ପାଚେରୀରେ ମଗରମୁଣ୍ଡ ଭାଙ୍ଗିବା ଘଟଣାରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିର ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି । ଶ୍ରୀମନ୍ଦିର ଦକ୍ଷିଣପାର୍ଶ୍ବ ମେଘନାଦ ପାଚେରୀରେ ନାଳ କାର୍ଯ୍ୟ ଶ୍ରୀମନ୍ଦିର ୱାର୍କସ୍‌ ଡିପାର୍ଟମେଣ୍ଟ କରୁଥିବା ବେଳେ ମଗରମୁଣ୍ଡ ଭାଙ୍ଗିଯାଇଥିବା ଜଣାପଡ଼ିଛି । ଯାହାକୁ ନେଇ…