ଅନାସ୍ଥା ଭୋଟରେ ଶାସନ ଗାଦି ହରାଇଲେ ବ୍ୟାସନଗର ପୌରାଧକ୍ଷା ସଂଗୀତା ପିଙ୍ଗୁଆ
ଯାଜପୁର : ଯାଜପୁର ବ୍ୟାସନଗର ପୌରପରିଷଦରେ ଆଜି ଅପରାହ୍ନରେ ଶେଷ ହୋଇଛି ଅନାସ୍ଥା ଭୋଟ । ବିଜେଡ଼ି ବିରୋଧରେ ବିଜେଡିର ରଣହୁଙ୍କାର ବ୍ୟାସନଗର ପୌର ପରିଷଦର ଅଧ୍ୟକ୍ଷା ପଦପାଇଁ ମହାଙ୍ଗା ପଡ଼ିଲା । ଅନାସ୍ଥା ଭୋଟରେ ଶାସନ ଗାଦି ହରାଇ ବସିଲେ…
