2025

ଛତ୍ରପୁରରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ, ଉଲେଖନୀୟ କାର୍ଯ୍ୟ ପାଇଁ ୫ ପୁରସ୍କୃତ

ଛତ୍ରପୁର : ଛତ୍ରପୁର ପୁଲିସ ପଡିଆ ଠାରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଗଞ୍ଜାମ ପୁଲିସ ଜିଲା ଏସପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ କହିଥିଲେ ଯେ ଆଜିର ଦିବସ ଓଡିଶା ପୁଲିସ…

ସୀମାନ୍ତ କୋଟିଆ ପଞ୍ଚାୟତ ସମୁଖରେ ପାଳନହେଲା ଓଡ଼ିଶା ଦିବସ

ପଟ୍ଟାଙ୍ଗି,୧।୪ : ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା ଦିବସ…

ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଆ ପକ୍ଷ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ…

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ: କଟକ ଦୋଳମୁଣ୍ଡାଇ ଭିଆଇପି ସୋ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ ଯୋଗୁ ଘଟିଛି ଏହି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ସମ୍ପୂର୍ଣ୍ଣ…

ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା…

ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଆଗାମୀ ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେଲେ ଓଡ଼ିଶାର ୩ କୋଟି…

ଭାରତ ଆସିବାକୁ ସୁନୀତାଙ୍କ ଇଚ୍ଛା: ହିମାଳୟର ପାଦଦେଶ ବୁଲିବା ସହ ଇସ୍ରୋ ଆସିବାକୁ ଆଗ୍ରହୀ

ୱାସିଂଟନ ଡିସି: ଭାରତ ଆସିବେ ଭାରତୀୟ ବଂଶୋଦ୍ଭବ ସୁନୀତା । ନିଜ ବାପଘରକୁ ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍ସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ଇଚ୍ଛା ଏବଂ ଭାରତ ଆସିବାର ଆଗ୍ରହକୁ ପ୍ରକାଶ କରିଛନ୍ତି ସୁନୀତା । ଭାରତର…

ମହଙ୍ଗା ହେଲା ୯୦୦ରୁ ଅଧିକ ଅତ୍ୟାବଶ୍ୟକୀୟ ଔଷଧର ମୂଲ୍ୟ

ନୂଆଦିଲ୍ଲୀ,୧।୪: ଆଜିଠାରୁ, ଅର୍ଥାତ ୧ ଏପ୍ରିଲରୁ ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ଆରମ୍ଭ ହୋଇଛି ଏବଂ ୯୦୦ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ବୃଦ୍ଧି ମଧ୍ୟ ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନ ଅର୍ଥାତ ମଙ୍ଗଳବାର (୧ ଏପ୍ରିଲ, ୨୦୨୫) ଠାରୁ କାର୍ଯ୍ୟକାରୀ…

ଦେଶବ୍ୟାପୀ ୪୧ ଟଙ୍କା କମିଲା କମର୍ସିଆଲ ଗ୍ୟାସ ଦର

ନୂଆଦିଲ୍ଲୀ : ଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି।

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି। ଭାରତୀୟ…