ରାଜ୍ୟରେ ପୂର୍ବାପେକ୍ଷା ୪.୨ ପ୍ରତିଶତ ନାରୀ ନିର୍ଯାତନା କମିଛି: ବିଜେପି ବିଧାୟକ ଅମର ନାୟକ
ଭୁବନେଶ୍ବର: ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେପି ବିଧାୟକ ଅମର ନାୟକ। ସେ କହିଛନ୍ତି, ବିଗତ ଦିନର ଆଇନଶୃଙ୍ଖଳାକୁ ତର୍ଜମା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପ୍ରାଥମିକତା ହେଉଛି ଆଇନଶୃଙ୍ଖଳା। ରାଜ୍ୟରେ ପୂର୍ବ ଅପେକ୍ଷା ୪.୨ ପ୍ରତିଶତ ହାରରେ ନାରୀ…
