ଆଜିଠାରୁ ୭ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର: ତାତିରେ ଲାଗିବ ବ୍ରେକ୍ । କାଳବୈଶାଖୀ ବର୍ଷା ଆଣିବ ଆଶ୍ବସ୍ତି । ଆଜି ଠାରୁ ପୂରା ୬ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆଜି ଘଡ଼ଘଡ଼ି…
ଭୁବନେଶ୍ୱର: ତାତିରେ ଲାଗିବ ବ୍ରେକ୍ । କାଳବୈଶାଖୀ ବର୍ଷା ଆଣିବ ଆଶ୍ବସ୍ତି । ଆଜି ଠାରୁ ପୂରା ୬ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆଜି ଘଡ଼ଘଡ଼ି…
ଭୁବନେଶ୍ଵର: ୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ। ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ନୂଆ ଅବକାରୀ ନୀତି…
ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ରାଜ୍ୟରେ ଗଠନ ହେବ ୯ ଟି ନୂତନ ମେଡିକାଲ କଲେଜ । ନୂତନ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଅନୁମତି ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ…
କୁମ୍ଭମେଳା ସମୟରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଅଭିନୟ ପାଇଁ ଅଫର ଦେଇଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ଏକ ଦୁଷ୍କର୍ମ ମାମଲାରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିବା ପରେ ଏହି ଗିରଫଦାରୀ ହୋଇଛି।…
କୋରାପୁଟ/କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ୍ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କର ବ୍ୟାବସାୟିକ ସାମ୍ରାଜ୍ୟ କୋରାପୁଟକୁ ଲମ୍ବିଛି। ଗତକାଲି…
ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ । ୧ .୪କୋଟି ଟଙ୍କାର ସାଇବର ଠକେଇ କରି ଗିରଫ ହେଲେ ୭ ଜଣ ଅଭିଯୁକ୍ତ । ସମସ୍ତ ଅଭିଯୁକ୍ତଙ୍କୁ କର୍ଣ୍ଣାଟକ ଓ ତାମିଲନାଡୁରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ବିଭିନ୍ନ…
ଭୁବନେଶ୍ୱର: ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍-ଉଲ୍-ଫିତର। ଦୀର୍ଘ ୧ମାସ ଧରି ରୋଜା ଅର୍ଥାତ ଉପବାସ ରଖିଥିବା ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନ ଉପବାସ ଭଙ୍ଗକରି ନିରାଡମ୍ବର ଭାବେ ଏହି ପର୍ବକୁ ପାଳନ କରୁଛନ୍ତି। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଇଛନ୍ତି। ଖୁସିରେ…
ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ…
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି,…
ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍ ଟ୍ରେନ୍ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍ କାମାକ୍ଷା…