2025

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ…

ଘର ଭିତରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ହେଲେ ପ୍ରେମରାଜ ମାଝୀ ଓ ତାଙ୍କର ସ୍ତ୍ରୀ ଭାନୁମତୀ ମାଝୀ। ସୂଚନା…

ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି

ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦…

ନାଗପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନାଗପୁରରେ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ନାଗପୁର ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ପ୍ରତିଷ୍ଠାକୁ ୮ବର୍ଷ ବିତିଯାଇଛି । ନାଗପୁର ଗସ୍ତରେ ଆସି ଶ୍ରୀ ମୋଦି ଆରଏସଏସର ସଂସ୍ଥାପକଙ୍କ ମୁର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସତୁରି ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ…

ଏପ୍ରିଲ ୨ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

ହିମାଚଳପ୍ରଦେଶରେ ଭୂସ୍ଖଳନ, ୬ ମୃତ

ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ମଣିକର୍ଣ୍ଣ ଅଞ୍ଚଳରେ ରବିବାର ଭୂସ୍ଖଳନ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ମଣିକର୍ଣ୍ଣ ସାହିବ…

ଭୁବନେଶ୍ଵରରେ ଇଦ୍ ଓ ରାମ ନବମୀ ପାଇଁ ବ୍ୟାପକ ପ୍ରସ୍ତୁତି, କନଭୟ ପାଟ୍ରୋଲିଂ ଆରମ୍ଭ

ଭୁବନେଶ୍ଵର : ଇଦ୍ ଓ ରାମ ନବମୀ ପାଇଁ ବ୍ୟାପକ ପ୍ରସ୍ତୁତି । ରାମ ନବମୀ ଓ ଇଦ୍ ପାଇଁ ଭୁବନେଶ୍ଵରରେ ହାଇ ସିକ୍ୟୁରିଟି । କମିସନରେଟ ପୋଲିସର ବ୍ୟାପକ କନଭୟ ପାଟ୍ରୋଲିଂ ଆରମ୍ଭ ହୋଇଛି । ସବୁ ଗଳି କନ୍ଦିରେ…

୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ

ଜଳେଶ୍ୱର: ୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ । ବଣିଆଡିହା ସମବାୟ ସମିତିର ପୂର୍ବତନ ଆକାଉଣ୍ଟାଣ୍ଟ ଗିରଫ । ପୂର୍ବତନ ଆକାଉଣ୍ଟାଣ୍ଟ ସତ୍ୟ ଅଞ୍ଜନ ଦେଙ୍କୁ ଗିରଫ କଲା ଭିଜିଲାନ୍ସ । ସୂଚନା ଅନୁସାରେ, ବଣିଆଡିହା ସମବାୟ ସମିତିର…

ଦିଲ୍ଲୀ ଉପକଣ୍ଠକୁ ସ୍ଥାନାନ୍ତର ହେବ ତିହାର ଜେଲ

ନୂଆଦିଲ୍ଲୀ : ଦିଲ୍ଲୀସ୍ଥିତ ତିହାର ଜେଲକୁ ସ୍ଥାନାନ୍ତର କରିବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା ଜଣାପଡିଛି। ଜେଲ ସ୍ଥାନାନ୍ତରଣ ସର୍ଭେ କାର୍ଯ୍ୟ ପାଇଁ ଚଳିତ ବଜେଟରେ ୧୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସୂଚନା ଦେଇଛନ୍ତି।…