୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି : ୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା SP,ବସ୍ତର DIG ଙ୍କ ନିକଟରେ ୫୦ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ । ସେମାନଙ୍କ ନାଁରେ ୬୮ ଲକ୍ଷ ଟଙ୍କା ପୁରସ୍କାର ଥିଲା ।…
ମାଲକାନଗିରି : ୫୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା SP,ବସ୍ତର DIG ଙ୍କ ନିକଟରେ ୫୦ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ । ସେମାନଙ୍କ ନାଁରେ ୬୮ ଲକ୍ଷ ଟଙ୍କା ପୁରସ୍କାର ଥିଲା ।…
କଟକ: କଟକ ନିର୍ଗୁଣ୍ଡିରେ ଲାଇନଚ୍ୟୁତ ହୋଇଛି କାମାକ୍ଷା ଏକ୍ସପ୍ରେସ୍ । ଏଥିରେ ୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ଏସସିବି ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ଆହତମାନଙ୍କୁ ଅନ୍ୟ ଟ୍ରେନ ମାଧ୍ୟମରେ…
ପୋଲସରା : କବିସୂର୍ଯ୍ୟନଗରରେ ଗୁଳିମାଡ଼ । ଦୁର୍ଦ୍ଦାନ୍ତ ଅପରାଧୀ ଲକ୍ଷ୍ମୀନାରାୟଣ ପାଇକରାୟଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଥରାପଲ୍ଲୀ ଗାଁ ନିକଟରେ ଗୁଳିମାଡ଼ ହୋଇଛି । କିଛି ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି। ମୁଣ୍ଡରେ…
ନୂଆଦିଲ୍ଲୀ : ପରିବେଶ ସୁରକ୍ଷା ପ୍ରତି ସଚେତନ ହେବା ସହ ଏଥିପାଇଁ ଉଦ୍ୟମ କରିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଜ୍ଞାନ ଭବନରେ ପରିବେଶ ସମ୍ପର୍କିତ ଏକ ଜାତୀୟ ସମ୍ମିଳନୀରେ ଉଦ୍ବୋଧନ ଦେଇ ରାଷ୍ଟ୍ରପତି ମୁର୍ମୁ ପରିବେଶ ସୁରକ୍ଷା…
କଟକ: ରବିବାର ଦିନ କଟକର ଚୌଦ୍ୱାର ଅଞ୍ଚଳର ନିର୍ଗୁଣ୍ଡି ରେଳ ଷ୍ଟେସନ ନିକଟରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସର ଅନେକ ବଗି ଲାଇନଚ୍ୟୁତ ହୋଇଛି। ସୂଚନା ଅନୁଯାୟୀ, ଟ୍ରେନଟି ରେଳ ଧାରଣାରୁ ଲାଇନଚ୍ୟୁତଛି । ଏହାପରେ ପରେ ଟ୍ରେନରେ ଥିବା ଯାତ୍ରୀମାନେ ବ୍ୟସ୍ତବିବ୍ରତ ହୋଇ…
ଭୁବନେଶ୍ୱର : ଉତ୍କଳ ବିଶ୍ଵବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି । ମଧୁସୂଦନ ଛାତ୍ରାବାସରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ହେଲେ ଫିଲୋସୋଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତଦେହ…
ୟାଙ୍ଗନ/ବ୍ୟାଙ୍କକ୍ : ମ୍ୟାଁମାରରେ ଶୁକ୍ରବାର ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୧୬୪୪ରେ ପହଞ୍ଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ମ୍ୟାଁମାରରେ କ୍ଷମତାସୀନ ଜୁନ୍ତା ସରକାରଙ୍କ ପକ୍ଷରୁ ଶନିବାର ସ୍ପଷ୍ଟ କରାଯାଇଛି। ଧ୍ବଂସସ୍ତୂପ ତଳେ ସହସ୍ରାଧିକ…
ଭୁବନେଶ୍ବର: ଏପ୍ରିଲ ୧ରୁ ଓଡିଶା ସରକାର ପାଳିବେ ଓଡିଆ ପକ୍ଷ । ଚଳିତ ବର୍ଷ ଧୁମଧାମରେ ଓଡ଼ିଆ ପକ୍ଷ ପାଳନ କରିବେ ମୋହନ ସରକାର । ଏନେଇ ଏପ୍ରିଲ ୧ ଓଡିଶା ଦିବସରୁ ଏପ୍ରିଲ ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଯାଏଁ…
ପୁରୀ : ଆସନ୍ତାକାଲିଠୁ ୪ ଦିନ ବନ୍ଦ ରହିବ ରତ୍ନଭଣ୍ତାର ମରାମତି କାର୍ଯ୍ୟ । କାଲିଠୁ ୩ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ତାର ମରାମତି ତଥା ସଂରକ୍ଷଣ କାମ ବନ୍ଦ ରହିବ । ଖସାପଡ଼ାଲାଗି ଓ ବନକଲାଗି ନୀତି ପାଇଁ କାମ ବନ୍ଦ…
ଭୁବନେଶ୍ଵର: ଗିରଫ ହେଲେ ଭୁବନେଶ୍ବର ଜଳଯୋଗାଣ ଓ ସ୍ବେରେଜ୍ ବୋର୍ଡ (ୱାଟକୋ)ର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଭିଜିଲାନ୍ସ ଶ୍ରୀ ସାହୁଙ୍କ ବାସଭବନ…