2025

ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ: ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଦ୍ୟାଳୟ ଓ ଗଣଶିକ୍ଷା…

ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ଫଳ ପ୍ରକାଶ ପାଇବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା…

ମିଆଁମାର ଭୂମିକମ୍ପ: ୫୯ମୃତ, ୨୫୦ରୁ ଅଧିକ ଆହତ

ନୂଆଦିଲ୍ଲୀ: ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି ଭୂମିକମ୍ପ। ଶୁକ୍ରବାର ସକାଳେ ମିଆଁମାରରେ ଦୁଇଟି ବଡ଼ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଆମେରିକାର ଭୂତତ୍ତ୍ୱ ସର୍ଭେ (ୟୁଏସଜିଏସ) ଏହାର ତୀବ୍ରତା ୭.୫ ହେବ ବୋଲି…

ସମ୍ବଲପୁର ମଣପୁରମ୍‌ ଫାଇନାନ୍ସ ଡକାୟତି ଘଟଣା, କୋର୍ଟରେ ହାଜର ହେବ ମାଷ୍ଟରମାଇଣ୍ଡ ସୁବୋଧ ସିଂହ

ସମ୍ବଲପୁର: ସମ୍ବଲପୁର ବୁଢ଼ାରଜା ସ୍ଥିତ ମଣପୁରମ୍‌ ଫାଇନାନ୍ସ କାର୍ଯ୍ୟାଳୟରୁ ସଶସ୍ତ୍ର ଡକାୟତି ଘଟଣା । ଲୁଟର ମାଷ୍ଟରମାଇଣ୍ଡ ସୁବୋଧ ସିଂହକୁ ସମ୍ବଲପୁର ଆଣିଛି ଅଇଁଠାପାଲି ପୋଲିସ । ପଶ୍ଚିମବଙ୍ଗର ପ୍ରେସିଡେନ୍ସି ଜେଲରେ ଥିଲା ମାଷ୍ଟରମାଇଣ୍ଡ ସୁବୋଧ ସିଂହ । ଆଜି ସମ୍ବଲପୁର…

ପୁଣି ବଢିଲା ତାତି : ଝାରସୁଗୁଡ଼ାରେ ସର୍ବାଧିକ ୪୩ ଡିଗ୍ରୀ ରେକର୍ଡ, ୪୦ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର : ପୁଣି ବଢିଲା ତାତି,୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର।ରାଜ୍ୟରେ ଅସମ୍ଭାଳ ତାତି କୁ ନେଇ ୩ ଦିନ ଯାଏ ହିଟ ୱେଭ ଜାରି କଲା ପାଣିପାଗ ବିଭାଗ । କିଛି ଜିଲ୍ଲାରେ ୪୨ ଡିଗ୍ରୀ ଅତିକ୍ରମ କରିପାରେ…

ଆହତ କଂଗ୍ରେସ କର୍ମୀଙ୍କୁ ହସ୍ପିଟାଲରେ ଭେଟିଲେ ବିଧାୟକ ତାରାପ୍ରସାଦ

ଭୁବନେଶ୍ବର : ବିଧାନସଭା ଘେରାଓ ସମୟରେ ଆଜି ପୁଲିସର ଲାଠିଚାର୍ଜରେ ଆହତ ହୋଇଥିବା କଂଗ୍ରେସ କର୍ମୀମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଆହତ କର୍ମୀମାନଙ୍କୁ ହସ୍ପିଟାଲରେ ଭେଟି ସେମାନଙ୍କ ଚିକିତ୍ସା ସମ୍ପର୍କରେ ପଚାରି…

ମଧ୍ୟାହ୍ନ ଭୋଜନରେ ସାମିଲ ହେଲା ପୁଷ୍ଟିକର ଲଡୁ : ଅଣ୍ଡା ୩ ଦିନ, ଲଡୁ ୩ଦିନ ମିଳିବ

ଭୁବନେଶ୍ବର : ଆସନ୍ତା ଏପ୍ରିଲ ୧ ତାରିଖରୁ ବଦଳିବାକୁ ଯାଉଛି ମଧ୍ୟାହ୍ନ ଭୋଜନର ରୂପରେଖ। ମଧ୍ୟାହ୍ନ ଭୋଜନରେ ଏଣିକି ପିଲାଙ୍କୁ ମିଳିବ ଲଡୁ । ଅଣ୍ଡା ସହ ପୁଷ୍ଟିକର ଲଡୁ ମଧ୍ୟାହ୍ନ ଭୋଜନରେ ଦିଆଯିବ । ସପ୍ତାହକୁ ୩ ଦିନ ମିଳିବ…

ଟ୍ରାଏଲ ରନ୍‌ ପରେ ମିଳିଲା ସବୁଜ ସଙ୍କେତ: ବୌଦ୍ଧ -ପୁରୁଣା କଟକକୁ ଗଡିବ ରେଳ

ବୌଦ୍ଧ : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ବୌଦ୍ଧରୁ ପୁରୁଣା କଟକ ପର୍ଯ୍ୟନ୍ତ ନବନିର୍ମିତ ୨୭କିମି ଦୂରତା ସମ୍ପନ୍ନ ରେଳଧାରଣାର ଦୁଇଦିନିଆ (ସି.ଆର.ଏସ) କମିଶନର ଅଫ୍ ରେଳ ସେଫଟି କାର୍ଯ୍ୟ ସମାପନ ହୋଇଛି । ସି.ଆର.ଏସ ଟିମ୍ ହରଭଙ୍ଗା ବ୍ଲକର…

ଦେବଗଡ଼ରେ ମୃତ ହୋମଗାର୍ଡ ପ୍ରାର୍ଥୀଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ସମୟରେ ପ୍ରାଣ ହରାଇଥିବା ସାହେବା ଦେହୁରୀ (୧୯)ଙ୍କ ପରିବାରଙ୍କ ପାଇଁ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।…

ଦିନ ୧୧ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ରହିବ ରାସନ ସାମଗ୍ରୀ ବିତରଣ

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ…