ମିରଟରେ ଘଟିଥିବା ଘଟଣା ନିନ୍ଦନୀୟ ଏବଂ ଦୁର୍ଭାଗ୍ୟପୂର୍ଣ୍ଣ- ବାଗେଶ୍ବର ବାବା
ନୂଆଦିଲ୍ଲୀ: ଏବେ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି ମିରଟ ହତ୍ୟାକାଣ୍ଡ। ପ୍ରେମିକ ସହ ରହିବା ପାଇଁ ସ୍ବାମୀକୁ ହତ୍ୟା କରିବା ଏବଂ ମୃତଦେହକୁ ୧୫ଖଣ୍ଡ କରି ଏକ ପାଣି ଡ୍ରମରେ ସିମେଣ୍ଟ କରିଦେବା ଘଟଣା ସମସ୍ତଙ୍କ ହୃଦୟ ଥରାଇ ଦେଇଛି। ଘରେ…
