2025

ବର୍ଷ ଶେଷ ସୁଦ୍ଧା ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ସାରିବା ପାଇଁ ଓଡ଼ିଶା ସରକାର ଲକ୍ଷ୍ୟ ରଖିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟବ୍ୟାପୀ ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ନିର୍ମାଣ କାର୍ଯ୍ୟ ସାରିବା ପାଇଁ କାର୍ଯ୍ୟ କରୁଛନ୍ତି` ବିଭିନ୍ନ ସ୍ଥାନରେ ପ୍ରକଳ୍ପ କାର୍ଯ୍ୟ ଚାଲିଛି ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ବାଣିଜ୍ୟ ଏବଂ ପରିବହନ…

‘ମନ୍ତ୍ରୀଙ୍କ କାନ୍ଧରୁ ହାତ ହଟାନ୍ତୁ…’, ରାହୁଲ ଗାନ୍ଧୀଙ୍କ ପରେ ପପୁ ଯାଦବଙ୍କ କ୍ଲାସ ନେଲେ ଓମ ବିର୍ଲା

ନୂଆଦିଲ୍ଲୀ,୨୭।୩: ଲୋକ ସଭା ବାଚସ୍ପତି ଓମ ବିର୍ଲା ଗୁରୁବାର (୨୭ ମାର୍ଚ୍ଚ, ୨୦୨୫) ପୁଣି ଥରେ ଗୃହ ଭିତରେ ଶିଷ୍ଟାଚାର ଉପରେ ପାଠ ପଢ଼ାଇଛନ୍ତି। ଲୋକ ସଭା କାର୍ଯ୍ୟକାଳ ମଧ୍ୟରେ କେନ୍ଦ୍ରମନ୍ତ୍ରୀଙ୍କ କାନ୍ଧରେ ହାତ ରଖିବା ପାଇଁ ସ୍ବାଧୀନ ଏମି ପପୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଜାତିସଂଘର ପ୍ରଶଂସା

ନ୍ୟୁୟର୍କ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ବାସ୍ଥ୍ୟକର ଭାରତ ମିଶନ’ ଅଧୀନରେ ଦେଶବ୍ୟାପୀ ଚାଲିଥିବା ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଦେଶରେ ବ୍ୟାପକ ପରିବର୍ତ୍ତନ ଆଣିଛି। ସମଗ୍ର ବିଶ୍ୱ ଏହି ଯୋଜନାର ଶକ୍ତିକୁ ସ୍ବୀକାର କରୁଛି। ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଅଧୀନରେ ଶିଶୁ ମୃତ୍ୟୁ…

ମହଙ୍ଗା ହେବ କର୍କଟ, ମଧୁମେହ ଔଷଧ

ନୂଆଦିଲ୍ଲୀ: କର୍କଟ, ମଧୁମେହ, ହୃଦ୍‌ରୋଗ ଓ ଅନ୍ୟ ଆଣ୍ଟିବାୟୋଟିକ୍ ସହିତ ସରକାରୀ ନିୟନ୍ତ୍ରଣରେ ଥିବା ଅନ୍ୟ ଔଷଧ ଦର ବୃଦ୍ଧି ହେବାକୁ ଯାଉଛି। ଔଷଧ ଦର ପ୍ରାୟ ୧.୭ ପ୍ରତିଶତ ମହଙ୍ଗା ହେବ ବୋଲି ସୂଚନା ମିଳିଛି। ସରକାରୀ ନିୟନ୍ତ୍ରଣରେ ଥିବା…

ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ

ମସ୍କୋ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତବର୍ଷ ଋଷ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ,…

ଜେଲ୍‌ରେ ରହିବେ ରାଣ୍ୟା, ତୃତୀୟ ଥର ପାଇଁ ଖାରଜ ହେଲା ଜାମିନ୍ ଆବେଦନ

ବେଙ୍ଗାଲୁରୁ: ସୁନା ଚୋରା ଚାଲାଣ ଅଭିଯୋଗରେ ଜେଲରେ ଥିବା କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ଏକ ବଡ଼ ଝଟକା ଲାଗିଛି। ୬୪ତମ ସିଟି ସିଭିଲ୍ ଆଣ୍ଡ୍ ସେସନ୍ସ କୋର୍ଟ (ସିସିଏଚ୍) ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି, ଯାହା ଫଳରେ ତାଙ୍କୁ…

୪୪ ଲୋକଙ୍କ ସହ ବୁଡିଗଲା ବୁଡ଼ାଜାହାଜ ‘ସିନ୍ଦବାଦ’, ୬ ମୃତ, ୨୯ ଉଦ୍ଧାର

କାଇରୋ : ଗୁରୁବାର (୨୭ ମାର୍ଚ୍ଚ) ସକାଳେ ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ପର୍ଯ୍ୟଟନ ବୁଡ଼ାଜାହାଜ ବୁଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମରେ ୬ ଜଣଙ୍କର ମୃତ୍ୟୁକୁ ନିଶ୍ଚିତ କରାଯାଇଛି । ଏହି ୬ ଜଣଯାକ ରୁଷ…

ପ୍ରତିବାଦର ଆଉ ଏକ ନୂଆ ଉପାୟ ଆପଣାଇଲେ କଂଗ୍ରେସ ବିଧାୟକ, ଚା’ ପିଇ କଲେ ପ୍ରତିବାଦ

ଭୁବନେଶ୍ବର : ଦିନ ତମାମ ଆନ୍ଦୋଳନ ଧସ୍ତାଧସ୍ତି ପରେ ବି ସଂଧ୍ୟାରେ ଆଉ ଏକ ଅଭିନବ ପନ୍ଥା ଆପଣାଇଛନ୍ତି କଂଗ୍ରେସ ବିଧାୟକ । ସମାନ ରଙ୍ଗର ଟି ସାର୍ଟ ପିନ୍ଧି ହୋଟେଲ ମେ ଫେୟାରରେ ଏକତ୍ର ଚା ପିଇଛନ୍ତି । ସାମ୍ନା…

୩ ଦିନ ପରେ ଅସମ୍ଭାଳ ତାତି, ୫ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଚେତାବନୀ

ଭୁବନେଶ୍ବର: ରାଜ୍ୟରେ ଟାଇଁଟାଇଁ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ…

କମାଣ୍ଡରଙ୍କୁ ନକ୍ସଲଙ୍କ ଚିଠି: ‘କୌଣସି ଠିକଣା ସୁରକ୍ଷିତ ନାହିଁ’

ମାଲକାନଗିରି: ନକ୍ସଲ ସଂଗଠନରେ କିପରି ଆତଙ୍କ ଓ ଭୟ ଖେଳିଯାଇଛି ଏହାର ଏକ ପ୍ରମାଣ ଗତ ବିଜାପୁର ଏନକାଉଣ୍ଟରରେ ଘଟଣାସ୍ଥଳରୁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ଏକ ଚିଠିରୁ ଜଣାପଡିଛି। ଯବାନ ନକ୍ସଲଙ୍କର ଦୁଇ ଫରଦର ଏକ ଚିଠିକୁ ଜବତ…