ମନୁସ୍ମୃତି କଣ ମୁଁ ଜାଣେ: ମାୟାବତୀ
ନୂଆଦିଲ୍ଲୀ: ବହୁଜନ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ମନୁସ୍ମୃତିକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ମାୟାବତୀ, ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମନୁସ୍ମୃତି ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ବାବା…
ନୂଆଦିଲ୍ଲୀ: ବହୁଜନ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ମନୁସ୍ମୃତିକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ମାୟାବତୀ, ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମନୁସ୍ମୃତି ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ବାବା…
ଗଞ୍ଜାମ: ମିଳିଲା ଜବତ କଙ୍କାଳର ପରିଚୟ । କଙ୍କାଳଟି ଜଣେ ନାବାଳିକାର ହୋଇଥିବା ବେଳେ ଗତ କିଛି ଦିନ ଧରି ନାବାଳିକା ଜଣଙ୍କ ନିଖୋଜ ଥିଲେ । ତେବେ କେହି ଜଣେ ନାବାଳିକାଙ୍କୁ ହତ୍ୟା କରି ଜଙ୍ଗଲରେ ଫୋପାଡି ଦେଇଥିବା ଅଭିଯୋଗ…
ମୟୂରଭଞ୍ଜ : କାଳବୈଶାଖୀ ପାଇଁ ୨୦ କୋଟି । ମୟୂରଭଞ୍ଜ ଜିଲ୍ଲାରେ କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । କାଳବୈଶାଖୀରେ ମୟୂରଭଞ୍ଜର ବାଙ୍ଗିରିପୋଷି ଏବଂ ବିଷୋୟୀ ଅଧିକ ପ୍ରଭାବିତ ହୋଇଛି। ଏନେଇ ପ୍ରାଥମିକ ଆକଳନ…
ଭୁବନେଶ୍ବର: ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା । ଯେଉଁ ଯେଉଁମାନେ ଚିଟଫଣ୍ଡ ସଂସ୍ଥାର ଶିକାର ହୋଇ ନିଜର ଟଙ୍କା ହରାଇଛନ୍ତି, ସେମାନେ ଖୁବଶୀଘ୍ର ସେମାନଙ୍କ ଟଙ୍କା ଫେରିପାଇବେ । ଏନେଇ ଆଜି ବିଧାନସଭାରେ ଦମ୍ଭୋକ୍ତି ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…
ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦରେ ଅଛନ୍ତି ହାସ୍ୟ ଅଭିନେତା କୁନାଲ କାମରା। ତାଙ୍କ ସୋ’ରେ କୁନାଲ ବଲିଉଡ୍ ଫିଲ୍ମ ‘ଦିଲ୍ ତୋ ପାଗଲ୍ ହେ’ ଗୀତର ଏକ ନକଲ କରିଥିଲେ, ଯେଉଁଥିରେ ସେ ସିନ୍ଦେଙ୍କୁ…
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବି ଚାଲିଥିଲା ନକଲି ପୋଲିସଙ୍କ କାର୍ଣ୍ଣାମା । ଏସଆଇ ଏବଂ କନେଷ୍ଟବଳ ସାଜି ଲୋକଙ୍କ ଆଖିରେ ଦେଇଚାଲିଥିଲେ ଧୂଳି । ଶେଷରେ ନକଲି ପୋଲିସକୁ ଧରିଛି ଅସଲି ପୋଲିସ । ଏଥିସହିତ ସେମାନଙ୍କ ଠାରୁ ପ୍ରାୟ ଲକ୍ଷେ…
ନୟାଗଡ: ନୟାଗଡରେ ମହାମହିମ । କଣ୍ଟିଲୋ ଯାଇ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ । ନୀଳମାଧବଙ୍କୁ ଦର୍ଶନ ପରେ ବିଶ୍ବାବସୁଙ୍କ ଗାଁ କାଳିଆପଲ୍ଲୀ ଯାଇଛନ୍ତି। କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି…
ଭୁବନେଶ୍ବର: ଗତ ୫ ବର୍ଷ ଭିତରେ ୧୫୯ ଦୁର୍ନୀତିଖୋର ସରକାରୀ ବାବୁ ବିଦା ହେଲେଣି । ବିଭିନ୍ନ ଦୁର୍ନୀତି ଏବଂ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ ବାବୁ ବିଦା ହୋଇଥିବା ନେଇ ଆଜି ଗୃହରେ ଉତ୍ତର…
ନୂଆଦଲ୍ଲୀ : ପ୍ରାୟ ୭ ବର୍ଷ ପରେ ବଢିଛି ସାଂସଦଙ୍କ ଦରମା ଓ ଭତ୍ତା । ଏହା ସହିତ ସାଂସଦଙ୍କ ପେନସନ ମଧ୍ୟ ବୃଦ୍ଧି ପଇଛି । ସାଂସଦଙ୍କ ମୂଳ ଦରମା ୧ ଲକ୍ଷରୁ ୧ ଲକ୍ଷ ୨୪ ହଜାର ଟଙ୍କାକୁ…
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ତାଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଡକ୍ଟର ହରିବାବୁ କାମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଛନ୍ତି। ଏହା ପରେ…