2025

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ାରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍

ଝାରସୁଗୁଡ଼ା : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ାରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍ । ୫ ଦିନ ଧରି ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍ ଫେରିଲା । ୧୪ରୁ ୧୫ ଜଣଙ୍କ ବୟାନ ରେକର୍ଡ କରାଯାଇଛି । ଝାରସୁଗୁଡ଼ା…

ମହାନଦୀ ଜଳ ବିବାଦ ପ୍ରସଙ୍ଗ: ତୁରନ୍ତ ସମାଧାନର ରାସ୍ତା ବାହାର କରିବାକୁ ବିଜେଡିର ଆହ୍ବାନ

ଭୁବନେଶ୍ବର: ମହାନଦୀ ଜଳ ବିବାଦ ପ୍ରସଙ୍ଗ । ଛତିଶଗଡ଼ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନାକୁ ନେଇ ବିଜେଡିର କଟାକ୍ଷ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଗଣମାଧ୍ୟକୁ କହିଛନ୍ତି ଯେ, ଯଦି ଉଭୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ତାହା…

ସିଆରପିଏଫ୍ ଯବାନଙ୍କୁ ଚୁନା, ଆପାର୍ଟମେଣ୍ଟ ଦେବା ନାଁରେ ଠକି ନେଲେ ୨୮ଲକ୍ଷ

ଭୁବନେଶ୍ୱର : ସିଆରପିଏଫ୍ ଯବାନଙ୍କୁ ଚୁନା । ଆପାର୍ଟମେଣ୍ଟ ଦେବା ନାଁରେ ଠକି ନେଇଗଲେ ୨୮ଲକ୍ଷ ଟଙ୍କା । ଠକେଇର ଶୀକାର ହୋଇଛନ୍ତି ଯବାନ ଉମାକାନ୍ତ ପାଣିଗ୍ରାହୀ । ଏନେଇ ଉମାକାନ୍ତ ଖାରବେଳନଗର ଥାନାରେ ଅଭିଯୋଗ କରିବା ପରେ ଠକ ନରୋତ୍ତମ…

କାଳବୈଶାଖୀ କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ମନ୍ତ୍ରୀ, ଢେଲା ମାଡ କଲେ ଲୋକେ

ବାରିପଦା: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ବିରୋଧ । କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି କହି ରୋଷ ଝାଡ଼ିଲେ ସାଧାରଣ ଜନତା । ମନ୍ତ୍ରୀଙ୍କୁ ଛାଡ଼ି ଆସୁଥିବା ଗାଡ଼ି ଉପରକୁ କଲେ ଢ଼େଲା ମାଡ଼ । ଢ଼େଲା…

ରାଉରକେଲାରେ ନକଲି ମୋବିଲ କାରଖାନା ଠାବ, ୨ ଜଣଙ୍କୁ ଅଟକ

ରାଉରକେଲା: ରାଉରକେଲା ବିଶ୍ରା ଥାନା ଅଞ୍ଚଳରେ ନକଲି ଇଞ୍ଜିନ ଅଏଲ ତିଆରି କାରଖାନା ଠାବ ହୋଇଛି । ଆସିୟାନା କଲୋନୀର ଏକ ବିଲ୍ଡିଂରେ ତିଆରି ହେଉଥିଲା ଡୁପ୍ଲିକେଟ ମୋବିଲ । ନାମୀ ଦାମୀ ମୋବିଲ କମ୍ପାନୀର ଲୋଗ ଲଗାଇ ବିକ୍ରୀ କରୁଥିଲେ…

କୁଆପଥର ବର୍ଷାର ତାଣ୍ଡବ; ଆଜି ସୁଦ୍ଧା ମୟୂରଭଞ୍ଜ ପୀଡିତଙ୍କୁ ସହାୟତା ମିଳିବ: ରାଜସ୍ବ ମନ୍ତ୍ରୀ

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପରିସ୍ଥିତି ଆକଳନ କରିବା ପାଇଁ ବାଙ୍ଗିରିପୋଷିର ମହୁଲବାରେଳି ଏବଂ ସାରସପୋଷି ପରି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ସେ ସନ୍ଧ୍ୟା…

ସରଣ୍ଡା ଜଙ୍ଗଲରେ ପୁଣି ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: CRPFର ସବ୍ ଇନସ୍ପେକ୍ଟର ସହିଦ

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ CRPFର ଜଣେ ସବ୍ ଇନସ୍ପେକ୍ଟର ସହିଦ । ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ନକ୍ସଲମାନେ ପୁଣି ଥରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ସୁରକ୍ଷା ବାହିନୀକୁ ଟାର୍ଗେଟ୍ କରିଛନ୍ତି । ଏଥିରେ CRPFର ଜଣେ ସବ୍ ଇନସ୍ପେକ୍ଟର ସୁନୀଲ…

ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ନୀତୀଶ

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜାତୀୟ ସଙ୍ଗୀତକୁ ଅସମ୍ମାନ କରିଛନ୍ତି। ଏକ କ୍ରୀଡା କାର୍ଯ୍ୟକ୍ରମରେ ଜାତୀୟ ସଙ୍ଗୀତ ଗାନ କରାଯାଉଥିବାବେଳେ ନୀତୀଶ ସାବ୍‌ଧାନ ସ୍ଥିତିରେ ରହିବା ପରିବର୍ତ୍ତେ ଏପଟ ସେପଟ ହେଉଥିବା ଦେଖାଯାଇଛି। ଜାତୀୟ ସଙ୍ଗୀତକୁ ନୀତୀଶ ଅସମ୍ମାନ କରିବା…

ଗତିଶୀଳ ବିବିଧତା ଭାରତର ଭାଷାଗତ ପରମ୍ପରାର ସୌନ୍ଦର୍ଯ୍ୟ – ରାଜ୍ୟପାଳ

ଭୁବନେଶ୍ୱର: ଗତିଶୀଳ ବିବିଧତା ହେଉଛି ଭାରତର ସମୃଦ୍ଧ ଭାଷା ପରଂପରାର ସୌନ୍ଦର୍ଯ୍ୟ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌‌ପାଟି କହିଛନ୍ତି। ଭୁବନେଶ୍ୱରଠାରେ ୧୧ତମ କଳିଙ୍ଗ ସାହିତ୍ୟ ମହୋତ୍ସବକୁ ଉଦ୍‌‌ଘାଟନ କରି ରାଜ୍ୟପାଳ ଏହା କହିଛନ୍ତି। ଏହି ସମାରୋହରେ ଉଦ୍‌‌ବୋଧନ ଦେଇ…

ଡିସେମ୍ବର ୯ରେ ବାରବାଟୀରେ ମ୍ୟାଚ୍‌‌, ଦକ୍ଷିଣ ଆଫ୍ରିକା ବିରୋଧରେ ଭାରତ ଟି-ଟ୍ୱେଣ୍ଟି ମ୍ୟାଚ୍‌‌ ଖେଳିବ

ଭୁବନେଶ୍ୱର: ଚଳିତ ବର୍ଷ ନଭେମ୍ବର-ଡିସେମ୍ବର ମାସରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ଏନେଇ ଦକ୍ଷିଣ ଆଫ୍ରିକା ଦଳର ଭାରତ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଡିସେମ୍ବର ୯ରେ ବାରବାଟୀରେ…