2025

ବିଶ୍ୱସ୍ତରୀୟ ହେବ ରାସ୍ତା, ଗଠନ ହେବ ଓଡିଶା ରାଜ୍ୟ ରାଜପଥ ପ୍ରାଧିକରଣ

ଭୁବନେଶ୍ବର : ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ଏଥିରେ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ନାମରେ ଏକ…

ମହାନଦୀ ଜଳ ବିବାଦ ହେବ ସମାଧାନ, ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ସାକ୍ଷାତ

ଭୁବନେଶ୍ୱର : ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ…

୨୦୨୫ ପାଇଁ ସାହିତ୍ୟ ଭାରତୀ ସମ୍ମାନ ପାଇବେ ସାହିତ୍ୟିକ ଶୈଳଜ ରବି

ଭୁବନେଶ୍ବର : ଚଳିତ ବର୍ଷର ସମ୍ମାନ ଜନକ ସାହିତ୍ୟ ଭାରତୀ ସମ୍ମାନ ପାଇବେ ବିଶିଷ୍ଟ ସାହିତ୍ୟିକ ଶୈଳଜ ରବି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେସନ ପକ୍ଷରୁ ଏହି ଘୋଷଣା କରାଯାଇଛି। ପୁରସ୍କାର ସ୍ୱରୂପ ୧ ଲକ୍ଷ…

ବାଂଲାଦେଶ ଛାତ୍ର ଆନ୍ଦୋଳନରେ ଲାଗିଛି ବିଦେଶୀ ପାଣ୍ଠି, କ୍ରିପ୍ଟୋରେ ଶତାଧିକ କୋଟିର ନିବେଶ

ନୂଆଦିଲ୍ଲୀ : ବାଂଲାଦେଶରେ ଘଟିଥିବା ଛାତ୍ର ଆନ୍ଦୋଳନ ଉଗ୍ର ରୂପ ନେବା ଫଳରେ ଶେଖ ହାସିନାଙ୍କ ସରକାର ଭାଙ୍ଗିଯାଇଥିଲା। ତେବେ ଏହି ଆନ୍ଦୋଳନ ପଛରେ ବଡ଼ ଷଡ଼ଯନ୍ତ୍ର ହୋଇଥିବା ସାମ୍ନାକୁ ଆସିଛି। ଛାତ୍ର ଆନ୍ଦୋଳନକୁ ବ୍ୟାପକ କରିବା ଲାଗି ବହୁ ପରିମାଣର…

୫୯ତମ ଜ୍ଞାନପୀଠ ପୁରସ୍କାର ପାଇଁ ହିନ୍ଦୀ ଲେଖକ ବିନୋଦ କୁମାର ଶୁକ୍ଳା ମନୋନୀତ

ନୂଆଦିଲ୍ଲୀ : ବିଶିଷ୍ଟ ହିନ୍ଦୀ ଲେଖକ ବିନୋଦ କୁମାର ଶୁକ୍ଳାଙ୍କୁ ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ୫୯ତମ ଜ୍ଞାନପୀଠ ପୁରସ୍କାର ପ୍ରଦାନ ଲାଗି ମନୋନୀତ କରାଯାଇଛି। ଏହି ପୁରସ୍କାର ପାଇବାରେ ସେ ଛତିଶଗଡ଼ର ପ୍ରଥମ ଲେଖକ ହେବେ। ଏହି ଭାଷାର ଅନ୍ୟତମ…

ଜଜଙ୍କ ଘରୁ ଟଙ୍କା ମିଳିବା ଘଟଣା: ୨୦୧୮ରେ ସିବିଆଇ ଏଫଆଇଆର୍‌ରେ ରହିଥିଲା ଜଷ୍ଟିସ ବର୍ମାଙ୍କ ନାଁ

ନୂଆଦିଲ୍ଲୀ : ବିବାଦରେ ଥିବା ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶବନ୍ତ ବର୍ମାଙ୍କୁ ନେଇ ଗୋଟିଏ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚ ୧୪ରେ ଜଷ୍ଟିସ ବର୍ମାଙ୍କ ଘରେ ନିଆଁ ଲାଗି ଯାଇଥିଲା। ଏହାପରେ ତାଙ୍କ ଘରକୁ ବିପୁଳ ପରିମାଣର ନଗଦ…

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା : ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ ପୋଡି ଦିଆଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ସୋରଡ଼ା ଥାନା ଅଧିକାରୀ ସୁଧୀର ସାହୁ ଓ ଆସିକା…

ସୀମାନିର୍ଦ୍ଧାରଣକୁ ଆଉ ୨୫ ବର୍ଷ ସ୍ଥଗିତ ରଖାଯାଉ : ଚେନ୍ନାଇ ଜେଏସି ବୈଠକରେ ଦାବି

ଚେନ୍ନାଇ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ଅଧ୍ୟକ୍ଷତାରେ ଚେନ୍ନାଇରେ ଅନୁଷ୍ଠିତ ମିଳିତ କାର୍ଯ୍ୟକାରୀ କମିଟି (ଜେଏସି) ବୈଠକରେ ୨୫ ବର୍ଷ ପାଇଁ ନିର୍ବାଚନମଣ୍ଡଳୀର ସୀମା ନିର୍ଦ୍ଧାରଣ (ପରିସୀମନ) ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଏକ ପ୍ରସ୍ତାବ ଗୃହୀତ ହୋଇଛି। ନିର୍ବାଚନମଣ୍ଡଳୀ…

ଗଜପତିରୁ ଚାଲାଣ ହେଉଥିଲା ୯୨୯କିଲୋ ଗଂଜେଇ, ଖୋର୍ଦ୍ଧାରେ ଜବତ କଲା ପୁଲିସ୍‌

ଖୋର୍ଦ୍ଧା: ଏକ ବଡ଼ଧରଣର ଗଂଜେଇ ଚେରାଚାଲାଣକୁ ଖୋର୍ଦ୍ଧା ପୁଲିସ ବିଫଳ କରିଛି। ଗଜପତି ଜିଲ୍ଲା ଅଡ଼ବା ଅଞ୍ଚଳରୁ ଶ୍ରୀକ୍ଷେତ୍ରକୁ ଏକ ପିକ୍ଅପରେ ଚାଲାଣ ହେଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଚନ୍ଦନେଶ୍ବର ଫ୍ଲଏ…

ବିଜେଡି ସହ ସଂପର୍କ ତୁଟାଇ ବିଦେଶ ଚାଲିଯିବେ କି କାର୍ତ୍ତିକ ପାଣ୍ଡିଆନ୍‌ ?

ଭୁବନେଶ୍ବର : ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନ ଓଡ଼ିଶା ଛାଡ଼ିବେ । ତାଙ୍କର ଖାସ୍ ଅନୁଗତ ତଥା ତାଙ୍କ ଆତ୍ମଘୋଷିତ‘କ୍ରୀତଦାସ’ ପ୍ରଣବପ୍ରକାଶ ଦାସ ଓରଫ ବବି ଆନୁଷ୍ଠାନିକ ଭାବେ ବିଜେଡି ସମ୍ଭାଳିବେ । ବୟସାଧିକ୍ୟ ଯୋଗୁ ଦଳୀୟ ସାଂଗଠନିକ କାର୍ଯ୍ୟରେ…