2025

ଭିଜିଲାନ୍ସ ଜାଲରେ ପିଇଓ, ସରକାରୀ ଟଙ୍କା ହେରଫେର୍ ଅଭିଯୋଗ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ପିଇଓ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଳକ ରାଧା ଦେଇପୁର ପଞ୍ଚାୟତର ପିଇଓ କ୍ଷେତ୍ରମୋହନ ନାୟକଙ୍କୁ ଉଠାଇ ନେଲା ଭିଜିଲାନ୍ସ। ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍ ହୋଇଥିବା ଅଭିଯୋଗ ହୋଇଥିଲା। ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୪୩ଲକ୍ଷ ଟଙ୍କା…

ରୁଷ୍‌ ଉପରେ ୟୁକ୍ରେନ୍‌ର ବଡ଼ ଧରଣର ଆକ୍ରମଣ

ନୂଆଦିଲ୍ଲୀ: ଥମୁନାହିଁ ରୁଷ-ୟୁକ୍ରେନ୍‌ ବିବାଦ। ଏହି ଦୁଇ ଦେଶ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧ ବନ୍ଦ୍‌ ହେବା ନେଇ କଥାବାର୍ତ୍ତା ଚାଲିଥିବା ବେଳେ ୟୁକ୍ରେନ୍ ରୁଷ ଉପରେ କରିଛି ଏବ ବଡ଼ ଧରଣର ଆକ୍ରମଣ। ଉଭୟ ଦେଶ ପରସ୍ପର…

ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ

ଭୁବନେଶ୍ଵର: ରାଜ୍ୟରେ ଭତ୍ତା ଅପେକ୍ଷାରେ ଅଛନ୍ତି ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ । ଗୃହରେ ବିଧାୟକ ସାରଦା ନାୟକଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେଥିମଧ୍ୟରୁ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି…

ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା, କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ସୁପ୍ରିମକୋର୍ଟ କଲେଜିୟମ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ବଦଳି ପାଇଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ। ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନାଙ୍କ ନେତୃତ୍ୱାଧୀନ ତିନି ଜଣ ବରିଷ୍ଠ ବିଚାରପତିଙ୍କ କଲେଜିୟମ୍ ଜଷ୍ଟିସ୍ ବର୍ମାଙ୍କୁ ତାଙ୍କର ମୂଳ ହାଇକୋର୍ଟ ଅର୍ଥାତ୍ ଆହ୍ଲାବାଦ…

ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି

ଭୁବନେଶ୍ୱର : ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ । ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି । ଏହାପରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ବାସଭବନରେ ପହଞ୍ଚିଛନ୍ତି ।…

ବିଶ୍ବବିଦ୍ୟାଳୟରେ ଖାଲିପଡିଛି ୧୩୫୩ଟି ଶିକ୍ଷକ ପଦବୀ

ଭୁବନେଶ୍ବର: ରାଜ୍ୟରେ ସରକାରୀ ପରିଚାଳିତ ବିଶ୍ବବିଦ୍ୟାଳୟରେ ହଜାରେରୁ ଅଧିକ ଶିକ୍ଷକ ପଦବୀ ଖାଲିପଡିଛି । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସରକାରୀ ପରିଚାଳିତ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୧୩୫୩ଟି ଶିକ୍ଷକ ଏବଂ ୨୦୮୧ଟି ଅଣଶିକ୍ଷକ ପଦବୀ…

ଅଦିନିଆ ରଥଯାତ୍ରା ବିବାଦ : ତିଥିରେ ରଥ ଓ ସ୍ନାନ ଯାତ୍ରା ପାଇଁ ଇସ୍କନକୁ ପରାମର୍ଶ

ପୁରୀ : ତିଥି ଅନୁସାରେ ରଥଯାତ୍ରା ପାଳିବାକୁ ଇସ୍କନକୁ ପରାମର୍ଶ । ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ବସିଥିବା ବୈଠକରେ ପରାମର୍ଶ ଦିଆଯାଇଛି । ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

ବାର୍‌ ଡ୍ୟାନ୍ସ କଟକଣା ମାମଲା: ଅଦାଲତରେ ଜବାବ ରଖିଲେନି ସରକାର

କଟକ: ଓଡ଼ିଶା ଅବକାରୀ ଆଇନ-୨୦୨୪ ଆଧାରରେ ଭୁବନେଶ୍ୱରର ବିଭିନ୍ନ ଠିପିଖୋଲା ବାର୍ ଡ୍ୟାନ୍ସରେ ଲଗାଯାଇଥିବା କଟକଣାକୁ ବିରୋଧ କରି ରୁଜୁ ମାମଲାରେ ରାଜ୍ୟ ସରକାର ଜବାବ ଦାଖଲ କଲେ ନାହିଁ। ଗୁରୁବାର ସଂଧ୍ୟା ସୁଦ୍ଧା ଜବାବ ଦାଖଲ ହୋଇଯିବ ବୋଲି ଅଦାଲତଙ୍କୁ…

ଏଟିଏମ କାର୍ଡରୁ ୯୫ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସାଲେପୁର : ଅଭିନବ ଉପାୟରେ ଏଟିଏମ କାର୍ଡରୁ ୯୫ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଏନେଇ କଟକ ଜଗତପୁର ଥାନାରେ ମାମଲା ରୁଜୁ ହୋଇଛି । ଅଭିଯୋଗ ଅନୁଯାୟୀ, ସାଲେପୁର ବ୍ଲକ ପାଟପୁର ଗାଁର ପାରେଶ୍ଵର ରାଉତରାୟ ଗ୍ରୋସରୀ ଦୋକାନ…

ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ମାରାଥନ ରେଡ୍‌

ଅନୁଗୁଳ: ଅନୁଗୁଳରେ ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଚାଲିଛି ଆୟକର ବିଭାଗର ମାରାଥନ ରେଡ୍‌ । ଦ୍ୱିତୀୟ ଦିନରେ ୧୫ଟି ସ୍ଥାନରେ ଚାଲିଛି ଆୟକର ଚଢ଼ାଉ । ଗୋଟିଏ ସ୍ଥାନରୁ ୭ କୋଟିର ନଗଦ ଟଙ୍କା ଜବତ ହୋଇଥିବା ବେଳେ…