ରାଜାଙ୍କୁ ତିନିଦିନଆ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ
ବାଲେଶ୍ବର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ୍ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡ୍ରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)…
