୬୦.୬୧ ସ୍କୋର୍‌ ସହ ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି । ୬୦.୬୧ ସିଇପିଆଇ ସ୍କୋର୍‌ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି । ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର…

ପାନୀୟ ଜଳ କାମରେ ବିଳମ୍ବ ହେଲେ ଠିକା କମ୍ପାନୀଙ୍କ ବିରୋଧରେ FIR: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର : ଏଣିକି ପାନୀୟ ଜଳ ଯୋଗାଣରେ ଅଵ୍ୟଵସ୍ଥା କଲେ ଠିକା କମ୍ପାନୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ପଂଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାୟକ । ସେ କହିଛନ୍ତି…

ଆତ୍ମସମର୍ପଣ ଅପେକ୍ଷା ଲଢେଇ କରିବାକୁ ଚାହିବୁ : ୟୁକ୍ରେନ୍

କିବ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ରୁଷରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଆଜି କଥାବାର୍ତ୍ତା ହେବାକୁ ଯାଉଛି । ଏହି କଥାବାର୍ତ୍ତାର କିଛି ଘଣ୍ଟା ପୂର୍ବରୁ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଆଣ୍ଡ୍ରି ସିବିହା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ…

ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ କରିବାକୁ ସରକାରଙ୍କ ନିଷ୍ପତ୍ତି: ମନ୍ତ୍ରୀ

ଭୁବନେଶ୍ୱର: ମହାନଦୀ ଅବବାହିକାରେ ନିର୍ମାଣ ହେବ ୭ଟି ବ୍ୟାରେଜ । ଏନେଇ ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ସମ୍ପର୍କରେ ଉଦୟପୁରରେ ହୋଇଥିବା ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଛତିଶଗଡର ଜଳ ସମ୍ପଦ ମନ୍ତ୍ରୀ ଓ କମିଶନର ଉପସ୍ଥିତ…

ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ, ଖୁବ ଶୀଘ୍ର ହେବ ନୂଆ DPR: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର : ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି…

ରିମାଣ୍ଡରେ ଯିବେ ରାଜା ଚକ୍ର, କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ

ଭୁବନେଶ୍ୱର: ରିମାଣ୍ଡରେ ଯିବେ ରାଜା ଚକ୍ର। ୫ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଜେଲ୍‌ରେ ଅଛନ୍ତି ବିଜେଡି ନେତା ରାଜା। ରିମାଣ୍ଡରେ ଆଣି ଇଓଡବ୍ଲୁ ଅଧିକ ପଚରାଉଚରା…

ହେମା ମାଳିନୀଙ୍କ ନାଁରେ ଥାନାରେ ଏତଲା

ଭୁବନେଶ୍ଵର: ବଲିଉଡ଼ର ଡ୍ରିମ୍ ଗର୍ଲ ତଥା ବିଜେପି ନେତ୍ରୀ ହେମା ମାଳିନୀଙ୍କ ନାଁରେ ପୁରୀ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ କରିଛି ଶ୍ରୀଜଗନ୍ନାଥ ସେନା। ହେମା ମାଳିନୀ ପୈତୃକ ଭାବେ ମୁସଲମାନ ଧର୍ମର। ବିବାହ ପରେ ମଧ୍ୟ ସେ ନିଜ ଧର୍ମ…

ଭୁବନେଶ୍ଵରରେ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

ଭୁବନେଶ୍ଵର: ଭୁବନେଶ୍ଵରରେ ପହଞ୍ଚିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର। ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ଵରରେ ପହଞ୍ଚିଛି। ବିମାନ ବନ୍ଦରରେ ତାଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇଛି। ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ…

ମାର୍ଚ୍ଚ ୨୧ରୁ କଳିଙ୍ଗ ସାହିତ୍ୟ ମହୋତ୍ସବ

ଭୁବନେଶ୍ବର: ମାର୍ଚ୍ଚ ୨୧ରୁ କଳିଙ୍ଗ ସାହିତ୍ୟ ମହୋତ୍ସବ ଆରମ୍ଭ ହେବ। ଏଥିରେ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୪୦୦ ରୁ ଉର୍ଦ୍ଧ ଲେଖକ ସାମିଲ ହେବେ । ଏହାସହ ନେପାଳ, ଭୁଟାନ, ଶ୍ରୀଲଙ୍କା, ଇଣ୍ଡୋନେସିଆ ସହ ଜାପାନ, ବୁଲଗାରିଆ…

୨୦୨୪ ଓଡ଼ିଶା ନିର୍ବାଚନ: ସରକାର ଖର୍ଚ୍ଚ କରିଥିଲେ ୧୧୫ କୋଟି ଟଙ୍କା

ଭୁବନେଶ୍ୱର,୧୭।୩: ୨୦୨୪ ରେ ଓଡ଼ିଶାରେ ଏକକାଳୀନ ଲୋକସଭା ଏବଂ ବିଧାନସଭା ନିର୍ବାଚନ ସମୟରେ ରାଜ୍ୟ ସରକାର ଗାଡ଼ି ଏବଂ ସାଉଣ୍ଡ ସିଷ୍ଟମ ଭଡା ଏବଂ ତମ୍ବୁ ଏବଂ ବ୍ୟାରିକେଡ୍ ଲଗାଇବା ପାଇଁ ୧୧୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ…