ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ବିଶିଷ୍ଟ କବି, ଅବସରପ୍ରାପ୍ତ ପ୍ରଶାସକ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି | ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି | ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିବାବେଳେ ଶେଷକୃତ୍ୟରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ…
