ଶାହାଙ୍କ ଗସ୍ତକୁ ନେଇ ସମ୍ବଲପୁର ଏମସିଏଲ୍‌ରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ବୁର୍ଲା : କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଗସ୍ତକୁ ନେଇ ଆଜି ସମ୍ବଲପୁର ଏମସିଏଲ୍‌ରେ ବିଜେପିର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ସାଧାରଣ ସମ୍ପାଦକ ମାନସ ମହାନ୍ତି, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଳିଙ୍ଗ,…

ଖୁବ୍‌ଶୀଘ୍ର ମହାକାଶରୁ ଫେରିବେ ସୁନିତା ୱିଲିୟମ୍ସ, ମହାକାଶ ଷ୍ଟେସନରେ ପହଞ୍ଚିଲା ନାସାର କ୍ରୁ-୧୦ ମିଶନ୍

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋର ଆଉ କିଛି ଦିନ ପରେ ପୃଥିବୀକୁ ଫେରିବେ। ସେମାନଙ୍କୁ ଫେରାଇ ଆଣିବା ପାଇଁ 'ନାସା' ଓ 'ସ୍ପେସ ଏକ୍ସ' ଦ୍ୱାରା ପ୍ରକ୍ଷେପଣ କରାଯାଇଥିବା କ୍ରୁ-୧୦ ର…

ଖୁବ୍ ଶୀଘ୍ର ରାଜ୍ୟରେ ସକାଳୁଆ ସ୍କୁଲ

ଭୁବନେଶ୍ଵର: ଖୁବଶୀଘ୍ର ରାଜ୍ୟରେ ହେବ ସକାଳୁଆ ସ୍କୁଲ । ସକାଳୁଆ ସ୍କୁଲ୍‌ ନେଇ ଶୀଘ୍ର ନିଷ୍ପତ୍ତି ନିଆଯିବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ରାଜ୍ୟରେ ଦିନକୁ ଦିନ ତାତି ବଢ଼ୁଛି । ସରକାର…

ସୁଭଦ୍ରାଙ୍କୁ ନେଇ ବଡ଼ ଅପଡେଟ: ଏକାସାଙ୍ଗରେ ମିଳିବ ୧୫ ହଜାର

ଭୁବନେଶ୍ଵର: ସୁଭଦ୍ରାଙ୍କୁ ନେଇ ଆସିଲା ବଡ଼ ଅପଡେଟ। ଏଣିକି ୫ ନୁହଁ ମିଳିବ ୧୫ ହଜାର ଟଙ୍କା। ଯେଉଁମାନେ ଏପର୍ଯ୍ୟନ୍ତ ସୁଭଦ୍ରା ପାଇନାହାନ୍ତି, ସେମାନେ ଆଗାମୀ କିସ୍ତିରେ ଏକାସାଙ୍ଗରେ ୧୫ ହଜାର ଟଙ୍କା ମିଳିବ। ଯେଉଁ ଯୋଗ୍ୟ ହିତାଧିକାରୀ ‘ସୁଭଦ୍ରା’ ଯୋଜନାରୁ…

ମାସିଡୋନିଆ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ, ୫୧ ମୃତ

ସ୍କୋପଜେ (ମାସିଡୋନିଆ) : ଶନିବାର ବିଳମ୍ବିତ ରାତିରେ ଉତ୍ତର ମାସେଡୋନିଆର କୋକାନି ସହରରେ ଥିବା ଏକ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଛନ୍ତି। ଅଗ୍ନିଶମ ବିଭାଗ ସହାୟତା…

ସମ୍ପର୍କରେ ଲାଗିଲା କଳଙ୍କର ଛିଟା, ସ୍ୱାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ କଲା ସମ୍ପର୍କୀୟ କାକା

ଜଳେଶ୍ଵର: ସ୍ୱାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ କଲା ସମ୍ପର୍କୀୟ କାକା । ନିଜର ଯୌନ ପିପାଶା ମେଣ୍ଟାଇବା ପାଇଁ ଭୁଲିଗଲା ସମ୍ପର୍କ । ହରାଇ ବସିଲା ମଣିଷତ୍ୱ । କି ଘୋର କଳି ଯୁଗ ହେଲା । ଏଠି ଯେମିତି ମାନବିକତା…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କାଲି ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ଆଉ ନାହାନ୍ତି ଶ୍ରୀରାଧା’ର ସ୍ରଷ୍ଟା ତଥା ପ୍ରଖ୍ୟାତ ସାହିତ୍ୟିକ ରମାକାନ୍ତ ରଥ। ୯୧ ବର୍ଷ ବୟସରେ ତାଙ୍କର ଭୁବନେଶ୍ୱର ଖାରବେଳନଗର ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି। ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।…

ଜଳନ୍ଧରରେ ଗ୍ରେନେଡ୍ ଆକ୍ରମଣ, ନିଜକୁ ଦାୟୀ କଲା ପାକିସ୍ତାନୀ ଗ୍ୟାଙ୍ଗଷ୍ଟର

ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଏକ ଘର ଉପରେ ଗ୍ରେନେଡ୍ ଆକ୍ରମଣ ହୋଇଛି । ପାକିସ୍ତାନୀ ଗ୍ୟାଙ୍ଗଷ୍ଟର ଶାହଜାଦ ଭଟ୍ଟି ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ସେୟାର କରି…

ରେକର୍ଡ କଲା ସୁନା ଦର, ୧୦ ଗ୍ରାମ ପିଛା ୯୧ ହଜାର

ଭୁବନେଶ୍ଵର: ଏବେ ଆଉ ସୁନା କିଣିବାକୁ କୌଣସି ନିର୍ଦ୍ଧିଷ୍ଟ ଦିନ କିମ୍ବା ଋତୁ ଅପେକ୍ଷା କରିବା କାଠିକର ପାଠ ହୋଇଯାଉଛି । ପୂର୍ବରୁ ବିବାହ ଋତୁ, ଧନତେରାସ୍ ପରି ପର୍ବପର୍ବାଣୀ ଆସିଲେ ସୁନା ଦୋକାନରେ ଲାଗେ ଭିଡ । ଏବେ କିନ୍ତୁ…

ମୋତେ ମାଡ଼ ମାରିଥିବା ଅଧିକାରୀଙ୍କୁ ମୁଁ ସ୍ପଷ୍ଟ ଭାବେ ଚିହ୍ନଟ କରି ପାରିବି: ରାନ୍ୟା

ନୂଆଦିଲ୍ଲୀ: ସୁନା ଚୋରା ଚାଲାଣ ମାମଲାରେ ଗିରଫ ହେବା ପରଠାରୁ କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ନେଇ ନୂଆନୂଆ ତଥ୍ୟା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (ଡିଆରଆଇ)ର ଅତିରିକ୍ତ ମହାନିର୍ଦ୍ଦେଶକଙ୍କୁ ଏକ ଚିଠି ଲେଖି ରାନ୍ୟା…