ରାଜ୍ୟରେ କାହାର ହଠାତ୍ କଟାଯିବନି ରାସନ କାର୍ଡ: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ କାହାର ହଠାତ୍ କଟାଯିବନି ରାସନ କାର୍ଡ । ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ୩୦ ଲକ୍ଷ ୭୩୪ ଲୋକ e-KYCକରିନାହାନ୍ତି । ୩୧ ମାର୍ଚ୍ଚ ପରେ ଜଣାପଡ଼ିବ…

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୦ ବର୍ଷ ବୟସରେ ରମାକାନ୍ତ ରଥ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ଭୋରୁ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ପରଲୋକ ଘଟିଛି ।୨୦୦୬ରେ ରମାକାନ୍ତ ରଥଙ୍କୁ ଭାରତ ସରକାର…

କର୍ଣ୍ଣାଟକରେ ମୁସଲିମ୍ କନ୍‌ଟ୍ରାକ୍ଟରଙ୍କୁ ୪% ସଂରକ୍ଷଣ, ବିଜେପି କହିଲା- ରାହୁଲ ଗାନ୍ଧୀଙ୍କ ମାନସିକତାର ପ୍ରତିଫଳନ

ନୂଆଦିଲ୍ଲୀ: କର୍ଣ୍ଣାଟକ ଟ୍ରାନ୍ସପରେନ୍ସି ଇନ୍ ପବ୍ଲିକ୍ ପ୍ରକ୍ୟୁରମେଣ୍ଟ (KTPP) ଆକ୍ଟରେ ସଂଶୋଧନକୁ କର୍ଣ୍ଣାଟକ କ୍ୟାବିନେଟ୍ ମଞ୍ଜୁରି ଦେଇଛି । ଏହି ସଂଶୋଧନ ପରେ ଠିକା କାମରେ ମୁସଲ୍‌ମାନ ଠିକାଦାରଙ୍କୁ ଚାରି ପ୍ରତିଶତ ସଂରକ୍ଷଣ ଦିଆଯିବ । କ୍ୟାବିନେଟ୍ ଅନୁମୋଦନ ମିଳିବା ପରେ…

‘ଧର୍ମପଦ’ ଉପାଖ୍ୟାନ ଦେଇ ଦଳୀୟ ନେତାଙ୍କୁ ଟାର୍ଗେଟ କଲେ ଅଶୋକ

ଭୁବନେଶ୍ଵର: ୨୪ ବର୍ଷ ଧରି ଚୁପ୍ ରହିଥିବା ନେତା ଏବେ ଦଳର ପରାହତ ପରେ ଧିରେ ଥିରେ ନିଜର ଅସନ୍ତୋଷ ପ୍ରକାଶ କରୁଛନ୍ତି। ରାଜା ଚକ୍ର ମାମଲାରେ ଘସିପୁରା ବିଜେଡି ବିଧାୟକ ବଦ୍ରିଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତିରେ ଏବେ ବି…

ଯଦି ହିନ୍ଦୀକୁ ବିରୋଧ କରୁଛ ନିଜ ଚଳଚ୍ଚିତ୍ରକୁ ହିନ୍ଦୀରେ ଡବ୍ କରୁଛ କାହିଁକି ?: ପବନ କଲ୍ୟାଣ

ହାଇଦ୍ରାବାଦ : ଜନସେନା ପାର୍ଟି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣ ତାମିଲନାଡୁର ରାଜନେତାଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଏହି ନେତାମାନେ ହିନ୍ଦୀକୁ ବିରୋଧ କରନ୍ତି, ତଥାପି ଆର୍ଥିକ ଲାଭ ପାଇଁ ତାମିଲ ଚଳଚ୍ଚିତ୍ରକୁ ହିନ୍ଦୀରେ ଡବିଂ…

ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ

ଭୁବନେଶ୍ଵର: ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ । ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି । ହତ୍ୟା କାଣ୍ଡର କାରଣ ଜଣାପଡିନଥିବା…

ପାନକାର୍ଡ ପରି ଏବେ ଆଧାର ସହ ଲିଙ୍କ ହେବ ଭୋଟର ଆଇକାର୍ଡ

ନୂଆଦିଲ୍ଲୀ: ନିର୍ବାଚନୀ ପାରଦର୍ଶିତା ବଢାଇବା ଉଦ୍ଦେଶ୍ୟରେ ଏବେ ଭୋଟର ଆଇଡିକୁ ଆଧାର ସହ ସଂଯୋଗ କରିବା ପ୍ରକ୍ରିୟା ଜୋରଦାର କରାଯାଇଛି । ପାନକାର୍ଡ ପରି ଏବେ ଭୋଟ ପରିଚୟ ପତ୍ରକୁ ମଧ୍ୟ ଆଧାର ସହ ସଂଯୋଗ କରିବା ଯୋଜନା ଉପରେ ନିର୍ବାଚନ…

୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

କନ୍ଧମାଳ: ମାତିଛନ୍ତି ଗଞ୍ଜେଇ ମାଫିଆ। ୭୩ କେଜି ଗଞ୍ଜେଇ ଜବତ। କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ…

ଆମେରିକାରେ ପାକିସ୍ତାନୀଙ୍କ ଏଣ୍ଟ୍ରି ହେବ ବ୍ୟାନ, ଲିଷ୍ଟରେ ଅଛନ୍ତି ୪୧ ଦେଶ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ଦିନଠୁ ବେଆଇନ ପ୍ରବାସ ପ୍ରସଙ୍ଗରେ କଠୋଇ ଆଭିମୁଖ୍ୟ ପୋଷଣ କରିଆସୁଛନ୍ତି । ବେଆଇନ ପ୍ରବାସୀଙ୍କୁ ବିମାନରେ ବସାଇ ଦେଶରୁ ବିତାଡିତ କରିବାରେ ଲାଗିଛନ୍ତି । ଏବେ ଆମେରିକାରେ ଅବୈଧ ପ୍ରବାସ ରୋକିବାକୁ ଆଉ…

ରଙ୍ଗ ନୁହେଁ ୨୫ ବର୍ଷ ହେଲା ଫୁଲରେ ଚାଲିଛି ହୋଲି ସେଲିବ୍ରେସନ

କଟକ: ରଙ୍ଗର ପର୍ବ ହୋଲିରେ ଉତ୍ସବମୁଖର ଦିଲ୍ଲୀ ଠୁ ପଲ୍ଲୀ। କେଉଁଠୁ ଫୁଲ ତ ଆଉ କେଉଁଠି କାଦୁଅ, ଆଉ କେଉଁଠି ରଙ୍ଗର ଅବିର, ବିଭିନ୍ନ କେମିକାଲ ରଙ୍ଗରେ ଚାଲିଛି ହୋଲି ଖେଳ। ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏ…