ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ, ୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଅସହ୍ୟ ଖରାରେ ସିଝୁଛି ରାଜ୍ୟ। ଉପକୂଳରୁ ଉପାନ୍ତ ସବୁଠି ଖରାର ପ୍ରକୋପ । ୧୮ ତାରିଖ ଯାଏ ତାତିରୁ ନାହିଁ ନିସ୍ତାର। ଭୀଷଣ ହିଟ ୱେଭ ନେଇ ଆଜି ୩ଟି ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର ଓ କଳାହାଣ୍ଡିକୁ ରେଡ ୱାର୍ଣ୍ଣିଂ…
