ଆସିଗଲା ଟ୍ରିପଲ ଇଞ୍ଚିନ ସରକାର, ୧୦ରୁ ୯ ସହରରେ ଭାଜପା ମେୟର

ଚଣ୍ଡିଗଡ଼,୧୨।୩: ହରିୟାଣା ବିଧାନସଭା ନିର୍ବାଚନ ପରେ, ସ୍ଥାନୀୟ ନଗର ନିଗମ ନିର୍ବାଚନରେ ମଧ୍ୟ କଂଗ୍ରେସକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରାଜ୍ୟର ୧୦ଟି ନଗର ନିଗମରୁ ଭାଜପା ୯ଟି ଆସନ ଜିତିଛି। ଯେତେବେଳେ ଗୋଟିଏ ନଗର ନିଗମରେ ଜଣେ ସ୍ବାଧୀନ…

ଶୂନ ଦୁର୍ଘଟଣା ଲକ୍ଷ୍ୟ: ୩୦ ଦିନିଆ ନୂତନ ସଡ଼କ ସୁରକ୍ଷା ଅଭିଯାନ ଆରମ୍ଭ ହେବ

ଭୁବନେଶ୍ବର: ଓଡ଼ିଶା ସରକାର ସଡ଼କ ସୁରକ୍ଷା ବୃଦ୍ଧି ଏବଂ ଆଚରଣଗତ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଏକ ପରିବର୍ତ୍ତନକାରୀ ଅଭିଯାନ, ଶୂନ ଦୁର୍ଘଟଣା ଦିବସ (ଜେଡ୍‌ଏଡି) ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ୩୦ ଦିନିଆ ଅଭିଯାନ ଦୃଷ୍ଟିକୋଣ ଏବଂ ନେତୃତ୍ୱ…

ଟ୍ରେନ ଅପହରଣ ପଛରେ ଭାରତ : ପାକିସ୍ତାନ

ଇସଲାମାବାଦ: ପ୍ରତ୍ୟେକ ସମସ୍ୟା ପାଇଁ ଭାରତକୁ ଦାୟୀ କରିବା ପାକିସ୍ତାନର ଏକ ପୁରୁଣା ଅଭ୍ୟାସ। ଆଜି ଯେତେବେଳେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନର ଅତ୍ୟାଚାର ବିରୋଧରେ ଅସ୍ତ୍ରଶସ୍ତ୍ର ଉଠାଇଛନ୍ତି, ସେମାନେ ଏଥିପାଇଁ ଭାରତକୁ ମଧ୍ୟ ଦାୟୀ କରୁଛନ୍ତି। ମଙ୍ଗଳବାର ଦିନ ବଲୋଚ ବିଦ୍ରୋହୀମାନେ…

ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି

ଭୁବନେଶ୍ୱର,୧୨ା୩: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ଦ୍ୱାରା ଓଡ଼ିଶାର ସର୍ବଶେଷ ଡଲଫିନ୍ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି, ଯାହା ସାମୁଦ୍ରିକ ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଆଞ୍ଚଳିକ ବଣ୍ଟନ ଏବଂ ପ୍ରଜାତି ବିବିଧତାକୁ ଗୁରୁତ୍ୱ ଦେଇ, ଚଳିତ…

କୁଆଡେ ଗଲା ମହିଳାଙ୍କୁ ୨୫୦୦ ଟଙ୍କା ଓ ମାଗଣା ଗ୍ୟାସ୍ ? ଦିଲ୍ଲୀ ସରକାରଙ୍କୁ ଆତିଶୀଙ୍କ ନିଶାନା

ନୂଆଦିଲ୍ଲୀ: ଦିଲ୍ଲୀର ବିଜେପି ସରକାରଙ୍କୁ ପୁଣି ଘେରିଲା ଆମ୍ ଆଦମୀ ପାର୍ଟି । ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଟାର୍ଗେଟ୍ କରିବା ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁଣି ନିଶାନା କରିଛନ୍ତି ଦିଲ୍ଲୀ ବିଧାନସଭାର ବିରୋଧୀ ଦଳ ନେତା ଆତିଶୀ । ବିଜେପି ଦେଇଥିବା…

ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା…

ନିର୍ବାଚନ ପ୍ରକ୍ରିୟାର ସିଏଜି ଅଡିଟ ଦାବି କରି ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ

ନୂଆଦିଲ୍ଲୀ : ନିର୍ବାଚନ ପ୍ରକ୍ରିୟାର ସିଏଜି କିମ୍ବା ନିରପେକ୍ଷ ଅଡିଟରଙ୍କ ଦ୍ବାରା ଅଡିଟ କରିବାକୁ ଦାବି କରିଛି ବିଜେଡି । ଗତ ସାଧାରଣ ନିର୍ବାଚନରେ ହୋଇଥିବା ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ଆଜି ପୁଣି ଥରେ ନିର୍ବାଚନ କମିଶନଙ୍କୁ ଭେଟି ଏହି ଦାବି କରିଛି…

ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଜି ଯାଇଛନ୍ତି । ତେଣୁ ତାଙ୍କୁ ଖୋଜିବାକୁ ବାହାରିଛନ୍ତି ବିଜେଡି ବିଧାୟକ । ହାତରେ ଧରିଛନ୍ତି ଲଣ୍ଠନ । ବିଧାନସଭାରେ କୋଠରୀରୁ କୋଠରୀ ବୁଲି ଖୋଜୁଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ।ଆଜି ଗୃହରେ ବିଜେପି ବିଧାୟକଙ୍କ ଗୁଣ୍ଠାରାଜ ଦେଖିବାକୁ…

ସିବିଏସଇ ଦ୍ୱାଦଶ ଶ୍ରେଣୀର ଇଂରାଜୀ ପ୍ରଶ୍ନପତ୍ର ପରିବର୍ତ୍ତନ

ମୟୂରଭଞ୍ଜ: ଓଡ଼ିଶାରେ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା ସାମ୍ନାକୁ ଆସିଛି। ମଙ୍ଗଳବାର ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଆଦର୍ଶ ବିଦ୍ୟାଳୟର ୩୨ ଜଣ ଛାତ୍ରଛାତ୍ରୀଙ୍କ ସିବିଏସଇ ଦ୍ୱାଦଶ ଶ୍ରେଣୀ ପ୍ରଶ୍ନପତ୍ର ପରିବର୍ତ୍ତନ ହେବା ପରେ ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବଡ଼ସାହି…

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ…