୮ମାସରେ ୬ଟା ମୁଣ୍ଡ ନେଲାଣି ‘ମୋ ବସ୍’

ଭୁବନେଶ୍ବର: ଗତ ୮ ମାସ ଭିତରେ ୬ଟା ଜୀବନ ନେଲାଣି ‘ମୋ ବସ୍’ । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଜୁନ୍ ୨୦୨୪ ପରଠାରୁ ଭୁବନେଶ୍ୱର, କଟକ ଏବଂ ପୁରୀ…

ହୋଲି ପୂର୍ବରୁ ବଢ଼ିବ କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଚଳିତ ସପ୍ତାହରେ ଅର୍ଥାତ୍ ହୋଲି ପୂର୍ବରୁ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିପାରନ୍ତି। ମୂଳ ଦରମାର ୫୩%ରୁ ୫୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ଭତ୍ତା ବଢ଼ିପାରେ। ଏହା ଦ୍ବାରା ପ୍ରାୟ ୧୨ ନିୟୁତ କେନ୍ଦ୍ର ସରକାରୀ କର୍ମଚାରୀ…

୫ଦିନରେ ଆଶାକର୍ମୀଙ୍କ ଆନ୍ଦୋଳନ

ଭୁବନେଶ୍ୱର: ଲୋୟର ପିଏମଜିରେ ଜାରି ରହିଛି ଆଶାକର୍ମୀଙ୍କ ଆନ୍ଦୋଳନ। ୧୮ ଦଫା ଦାବିରେ ଗଣଧାରଣା ଦେଇଛନ୍ତି ଶହଶହ ଆଶାକର୍ମୀ। ଥଣ୍ଡା କାକରରେ ରାତି କାଟୁଛନ୍ତି।  ସ୍ଥାୟୀ କର୍ମଚାରୀର ମାନ୍ୟତା, ପ୍ରୋତ୍ସାହନ ରାଶି ପରିବର୍ତ୍ତେ ମାସିକ ୨୬ ହଜାର ଟଙ୍କା ଦରମା, ମୃତ୍ୟୁ କାଳୀନ…

‘ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ ଓ ବିଜେଡି କ୍ଷମା ମାଗନ୍ତୁ’

ଭୁବନେଶ୍ବର: ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ ଓ ବିଜେଡି କ୍ଷମା ପ୍ରାର୍ଥନା କରନ୍ତୁ । ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ ସରିବା ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ । ସେ କହିଛନ୍ତି ବିରୋଧୀଭାବେ କିପରି କାର୍ଯ୍ୟ…

ବିଧାନସଭାରେ ଶାସକ-ବିରୋଧୀ ହାତାହାତି

ଭୁବନେଶ୍ୱର : ବିଧାନସଭାରେ ଶାସକ-ବିରୋଧୀ ହାତାହାତି । ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ତାରା ବାହିନୀପତି ହାତାହାତି । ଗୃହକୁ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଥିଲା ବାଚସ୍ପତି । ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭ ସହିତ, ଆରମ୍ଭ ହୋଇଯାଇଛି…

ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତର ଆଧିପତ୍ୟ ରହିବ: କୋହଲି

ନୂଆଦିଲ୍ଲୀ: ବିଶ୍ବ କ୍ରିକେଟ୍‌ରେ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳ ଆଧିପତ୍ୟ ଜାହିର କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ ବ୍ୟାଟସମ୍ୟାନ ବିରାଟ କୋହଲି। ଦୁବାଇରେ ନ୍ୟୁଜିଲାଣ୍ଡକୁ ଫାଇନାଲରେ ହରାଇ ଚମ୍ପିଆନ୍‌ସ ଟ୍ରଫି ଜିତିଥିଲା ଭାରତ। ଭାରତୀୟ ଦଳର…

ଚେନ୍ନାଇରେ ସଂସଦୀୟ କ୍ଷେତ୍ର ସୀମା ପୁନଃ ନିର୍ଦ୍ଧାରଣ ବିବାଦ ପ୍ରସଙ୍ଗରେ ବୈଠକରେ ଯୋଗ ଦେବେ ନବୀନ ପଟ୍ଟନାୟକ

ଆସନ୍ତା ୨୨ରେ ଚେନ୍ନାଇରେ ସଂସଦୀୟ କ୍ଷେତ୍ର ସୀମା ପୁନଃ ନିର୍ଦ୍ଧାରଣ ବିବାଦ ପ୍ରସଙ୍ଗରେ ହେବାକୁ ଥିବା ବୈଠକରେ ଯୋଗ ଦେବେ ନବୀନ ପଟ୍ଟନାୟକ । ବୈଠକରେ ଯୋଗ ଦେବାକୁ ସହମତି ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତାମିଲନାଡୁ…

ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ

ଭୁବନେଶ୍ଵର: ବିଜେଡି ନେତା ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ । କ୍ରାଇମବ୍ରାଞ୍ଚ, EOW ଓ ଏସ୍‌ଟିଏଫ୍ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି । ବଣାଇ, ଗୋପାଳପୁର ବନ୍ଦର, କେନ୍ଦୁଝର ଟାଉନରେ ଚାଲିଛି ରେଡ୍ । ସେପଟେ ଅନ୍ତରୀଣ…

ଆଇପିଏଲରେ ତମାଖୁ ଓ ମାଦକଦ୍ରବ୍ୟ ବିଜ୍ଞାପନ ନିଷେଧ

ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ରେ କୌଣସି ପ୍ରକାର ତମାଖୁ ଏବଂ ମାଦକଦ୍ରବ୍ୟର ବିଜ୍ଞାପନ ପ୍ରସାରିତ ହେବ ନାହିଁ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲକୁ ନିର୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ…

ରାଜ୍ୟରେ ରହିଛନ୍ତି ୩୭୩୮ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ଓଡ଼ିଶା ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ ଦ୍ୱାରା ଭୁବନେଶ୍ୱରରେ ଦଶ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିବା ପରେ ରାଜ୍ୟରେ ଏକ ବଡ଼ ଧରଣର ଅନୁପ୍ରବେଶ ରାକେଟ୍ କାର୍ଯ୍ୟ କରୁଥିବାର ସମ୍ଭାବନା ଦେଖାଦେଇଛି। ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଥିବା…