ଅଧିକାରୀମାନେ ମୋ‌ତେ ଗାଳିଗୁଲଜ କରିବା ସହିତ ମାନସିକ ନିର୍ଯାତନା ଦେଇଛନ୍ତି

ନୂଆଦିଲ୍ଲୀ: ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ସୁନା ଚୋରା ଚାଲାଣ ମାମଲାରେ ଗିରଫ କରାଯାଇଛି। ଗିରଫ ପରେ ରାଣ୍ୟାଙ୍କୁ କୋର୍ଟରେ ହାଜର କରାଯିବା ସହ ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ସୋମବାର ରାଣ୍ୟାଙ୍କୁ…

ହୋଲି ସମୟରେ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଗୁରୁତ୍ୱପୂର୍ଣ୍ଣ ଟ୍ରେନ ରୁଟରେ ଚାଲୁଥିବା ନିୟମିତ ଟ୍ରେନରେ ଯାତ୍ରୀମାନଙ୍କ ଭିଡକୁ ଦୂର କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ହୋଲି ଉତ୍ସବ ସମୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ପୂର୍ବତଟ ରେଳପଥ ପରିସୀମା…

ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଭାନୁଆଟୁ

ନୂଆଦିଲ୍ଲୀ : ପଳାତକ ଭାରତୀୟ ବ୍ୟବସାୟୀ ଲଳିତ ମୋଦୀଙ୍କୁ ଦିଆଯାଇଥିବା ନାଗରିକତା ବାତିଲ କରିବାକୁ ଭାନୁଆଟୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତି ମାମଲାରେ ସେ ଭାରତରେ ୱାଣ୍ଟେଡ୍ ଅଛନ୍ତି। ପ୍ରଶାନ୍ତ ମହାସାଗରର ୮୦ରୁ ଅଧିକ ଦ୍ୱୀପକୁ ନେଇ ଗଠିତ ଦ୍ୱୀପରାଷ୍ଟ୍ର…

ଶରୀରର ଅତ୍ୟଧିକ ଓଜନ ମହିଳାଙ୍କୁ ନିର୍ଦ୍ଦୋଷ ବୋଲି ପ୍ରମାଣ କଲା

ନୂଆଦିଲ୍ଲୀ: ସୁସ୍ଥ ଓ ନିରୋଗ ଜୀବନଯାପନ କରିବାକୁ ସର୍ବଦା ଡାକ୍ତରମାନେ ପରାମର୍ଶ ଦେଇ ଆସିଛନ୍ତି। ଶରୀରର ଓଜନକୁ ନିୟନ୍ତ୍ରଣରେ ରଖି ପାରିଲେ ଏକ ସୁସ୍ଥ ଜୀବନ ବଞ୍ଚି ପାରିବା। ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଯାହା ଯେତେବେଳେ ମିଳିଲା ଆମେ ଖାଇଲେ। ଯେତେବେଳେ…

୩ ବର୍ଷ ଭିତରେ ପାଣିରେ ବୁଡି ଗଲାଣି ୨ ହଜାରରୁ ଅଧିକ ଜୀବନ

ଭୁବନେଶ୍ବର: ଗତ ତିନି ବର୍ଷ ଭିତରେ ବୁଡ଼ି କରି ଗଲାଣି ୨୦୬୪ ଜଣଙ୍କର ମୃତ୍ୟୁ । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ନଦୀ, ପୋଖରୀ ଏବଂ ସମୁଦ୍ରରେ ବୁଡ଼ି ୨୦୬୪…

୧୩ ଓ ୧୪ ତାରିଖରେ ଗ୍ରୀଷ୍ମ ପ୍ରବାହ: ପାଣିପାଗ ବିଭାଗ

ଭୁବନେଶ୍ବର: ରାଜ୍ୟରେ ଡହ ଡହ ଖରା ସହ ତାତି କଲବଲ କରୁଛି। ଗତ ୩ ରୁ ୪ ଦିନ ହେବ ତାତି ସାମାନ୍ୟ କମ୍ ଥିବା ବେଳେ ସୋମବାରଠାରୁ ପୁଣି ତାତି ବଢ଼ିଛି। ତାତି ବଢୁଥିବା ବେଳେ ହିଟୱେଭ୍ ବା ଗ୍ରୀଷ୍ମ…

ରାଜ୍ୟରେ ବଢୁଛି ନକଲି ଔଷଧ କାରବାର: ଧରାପଡିଲେଣି ୪ ସଂସ୍ଥା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଇଛି ନକଲି ଔଷଧ କାରବାର । ଯାହା ଅନେକ ରୋଗୀଙ୍କ ଜୀବନକୁ ବିପଦରେ ପକାଇଛି । ଗତ ୩ ବର୍ଷ ଭିତରେ ୪ ସଂସ୍ଥାକୁ ତାଲିକାଭୁକ୍ତ କରିଛନ୍ତି ସରକାର । ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି,…

ବାଣ ବିସ୍ଫୋରଣରେ ସଂପର୍କୀୟ ମଉସା ଓ ପୁତୁରା ଗୁରୁତର, ଜଣେ ଭୁବନେଶ୍ବର ସ୍ଥାନାନ୍ତର

ବାଣ ବିସ୍ଫୋରଣରେ ସଂପର୍କୀୟ ମଉସା ଓ ପୁତୁରା ଗୁରୁତର । ନୟାଗଡ ଜିଲ୍ଲା ନୂଆଗାଁ ଥାନା ହିରାଦେଇପୁରରେ ଏହି ଅଘଟଣ ଘଟିଛି। ଜଣେ ନୟାଗଡ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅନ୍ଯ ଜଣଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଦୁଇ…

୩ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆପଡ଼ା: ନୂଆପଡ଼ା ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ସ୍ଥିତ ପୋଲିସ ମୁଖ୍ୟାଳୟରେ ୩ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନେ ହେଲେ ଏସଡିକେ ଡେପୁଟି କମାଣ୍ଡର ଦିଲୀପ । ଏସଡିକେ ଏରିଆ କମିଟି ସଦସ୍ୟ ମଞ୍ଜୁଳା ଏବଂ ବରଗଡ଼ ଏରିଆ କମିଟି…

ନାରୀ ନିର୍ଯାତନା ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ଅଫିସ ଘେରାଉ

ଖୋର୍ଦ୍ଧା : ନାରୀ ନିର୍ଯାତନା ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ ।  ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ଅଫିସ ଘେରାଉ । ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ପକ୍ଷରୁ ମଧ୍ୟ ଜିଲ୍ଲାପାଳହ୍କ ଅଫିସ ଘେରାଉ କରାଯାଇଛି । ଏଥିରେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ…