୨୦ ମିନିଟରେ ଲୁଟିନେଲେ ୨୫ କୋଟିର ଅଳଙ୍କାର

ଆରା: ବିହାରର ଆରାରେ ଥିବା ତନିସ୍କ ଶୋ'ରୁମକୁ ଟାର୍ଗେଟ କରିଛନ୍ତି ଡକାୟତ। ଭୋଜପୁର ଜିଲ୍ଲା ଆରା ବଜାରର ଗୋପାଳି ଛକରେ ଥିବା ତନିସ୍କ ଶୋ'ରୁମ୍ ରେ ଡକାୟତମାନେ ପଶି ସୋ'ରୁମ୍ କର୍ମଚାରୀଙ୍କୁ ବନ୍ଧକ ରଖି ମାତ୍ର ୨୦ ମିନିଟ୍ ମଧ୍ୟରେ ୨୫…

ରାଜ୍ୟର ପୂର୍ବତନ ଓ ବର୍ତ୍ତମାନ ସାଂସଦଙ୍କ ନାଁରେ ୨୨ଟି ମାମଲା

ଭୁବନେଶ୍ୱର: ରାଜ୍ୟର ପୂର୍ବତନ ଓ ବର୍ତ୍ତମାନ ସାଂସଦଙ୍କ ନାଁରେ ରହିଛି ୨୨ଟି ଅପରାଧିକ ମାମଲା । ଏଥିସହ ୩୯ଟି ଫୌଜଦାରୀ ମାମଲା ମଧ୍ୟ ରୁଜୁ ହୋଇଛି । ସେହିପରି ବର୍ତ୍ତମାନ ଓ ପୂର୍ବତନ ବିଧାୟକଙ୍କ ନାଁରେ ରହିଛି ମୋଟ ୧୧୫ଟି ମାମଲା…

ଗର୍ଜିଲେ ଆଶା କର୍ମୀ, ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର : ରାଜଧାନୀରେ ଗର୍ଜିଲେ ଆଶା କର୍ମୀ ।  ୧୮ ଦଫା ଦାବିରେ ଆଶାକର୍ମୀଙ୍କ ଭୁବନେଶ୍ବର ଲୋୟର ପିଏମଜିରେ ଗଣଧାରଣା । ଡବଲ ଇଂଜିନ ସରକାର ତୁରନ୍ତ ଦାବି ପୂରଣ ନକଲେ ଆଶାକର୍ମୀମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ…

୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ

ଭୁବନେଶ୍ୱର: ସୋମବାର ଚାଲିଥିବା ବିଧାନସଭା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ବିଧାୟକ ଅଗସ୍ତି ବେହେରାଙ୍କ ପ୍ରଶ୍ନର ଉତ୍ତର ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ ୫ ବର୍ଷରେ ଗିରଫ ହୋଇଛନ୍ତି ୮୨୭ ସରକାରୀ କର୍ମଚାରୀ । ସେହିପରି ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ…

ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଚାଲିପାରିଲାନି ପ୍ରଶ୍ନକାଳ

ଭୁବନେଶ୍ୱର : ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ।  ଚାଲିପାରିଲାନି ପ୍ରଶ୍ନକାଳ ।  ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରବଳ ହୋହାଲ୍ଲା ଓ ନାରାବାଜି କରିଛନ୍ତି ।  ଓଡ଼ିଶାକୁ ଭାଗ ଭାଗ ଚଳିବ ନାହିଁ ।  ପ୍ଲାକାର୍ଡ ଦେଖାଇ ଗୃହ…

ରାଜସ୍ବ ବଢାଉଛି ତମାଖୁ, ଗୁଟକା: ୫ ବର୍ଷରେ ୬ ହଜାର କୋଟି ଆଦାୟ

ଭୁବନେଶ୍ବର: ରାଜ ରାଜସ୍ବ ବୃଦ୍ଧି କରୁଛି ତମାଖୁ, ଗୁଟକା ବେପାର । ୫ ବର୍ଷରେ ରାଜକୋଷକୁ ଦେଇଛି ୬ ହଜାର କୋଟିରୁ ଅଧିକ ଟଙ୍କା ଟିକସ । ଆଜି ବିଧାନସଭାରେ ଏପରି କିଛି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…

ତୁଣ୍ଡରେ ଲଗାମ ଲଗାଅ: ଧର୍ମେନ୍ଦ୍ର ଓ ଷ୍ଟାଲିନ ମୁହାଁମୁହିଁ

ନୂଆଦିଲ୍ଲୀ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନର ଜବାବ ଦେଇ ତାଙ୍କୁ 'ଅହଂକାରୀ' ବୋଲି କହିଛନ୍ତି। ପୂର୍ବରୁ, କେନ୍ଦ୍ରମନ୍ତ୍ରୀ ତାମିଲନାଡୁ ସରକାରଙ୍କୁ 'ବେଇମାନ' ବୋଲି କହିଥିଲେ। ଲୋକସଭାରେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପିଏମ୍ ସ୍କୁଲ ଫର…

ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର

କଟକ : ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ହାଇକୋର୍ଟଙ୍କ ଗୋଟିଏ ମାମଲାରେ ଜାମିନ ମଞ୍ଜୁର । ଜାଲ ପାସପୋର୍ଟ ମାମଲାରେ ମିଳିଲା ଜାମିନ । ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ। ଜାଲ ପାସପୋର୍ଟ ମାମଲାରେ ଇନଫୋସିଟି ଥାନାରେ ହୋଇଥିଲା ମାମଲା। ଅନ୍ୟ ଏକ…

ଗତ ୫ ବର୍ଷରେ ଆତ୍ମହତ୍ୟା କଲେଣି ୭୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଗତ ୫ ବର୍ଷରେ ଇଚ୍ଛାମୃତ୍ୟୁରେ ଗଲାଣି ୭୨ ଜୀବନ । ଆଜି ବିଧାନସଭାରେ ବିଧାନସଭାରେ ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣାଗୁଡ଼ିକର କାରଣ ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ, ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ଆମ୍ବୁଲାନ୍ସକୁ ଘୋଷାଡ଼ି ନେଲା ମାଲବାହୀ ଟ୍ରେନ

ରାୟଗଡା : ଆମ୍ବୁଲାନ୍ସକୁ ଘୋଷାଡ଼ି ନେଲା ମାଲବାହୀ ଟ୍ରେନ । ଅଳ୍ପକେ ବର୍ତ୍ତିଲେ ଆମ୍ବୁଲାନ୍ସ ସହ ଯାତ୍ରୀ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ବ୍ଲକ କଞ୍ଜମ ଯୋଡ଼ି ଗାଁ ନିକଟସ୍ଥ ରେଳ ଧାରଣା ନିକଟରେ ଘଟିଛି ଅଘଟଣ । କୌଣସି କାରଣ ବଶତଃ…