ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର - ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ…

ଶ୍ରୀକଲା ଘାଟି ନିକଟରେ ଭୟଙ୍କର ଦୁର୍ଘଟଣା: ଓ୍ବାଗନର୍‌ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇ ୩ ବାଇକ୍‌ ଆରୋହୀ ମୃତ

ଜି.ଉଦୟଗିରି  : କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ ଶ୍ରୀକଲା ଘାଟି ନିକଟ ଦାରାମାହା ନିକଟରେ ଶୁକ୍ରବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଓଡି ୧୨ ୭୩୭୪ ନମ୍ବର ଥିବା ଓ୍ବାଗ୍‌ନର କାର ଏବଂ ଓଡି ୧୯ ଏଚ୍‌ ୪୨୯୫ ନମ୍ବର ବାଇକ…

ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍‌ ସେବା

ଜମ୍ମୁ-କଶ୍ମୀର,୭।୩: ଜମ୍ମୁ-କଶ୍ମୀର ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପିତ ହୋଇଛି। ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା ଅନେକ ବଡ଼ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍‌ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା କହିଛନ୍ତି। ଏପରିକି ପ୍ରତି…

ଜୟଶଙ୍କରଙ୍କ ବୟାନକୁ ନେଇ ପାକିସ୍ତାନରେ ହଇଚଇ

ନୂଆଦିଲ୍ଲୀ : ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଲଣ୍ଡନର ଚାଥାମ ହାଉସରେ ପାକ୍‌ ଅଧିକୃତ କଶ୍ମିର ସମ୍ପର୍କରେ ଏକ ବୟାନ ଦେଇଛନ୍ତି ଯାହା ଓମାର ଅବଦୁଲ୍ଲାଙ୍କଠାରୁ ପାକିସ୍ତାନ ପର୍ଯ୍ୟନ୍ତ ହଇଚଇ ସୃଷ୍ଟି କରିଛି। ପ୍ରକୃତରେ, ଏହି କାର୍ଯ୍ୟକ୍ରମ ସମୟରେ, ଜଣେ…

‘ଗଣିତ ଇସଲାମ ମାଧ୍ୟମରେ ଦୁନିଆକୁ ଆସିଛି’ ପୁଣି ଏମିତି କିଛି କହି ବିବାଦରେ ଶମା ମହମ୍ମଦ, ଭାଜପା କଲା କଟାକ୍ଷ

ନୂଆଦିଲ୍ଲୀ,୭।୩: ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ବିଷୟରେ ବିବାଦୀୟ ବୟାନ ଦେଇଥିବା କଂଗ୍ରେସ ମୁଖପାତ୍ର ଶମା ମହମ୍ମଦ ପୁଣି ଥରେ ଖବରର ଶିରୋନାମାରେ। ଏଥର ସେ ଇସଲାମ ବିଷୟରେ ଏପରି ଏକ ବୟାନ ଦେଇଛନ୍ତି, ଯାହା ସୋସିଆଲ ମିଡିଆରେ ଚର୍ଚ୍ଚାର…

କେଜରିଓ୍ବାଲଙ୍କୁ ମିଳିବ Z ବର୍ଗର ସୁରକ୍ଷା

ନୂଆଦିଲ୍ଲୀ,୭।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ Z ବର୍ଗର ସୁରକ୍ଷା ଜାରି ରହିବ । ସୁରକ୍ଷା ସମୀକ୍ଷା ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । କେଜ୍ରିୱାଲଙ୍କୁ Z…

ଦେଶରେ ୫୦% ମହିଳାଙ୍କ ମାନସିକ ସ୍ବାସ୍ଥ୍ୟ ଖରାପ

ନୂଆଦିଲ୍ଲୀ,୭।୩: ଆଜିର ସମୟରେ, ଦୁର୍ବଳ ମାନସିକ ସ୍ବାସ୍ଥ୍ୟ ଏକ ବଡ଼ ସମସ୍ୟା ହୋଇଗଲାଣି। ମହିଳାମାନେ ମଧ୍ୟ ଏହାର ଶିକାର ହେଉଛନ୍ତି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (NCRB) ଅନୁଯାୟୀ, ଭାରତରେ ଆତ୍ମହତ୍ୟା କରୁଥିବା ଲୋକଙ୍କ ମଧ୍ୟରୁ 36.6% ହେଉଛନ୍ତି ମହିଳା, ଯେଉଁଥିରୁ…

ପଳାତକ ଲଳିତ ମୋଦିଙ୍କୁ ମିଳିଲା ଭାନୁଆଟୁର ନାଗରିକତା

ନୂଆଦିଲ୍ଲୀ,୭।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ପୂର୍ବତନ ଅଧ୍ୟକ୍ଷ ଲଳିତ ମୋଦି ତାଙ୍କର ଭାରତୀୟ ନାଗରିକତା ପରିତ୍ୟାଗ କରି ଭାନୁଆଟୁ ନାଗରିକତା ହାସଲ କରିଛନ୍ତି। ଭାନୁଆଟୁ ଏକ ଛୋଟ ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ରାଷ୍ଟ୍ର ଯାହା ଏହାର ଟିକସ-ଅନୁକୂଳ ନୀତି ଏବଂ…

ପୁଣି ଏକନାଥଙ୍କୁ ଝଟକା ଦେଲେ ଫଡନାଭିସ

ନୂଆଦିଲ୍ଲୀ: ନୀତି ଆୟୋଗ ଧାରାରେ ମହାରାଷ୍ଟ୍ର ସରକାର ମହାରାଷ୍ଟ୍ର ଇନଫର୍ମେଶନ ଏବଂ ଟ୍ରାନ୍ସଫରମେସନ (ମିତ୍ର) ସଂସ୍ଥା ପ୍ରତିଷ୍ଠା କରିଥିଲେ। ବିଲଡର ଅଜୟ ଅଶରଙ୍କୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି ସଂଗଠନର ଉପାଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିଲେ। କିନ୍ତୁ ଏବେ ମୁଖ୍ୟମନ୍ତ୍ରୀ…

ଆମେରିକା ବିରୋଧରେ ଏକାଠି ହେବେ ଚୀନ-ଭାରତ !

ବେଜିଂ : ଶୁଳ୍କକୁ ନେଇ ଚୀନ୍ ଓ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଚୀନ୍ ଆମଦାନୀ ଉପରେ ଆମେରିକା ୨୦ ପ୍ରତିଶତ ଶୁଳ୍କ ଘୋଷଣା କରିଛି। ଏସବୁ ଭିତରେ ଚୀନ ଏବେ ଭାରତର ସହାୟତା ଲୋଡ଼ିଛି।…