ବାଇଡେନଙ୍କ ପାଇଁ ଫସିଛନ୍ତି ସୁନୀତା: ଏଲନ ମସ୍କ

ୱାସିଂଟନ ଡିସି: ମହାକାଶରୁ ସୁନୀତା ୱିଲିୟମସଙ୍କ ଫେରିବା ପଛରେ ବିଳମ୍ବକୁ ନେଇ ଏଲନ ମସ୍କଙ୍କ ବଡ଼ ବୟାନ । କହିଲେ ମହାକାଶଚାରୀଙ୍କ ଫେରିବାରେ ବିଳମ୍ବ ପଛରେ ପୂର୍ବ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲ୍‌ ଥିଲା । ଦୁଇ ନାସା ମହାକାଶଚାରୀଙ୍କୁ ଫେରାଇ…

ଇ-ମେଲ ଠାରୁ ସୋସିଆଲ୍ ମିଡିଆ ଆକାଉଣ୍ଟ, ସବୁ ଯାଞ୍ଚ କରିପାରିବ ଆୟକର ବିଭାଗ

ନୂଆଦିଲ୍ଲୀ: ୨୦୨୬ ମସିହା ଏପ୍ରିଲ ୧ ତାରିଖରୁ ଆୟକର ଅଧିକାରୀମାନେ ଯେକୌଣସି ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ, ବ୍ୟକ୍ତିଗତ ଇମେଲ୍, ବ୍ୟାଙ୍କ, ଅନଲାଇନ୍ ନିବେଶ, ବିଜନେସ୍ ଆକାଉଣ୍ଟକୁ ଯାଞ୍ଚ କରିବା ସହିତ ଏହାର ତଦନ୍ତ କରିପାରିବେ। ମିଳିଥିବା ସୂଚନା ଅନୁସାରେ, ଯଦି…

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଲଣ୍ଡନରେ ଆକ୍ରମଣ ଉଦ୍ୟମ

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଲଣ୍ଡନ ଗସ୍ତରେ ରହିଛନ୍ତି । ଲଣ୍ଡନରେ ଚଥାମ ହାଉସ ଥିଙ୍କ ଟ୍ୟାଙ୍କରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଆଉ କାର୍ଯ୍ୟକ୍ରମ ସ୍ଥଳକୁ ଯାଉଥିବା ବେଳେ ଖଲିସ୍ତାନୀ ଆତଙ୍କବାଦୀମାନେ ଜୟଶଙ୍କରଙ୍କ କାରକୁ ଅଟକାଇ ଆକ୍ରମଣ…

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ

କଟକ : ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ…

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା…

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା

ପିପିଲି: ନିଶାରେ ଅଭ୍ୟସ୍ତଙ୍କୁ ନିଶାରୁ ଦୂରେଇବା ପାଇଁ ଖୋଲା ଯାଇଛି ନିଶା ନିବାରଣ କେନ୍ଦ୍ର । ହେଲେ ସେଠାରେ ନିଶାଗ୍ରସ୍ତଙ୍କୁ ଭଲ କରିବା ବଦଳରେ ଜୀବନ ଯାଉଛି । ପିଟି ପିଟି ଯୁବକକୁ ମାରି ଦେଇଥିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି ।…

ତେନ୍ତୁଲି ପଦର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ୩୦ ବଖରା ଧ୍ଵଂସ ସ୍ତୁପରେ ପରିଣତ

ଆଠମଲ୍ଲିକ : ଆଠମଲ୍ଲିକ ବ୍ଲକ ଲୁହାସିଙ୍ଗା ପଞ୍ଚାୟତ ତେନ୍ତୁଲି ପଦର ଗ୍ରାମରେ ଘଟିଯାଇଛି ଭୟାବହ ଅଗ୍ନିକାଣ୍ଡ । ଆଜି ଅପରାହ୍ନ ପ୍ରାୟ ୪ ଟା ବେଳେ ଅଗ୍ନିକାଣ୍ଡ ଘଟିଥିଲା । ୯ ଟି ପରିବାର ସର୍ବସ୍ବାନ୍ତ ହୋଇଥିବାବେଳେ  ୩୦ ବଖରା ଧ୍ଵଂସ ସ୍ତୁପରେ ପରିଣତ…

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟଙ୍କୁ ବହିଷ୍କାର କଲେ ସରକାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ…

ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ପୁଣି ମିଳିଛି ଆଉ ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର କରାଯାଇଛି । ଜବାଗାଟା ଜଙ୍ଗଲ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ…

ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ, ଜଳିଗଲା ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା

ପାରାଦୀପ : ପାରାଦୀପ ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ । ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା ଜଳି ଯାଇଛି । ମାଛଧରା ବନ୍ଦରରେ ରହିଛି ୬୫୦ ବଡ଼ ବୋଟ୍ ୪୦୦ ଟାପା । ଅଗ୍ନିକାଣ୍ଡ ର…