ପୁଣି ଲେଉଟିଲା ଶୀତ: ଦିନରେ ତାପମାତ୍ରା ୩୧ ଡିଗ୍ରି ରାତିରେ ୮ ଡିଗ୍ରି

ଘୁ.ଉଦୟଗିରି: ଚଳିତ ମାସ ଆରମ୍ବରୁ ସାରା ରାଜ୍ୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହେବା ସହ ତାପମାତ୍ରା ଉପର ମୁଁହା ହୋଇ ପ୍ରବଳ ରୌଦ୍ରତାପ ଆରମ୍ଭ ହୋଇଯାଇଥିବା ବେଳେ କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରି ଅଞ୍ଚଳରେ କିନ୍ତୁ ଭିନ୍ନ ଏକ ପରିବେଶ ଅନୁଭୂତ ହେଉଛି।…

ଆସନ୍ତାକାଲି ୧୪ ନୂଆ ପୁଲିସ ଷ୍ଟେସନ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବ୍ୟାପୀ ୧୪ଟି ନବନିର୍ମିତ ପୁଲିସ ଷ୍ଟେସନର ଉଦ୍‌ଘାଟନ କରିବାକୁ ଯାଉଛନ୍ତି। ଉଦ୍‌ଘାଟନ ଉତ୍ସବ ଆସନ୍ତାକାଲି, ଶୁକ୍ରବାର ୭ ମାର୍ଚ୍ଚ ୨୦୨୫, ପୂର୍ବହ୍ନ ୧୧:୩୦ ସମୟରେ ଏକ ଭର୍ଚୁଆଲ୍ ମୋଡ୍‌ରେ ଅନୁଷ୍ଠିତ ହେବ। ଏହି…

ପରିଚୟ ଲୁଚାଇ ଦିଲ୍ଲୀରେ ଚାକିରି କରୁଥିବା ନକ୍ସଲକୁ ଧରିଲା ପୁଲିସ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ଏକ ସ୍ୱତନ୍ତ୍ର ଅପରେସନରେ ଜଣେ ନକ୍ସଲଙ୍କୁ ଗିରଫ କରିଛି। ଏହି ମହିଳା ନକ୍ସଲ ଏତେ ବିପଦପୂର୍ଣ୍ଣ ଯେ ଝାଡ଼ଖଣ୍ଡ ପୁଲିସ ସହ ତିନିଥର ଗୁଳିବିନିମୟ କରିଥିଲେ |…

ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଲେ ଲକ୍ଷ୍ନୌ କୋର୍ଟ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଏକ ଅଦାଲତ ବୀର ସାବରକରଙ୍କ ଉପରେ ଟିପ୍ପଣୀକୁ ନେଇ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଛନ୍ତି । ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍ କୋର୍ଟ ଲଗାତାର ଶୁଣାଣିରେ ଗାଏବ ରହିବା କାରଣରୁ…

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବନାହିଁ

କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ…

ବିଜେଡି ଯୁବନେତା ରାଜା ଚକ୍ରଙ୍କ ୧୦ଟି ହାଇୱା ଗାଡ଼ି ଜବତ କଲା ଇଓଡବ୍ଲୁ

ରାଉରକେଲା: ଗତକାଲି ବିଳମ୍ବିତ ରାତିରେ କୋଇଡ଼ାରେ ଚଢ଼ଉ ବେଳେ ଇଓଡବ୍ଲୁକୁ ବଡ଼ ସଫଳତା ମିଳିଛିl ଇଓଡବ୍ଲୁ ବିଜେଡି ଯୁବନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କ ୧୦ ଗୋଟି ହାଇୱା ଗାଡ଼ି ଜବତ କରିଛନ୍ତି। ସୂଚନା ଅନୁଯାୟୀ, ଇଓଡବ୍ଲୁ ଭୁବନେଶ୍ୱର…

ପଞ୍ଚାୟତିରାଜ ଦିବସ ନେଇ ବର୍ଷିଲେ ନବୀନ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ପିତାଙ୍କ…

ଭାରତୀୟ ଖାଦ୍ୟନିଗମର ଶ୍ରମିକ ଠିକାଦାରଙ୍କ ଘରେ ସିବିଆଇ ଚଢ଼ାଉ

ଅତାବିରା: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପରମାଣପୁର ସ୍ଥିତ ଆନ୍ଧ୍ରପଡ଼ାରେ ଜି.ସତ୍ୟନାରାୟଣଙ୍କ ବାସଭବନରେ ସକାଳ ୭ଟାରୁ ସିବିଆଇର ୧୦ ଜଣିଆ ଟିମ୍ ଦୁଇଟି ଗାଡ଼ିରେ ଆସି ଅଚାନକ ଚଢ଼ାଉ କରିଛନ୍ତି। ଜି.ସତ୍ୟନାରାୟଣ ଭାରତୀୟ ଖାଦ୍ୟନିଗମରେ ଶ୍ରମିକ ଠିକାଦାର ଭାବେ କାର୍ଯ୍ୟ କରନ୍ତି।…

ତେଜସ୍ ପାଇଁ ଜୀବନ ରକ୍ଷାକାରି ବ୍ୟବସ୍ଥାର ସଫଳ ପରୀକ୍ଷଣ

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ – ଡିଆରଡିଓର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରୁଥିବା ବେଙ୍ଗାଲୁରୁସ୍ଥିତ ଡିଫେନ୍ସ ବାୟୋ-ଇଞ୍ଜିନିୟରିଂ ଏବଂ ଇଲେକ୍ଟ୍ରୋମେଡିକାଲ ଲାବୋରେଟୋରୀ ହାଲୁକା ଯୁଦ୍ଧ ବିମାନ ତେଜସ୍ ପାଇଁ ସ୍ୱଦେଶୀ ଅନ୍ ବୋର୍ଡ ଅମ୍ଳଜାନ ସୃଷ୍ଟିକାରୀ ବ୍ୟବସ୍ଥା ଉପରେ ଆଧାରିତ…

ଭୁବନେଶ୍ବର ଡିସିପି ଭାବେ ଦାୟିତ୍ବ ନେଲେ ଜଗନମୋହନ ମୀନା

ଭୁବନେଶ୍ବର: ରାଜଧାନୀର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା । ଆଜି କଟକ ଛାଡ଼ି ଭୁବନେଶ୍ବର ଡିସିପି ଭାବେ ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ଡିସିପି ମୀନା । ଦାୟିତ୍ବ ନେବା ପରେ ନିଜର ଅଭିଭାଷଣରେ ମୀନା କହିଛନ୍ତି,…