ବିଜୁଙ୍କ ସ୍ବପ୍ନ ସାକାର କରିବା ପାଇଁ ସରକାର ପଛଘୁଞ୍ଚା ଦେବେନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ବାବୁ ଓଡ଼ିଶାର ବରପୁତ୍ର ।  ଆଧୁନିକ ଓଡ଼ିଶାର ନିର୍ମାତା ।  ଓଡ଼ିଶାକୁ ପୁନର୍ଗଠନ କରିବା ସହ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଇ ଆଗକୁ ନେଇଥିଲେ ।  ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ।  ବିଜୁ ବାବୁ ଯେଉଁ…

ଅମରନାଥ ଯାତ୍ରା ଜୁଲାଇ ୩ ରୁ ଆରମ୍ଭ ହୋଇ ଅଗଷ୍ଟ ୯ ପର୍ଯ୍ୟନ୍ତ ଚାଲିବ

ନୂଆଦିଲ୍ଲୀ: ଅମରନାଥ ଯାତ୍ରା ପାଇଁ ଅପେକ୍ଷା କରି ରହିଥିବା ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର। ଅମରନାଥ ଯାତ୍ରା ପାଇଁ ତାରିଖ ଘୋଷଣା ହୋଇଯାଇଛି। ଶ୍ରୀ ମାତା ବୈଷ୍ଣୋଦେବୀ ମନ୍ଦିର ବୋର୍ଡର ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଅମରନାଥ ଯାତ୍ରା ଜୁଲାଇ ୩…

କିମ୍ସ, ହାଇଟେକ, ଆଉ ସମ୍ ହସ୍ପିଟାଲରେ ଏକାସାଙ୍ଗେ ଇଡି ଚଢାଉ

ଭୁବନେଶ୍ବର: ହଠାତ୍ କିମ୍ସ, ହାଇଟେକ୍ ଏବଂ ସମ୍ ହସ୍ପିଟାଲ ଉପରେ ଚଢାଉ ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଇଡି ଟିମ୍ । ରାଉରକେଲା ସହ ଭୁବନେଶ୍ବର ହାଇଟେକ୍‌ରେ ଯାଞ୍ଚ ଆରମ୍ଭ କରିଛି ଇଡି । ତେବେ କାହିଁକି ରାଜ୍ୟର ବଡ ବଡ…

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଭଙ୍ଗା ହେବା ଘଟଣା, ପ୍ରତିବାଦ ପରେ ଯୋଡ଼ା ହେଲା

ମାହାଙ୍ଗା  : କଟକ ଜିଲ୍ଲା ମାହାଙ୍ଗା ଉମରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣା। ପ୍ରତିବାଦର ସ୍ୱର ଉଠିବା ପରେ ଯୋଡ଼ା ହେଲା ଭଙ୍ଗା ମୂର୍ତ୍ତି। ପୋଲିସ ଉପସ୍ଥିତିରେ ଯୋଡ଼ାଯାଇଛି ମୂର୍ତ୍ତି । ବିଜୁ ବାବୁଙ୍କ ଜୟନ୍ତୀ ଦିବସ ଅବସରରେ ଭଙ୍ଗା…

ବଦଳିବ ସବୁ ସ୍କୁଲର ରଙ୍ଗ, ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ

ଭୁବନେଶ୍ୱର :  ରାଜ୍ୟରେ ବଦଳିବ ସବୁ ସ୍କୁଲ କୋଠାର ରଙ୍ଗ ।  ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ । ସମସ୍ତ ସରକାରୀ ସ୍କୁଲ ଏବଂ ପିଏମ୍ ଶ୍ରୀ ସ୍କୁଲ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ଏ ନେଇ…

ଶିକ୍ଷା, ଦକ୍ଷତା ଓ ସ୍ୱାସ୍ଥ୍ୟସେବା ସରକାରଙ୍କ ପ୍ରାଥମିକତା – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସରକାର ପୁଞ୍ଜିନିବେଶ କ୍ଷେତ୍ରରେ ଭିତ୍ତିଭୂମି ଏବଂ ଶିଳ୍ପ ସହିତ ଅର୍ଥନୀତି ଏବଂ ଉଦ୍ଭାବନକୁ ପ୍ରାଥମିକତା ଦେଇଛନ୍ତି। ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରରେ ମୋଦି କହିଛନ୍ତି ଯେ ଲୋକଙ୍କ କ୍ଷେତ୍ରରେ ପୁଞ୍ଜିନିବେଶ କରିବାର ଲକ୍ଷ୍ୟ…

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ, ଓଡିଆ ମାଟିର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ଏହାକୁ ନେଇ ଏବେ ରାଜ୍ୟରେ ଜାରି ରହିଛି ବିଜେପି- ବିଜେଡି ଲଢେଇ । ବିଜେପି ବିଜୁ ବାବୁଙ୍କୁ ଯଥୋଚିତ୍ ସମ୍ମାନ ଦେଉଥିବା ଦାବି କରିଥିବା…

କେନ୍ଦ୍ରପଡା ଯିବେ ସାରଥି କିନ୍ତୁ ବାରିମୂଳ ଆଶ୍ରମ ମନା : ହାଇକୋର୍ଟ

କଟକ :  କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ ।  କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ଆଜି ସର୍ତ୍ତମୂଳକ ଅନୁମତି ମିଳିଛି ।  ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଯାଇପାରିବେ ସାରଥୀ ।  ୨ ମାସରେ କେବଳ ଥରେ…

ୟୁପି ବିଧାନସଭା ପରିସରରେ ପାନଛେପ ପକାଇବା ସମୟରେ ଧରାପଡ଼ିଲେ ହେବ ଜରିମାନା

ଲକ୍ଷ୍ମୌ: ଉତ୍ତରପ୍ରଦେଶ ବିଧାନସଭାର ଅଧିବେଶନ ଚାଲିଛି। ଏଭଳି ସମୟରେ ଗତ ମଙ୍ଗଳବାର ଦିନ ଉତ୍ତରପ୍ରଦେଶ ବିଧାନସଭାରେ ଜଣେ ବିଧାୟକ ପାନ ଖାଇ ବିଧାନସଭାର ମୁଖ୍ୟ ଦ୍ୱାରରେ ଛେପ ପକାଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା। ଭିଡିଓ ସାମ୍ନାକୁ…

ଆରମ୍ଭ ହେଲା ସୁଭଦ୍ରା ରାଲି, ୧ ଲକ୍ଷ ୭୦ ହଜାର ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ…