ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁବିଧା, ଡୋର ଟୁ ଡୋର ହେବ ସର୍ଭେ
ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସେ…
