ଭିଜିଲାନସ ଜାଲରେ ଯୋଗାଣ ବିଭାଗ ଆକାଉଣ୍ଟାଣ୍ଟ, ୫୦ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ

ଅନୁଗୁଳ : ଭିଜିଲାନସ ଜାଲରେ ଯୋଗାଣ ବିଭାଗ ଆକାଉଣ୍ଟାଣ୍ଟ । ୫୦ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ଦୁଇ ଜୁନିଅଲ ଆକାଉଣ୍ଟାଣ୍ଟ । ରାଇସ ମିଲ ମାଲିକଙ୍କ ବକେୟା ବିଲ ମଞ୍ଜୁର କରିବାକୁ ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଲେ ଆକାଉଣ୍ଟାଣ୍ଟ…

ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଆଶ୍ଵସ୍ତ, ଏତଲା ଦାୟର ନିର୍ଦେଶ ସ୍ଥଗିତ

ମୁମ୍ବଇ: ଶେୟାର ବଜାର ଠକେଇ ମାମଲାରେ ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ଙ୍କ ଆଶ୍ଵସ୍ତି ମିଳିଛି। ସିକ୍ୟୁରିଟିଜ୍‌ ଆଣ୍ଡ୍‌ ଏକ୍ସଚେଞ୍ଜ ବୋର୍ଡ ଅଫ୍‌ ଇଣ୍ଡିଆ(ସେବି)ର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଏବଂ ଅନ୍ୟମାନଙ୍କ ବିରୋଧରେ ଏତଲା ଦାୟର କରିବା…

ମହିଳା ଦିବସରେ ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ, ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ଭୁବନେଶ୍ବର: ଆସନ୍ତା ୮ ତାରିଖ, ବିଶ୍ବ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବ୍ରହ୍ମପୁର ଗସ୍ତରେ ଯିବେ । ଉକ୍ତ ଦିନ ସୁଭଦ୍ରାର ଦ୍ବିତୀୟ କିସ୍ତି ମହିଳାମାନଙ୍କୁ ବଣ୍ଟା ଯିବାକୁ ଥିବା ବେଳେ ବ୍ରହ୍ମପୁର ସଭାରେ ଏହାର ବଣ୍ଟନ କରିବେ…

ରେକର୍ଡ ତାତି, ଝାରସୁଗୁଡ଼ାରେ ସର୍ବାଧିକ ୩୭. ୮ ଡିଗ୍ରୀ ସେଲସିୟସ

ଭୁବନେଶ୍ବର : ମାର୍ଚ୍ଚ ଆରମ୍ଭରୁ ରେକର୍ଡ ତାତି । ରାଜ୍ୟରେ ଉପର ମୁହାଁ ହେଲାଣି ପାରଦ। ୩୭ ଡିଗ୍ରୀ ପାର କଲା ତାପମାତ୍ରା । ଝାରସୁଗୁଡ଼ା ଓ ସମ୍ବଲପୁରରେ ଡହ ଡହ ତାତି। ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୩୭.…

ଲିଙ୍ଗରାଜ ମନ୍ଦିର ବେଢାରେ ଫଟୋ ଉଠାଇ ଅଡୁଆରେ ପିସିସି ସଭାପତି

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପରିସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଫଟୋ ଉଠାଇବାକୁ ନେଇ ବିବାଦ ଦେଖାଦେଇଛି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏପରିକି ଅନେକ…

ପଦ ଛାଡ଼ିଲେ ମହାରାଷ୍ଟ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଡନାଭିସ୍‌ଙ୍କୁ ଦେଲେ ଇସ୍ତଫା ପତ୍ର

ମୁମ୍ବଇ: ମହାରାଷ୍ଟ୍ର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ମଙ୍ଗଳବାର ମହାରାଷ୍ଟ୍ର କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହକର୍ମୀ ବାଲ୍ମିକ କରାଡ଼ଙ୍କୁ ସରପଞ୍ଚ ସନ୍ତୋଷ ଦେଶମୁଖଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ କରାଯିବା ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ମୁଣ୍ଡେଙ୍କୁ ମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ…

ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ ଯୁବକ

କେନ୍ଦ୍ରାପଡା : ବର୍ବରତାର ସବୁ ସୀମା ପାର୍ କରିଦେଲେ । ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ କିଛି ଯୁବକ। ଏ ଦୃଶ୍ୟ ଦେଖିଲାରୁ ଦେହ ଶିତେଇ ଯାଉଛି ଲୋମ ଟାଙ୍କୁରି ଉଠୁଛି । କି ମାଡ଼ ! ଏମିତି…

ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି

ଭୁବନେଶ୍ଵର: ‘ପୂର୍ବରେ ତ ଫାଟିଗଲା, ଆଉ ସଂପର୍କ ନଫାଟୁ, ତାଙ୍କ ଜୀବନ ଶାନ୍ତିରେ କଟୁ । ମୋ କୁଟୁମ୍ବ ବଡ଼ କୁଟୁମ୍ବ, ୫ଶହରୁ ୧ହଜାର ଭିତରେ ମୋ କୁଟୁମ୍ବ। ତେବେ ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍…

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ

ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଟାଟୁ…

IIT ବାବା ଅଭୟ ସିଂଙ୍କୁ ହୋଟେଲରୁ ଉଠାଇନେଲା ପୋଲିସ, ପାଖରୁ ଗଂଜେଇ ଜବତ

ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ବେଶ ଚର୍ଚ୍ଚାକୁ ଆସିଥିଲେ ଆଇଆଇଟି ବାବା ଅଭୟ ସିଂ । ଏବେ ଆଇଆଇଟି ବାବାଙ୍କୁ ଅଟକ ରଖିଛି ଜୟପୁର ପୋଲିସ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ । ଏହାପରେ ସେ…