ମୁଖ୍ୟମନ୍ତ୍ରୀଙ୍କ OSD ହେଲେ କୌଶିକ ପଟ୍ଟନାୟକ

ଭୁବନେଶ୍ୱର: କେନ୍ଦୁଝର ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ।  ମୁଖ୍ୟମନ୍ତ୍ରୀଙ୍କ OSD ହୋଇଛନ୍ତି କୌଶିକ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ OSD ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି ।…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା, କୁତ୍ସାରଟନାକୁ ନେଇ ଗଣମାଧ୍ୟମ ବିରୋଧରେ କଲେ ମାମଲା

କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା । ସାମାଜିକ ଗଣମାଧ୍ୟମ ଓ ଗଣମାଧ୍ୟମ ବିରୋଧରେ କଲେ ମାମଲା । ମୀରାଙ୍କୁ ନେଇ ଚାଲିଥିବା କୁତ୍ସାରଟନାକୁ ନେଇ ଏହି ମାମଲା ହୋଇଛି । ଏ ସବୁ ତୁରନ୍ତ ବନ୍ଦ କରିବା ପାଇଁ…

ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ସୋ’ ଆରମ୍ଭ କରିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ ୩।୩: ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୋମବାର ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ମାତା-ପିତାଙ୍କୁ ନେଇ ଅଭଦ୍ର ଟିପ୍ପଣୀ କରିଥିବା ରଣବୀରଙ୍କୁ ସୁପ୍ରିମକୋର୍ଟ ଗୋଟିଏ ସର୍ତ୍ତରେ ‘ଦି ରଣବୀର ସୋ’ ପୁଣି ଆରମ୍ଭ କରିବାକୁ ଅନୁମତି ଦେଇଛନ୍ତି। ଏହା ସହିତ ସୁପ୍ରିମକୋର୍ଟ ପରବର୍ତ୍ତି ଆଦେଶ…

ମାଟ୍ରିକ ପରୀକ୍ଷାରେ କପି ଦେବାକୁ ନେଇ ଉତ୍ତେଜନା, ୨ ଗୋଷ୍ଠୀ ମୁହାଁମୁହିଁ

କେନ୍ଦୁଝର : କପି ପାଇଁ ବାଡାବାଡ଼ି ।  ଦୁଇ ଗୋଷ୍ଠୀ ମୁହାଁମୁହିଁ  ।  ଦଶମ ଶ୍ରେଣୀ ପରୀକ୍ଷାରେ କପି ଦେବାକୁ କେନ୍ଦ୍ରକରି ଦୁଇ ଗାଁ ଯୁବକଙ୍କ ମଧ୍ୟରେ ସଂଘର୍ଷ ।  ଜଣେ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି ।  କେନ୍ଦୁଝର…

ଫେସ୍‌ବୁକ୍‌ରେ ବନ୍ଧୁତା, ଝଗଡ଼ା ଓ ମୋବାଇଲ୍ ଚାର୍ଜରରେ ତଣ୍ଟି ଚିପି ହତ୍ୟା

ନୂଆଦିଲ୍ଲୀ: ହରିୟାଣାର ରୋହତକରେ କଂଗ୍ରେସ ନେତ୍ରୀ ହିମାନୀ ନରୱାଲଙ୍କ ହତ୍ୟା ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସଚିନକୁ ଦିଲ୍ଲୀରୁ ଗିରଫ କରିଛି । ଜେରାରେ ସଚିନ ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି । ଏଥିରେ ଏହି ହତ୍ୟାକାଣ୍ଡର ପୂରା କାହାଣୀ ସାମନାକୁ…

ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି ଓ ବିଶାଲ, ହାଜର ହେବାକୁ କ୍ରାଇମବ୍ରାଞ୍ଚକୁ ମାଗିଲେ ମହଲତ

ଭୁବନେଶ୍ୱର  : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେ ନାହିଁ ଦୀପାଳି ଦାସ ଓ ବିଶାଲ ଦାସ ।  ପରିବାରର କିଛି ଜରୁରୀ କାର୍ଯ୍ୟ ଥିବାରୁ ଆଜି ହାଜର ହେବେ ନାହିଁ ।  କେବେ ହାଜର…

ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ

ଭୁବନେଶ୍ଵର: ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍‌ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍‌ । ସ୍କୁଲ ଓ ଗଣଶିକ୍ଷା  ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ…

ମାଛ କଲା ଲକ୍ଷପତି, ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ସାର୍କ ମାଛ

ଜଳେଶ୍ୱର : ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ମାଛ ।  ଲକ୍ଷପତି କଲା ସାର୍କ ମାଛ । ପଶ୍ଚିମବଙ୍ଗର କାଂଥୀ ଏବଂ ପେଟୁଆଘଟ ଅଞ୍ଚଳର କିଛି ମତ୍ସ୍ଯଜିବୀଙ୍କ ଜାଲରେ ପଡ଼ିଛି ସାର୍କ ମାଛ ।  ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ…

‘ସ୍କୁଲକୁ ଛାତ୍ରଛାତ୍ରୀ ସ୍ମାର୍ଟଫୋନ୍‌ ଆଣିବା ସମ୍ପୂର୍ଣ୍ଣ ବ୍ୟାନ୍ ଅସମ୍ଭବ’; ଗାଇଡଲାଇନ ଜାରି କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ବିଦ୍ୟାଳୟରେ ପାଠପଢ଼ା ସମୟରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ବ୍ୟବହାର କରିବା ଏକ ବଡ଼ ସମସ୍ୟା ଉଭା ହୋଇଛି । ସ୍କୁଲରେ ଫୋନ୍ ବ୍ୟବହାର କରିବା ବ୍ୟାନ ଥିଲା । ହେଲେ ଦିଲ୍ଲୀ ହାଇକୋର୍ଟ ଏହା ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ।…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜିମ୍ ମାଲିକଙ୍କ ଝିଅକୁ ଆକ୍ରମଣ, ଜୀବନରୁ ମାରିବାକୁ ମିଳିଲା ଧମକ !

ଭୁବନେଶ୍ୱର: ରାଜଧାନୀରେ ପ୍ରତିଦିନ ଘଟୁଛି କିଛି ନା କିଛି ଘଟଣା, ଦୁର୍ଘଟଣା । ଯାହାକୁ ସମାଧାନ କରିବା ପୋଲିସ୍ ପାଇଁ ବେଳେ ବେଳେ ମୁଣ୍ଡାବିନ୍ଧାର କାରଣ ପାଲଟିଯାଏ । ତେବେ ଏହାରି ଭିତରେ ସେହିଭଳି ଏକ ଘଟଣା ବର୍ତ୍ତମାନ କିଛି ଦିନ ହେବ…