ବିଦେଶିନୀଙ୍କ ଜଂଘରେ ଜଗନ୍ନାଥଙ୍କ ଟାଟୁ, ଥାନାରେ ଏତଲା
ଭୁବନେଶ୍ବର: ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍ଷ୍ଟାଗ୍ରାମ୍ ଓ ହ୍ୱାଟସପ୍ରେ ସେୟାର କରାଯାଇଥିଲା । ଯାହାକୁ ନେଇ ସୃଷ୍ଟି ହୋଇଛି ବିବାଦ ।…
