ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ପିଟିସନକୁ ଅଣଦେଖା, ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ
କଟକ : ସରକାର ବଦଳିଛି , ହେଲେ ସରକାରୀ ବାବୁଙ୍କ ଦବଦବା ଏବେ ବି କମିନି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ବି ଅଣଦେଖା କରାଯାଇଛି । ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକରେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…
