ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ ନଡ୍ଡା
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା । ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ଭାବବିହ୍ଵଳ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।…
