ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ

ଭୁବନେଶ୍ୱର : ମହାଶିବରାତ୍ରୀରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ମହାଦୀପ ଉଠିବା ସମୟରେ ଘଟିଥିଲା ମହାଅଘଟଣ। ମହାଦୀପ ନେଇ ସେବାୟତ ମନ୍ଦିର ଉପରକୁ ଚଢିବା ବେଳେ ସେବାୟତ ଖସି ପଡିଥିଲେ। ସେବାୟତ ହେଉଛନ୍ତି ଯୋଗେନ୍ଦ୍ର ସମର୍ଥା। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସେବାୟତ…

ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌

ବାସୁଦେବପୁର: ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ…

ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର: ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଛେନାପଦି – ହଦଗଡ଼ ରାସ୍ତାର ସଙ୍କଟପାଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଛତୁଆ ବୋଝେଇ ମିନିଟ୍ରକ ଧକ୍କାରେ ଏକ ୫ବର୍ଷର ଶିଶୁର ମୃତ୍ୟୁ ଘଟିଛି । …

ଜଙ୍ଗଲ ମଧ୍ୟରୁ ମିଳିଲା ଛାତ୍ରଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଗତ ୨୪ ତାରିଖ ରାତିର ଘଟଣା । ଅମିତ ନାମକ ଜଣେ ଛାତ୍ର ଘରେ ଖାଇ ପିଇ ସାରିବା ପରେ ଶୌଚ ହେବା ପାଇଁ ବାହାରକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ଆଉ ଏବେ…

ଅଖା ଭିତରୁ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ରାଉରକେଲା:  ଅଖା ଭିତରେ ମୃତଦେହ ।  ରାଉରକେଲାରେ ନଦୀରେ ଭାସୁଥିବା ଅଖା ଭିତରୁ ମୃତଦେହ ଉଦ୍ଧାର ହୋଇଛି । କୋଏଲା ନଦୀ ପାନପୋଷ ଗୋଶାଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ…

ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମେଡିକାଲରେ ଭେଟିବା ସହ ଚିକିତ୍ସା ସଂପର୍କରେ ପଚାରି ବୁଝିଛନ୍ତି। ଗତକାଲି ମହାଦୀପ ଉଠିବା ବେଳେ ଅଘଟଣ ଘଟିଥିଲା । ମହାଦୀପ ନେଇ ମନ୍ଦିର ଉପରକୁ ଉଠିବା ବେଳେ…

ମହାଦୀପ ଉଠିଲା ବେଳେ ଖସି ପଡ଼ିଲେ ମନ୍ଦିର ସେବାୟତ

ମହାଦୀପ ଉଠିଲା ବେଳେ ଘଟିଲା ବଡ଼ ଅଘଟଣ । ଖସି ପଡ଼ିଲେ ମନ୍ଦିର ସେବାୟତ । ହର ହର ମହାଦେବ ଶବ୍ଦରେ ଲିଙ୍ଗରାଜ ମନ୍ଦିର ପରିସର ପ୍ରକମ୍ପିତ ହେଉଥିବା ବେଳେ ଏମିତି ଅଘଟଣ ଘଟିଛି । ସମସ୍ତେ ମହାଦୀପ ଉଠିବାକୁ ଅନେଇ…

ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ

ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା ପରେ…

ବିଦ୍ୟୁତ ତାର ସଂସ୍ପର୍ଶ ଆସି ଗଲା ଦନ୍ତାର ଜୀବନ

ଆଠଗଡ଼: ପୁଣି ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗଲା ଦନ୍ତା ଜୀବନ। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ଏକ ହାତୀର ମୃତ୍ୟୁ ହୋଇଛି। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

ଗ୍ରୀଷ୍ମ ପ୍ରବାହ: ୨୮ରୁ ବୃଦ୍ଧି ପାଇବ ରାତି ତାପମାତ୍ରା

ଭୁବନେଶ୍ୱର: ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି। ଶୀତରେ ଛାଡ଼ୁନି ତାତି। ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି। ପଶ୍ଚିମାଝଡ଼ ପ୍ରଭାବରେ ସପ୍ତା‌ହେ ହେଲା ସାରା…