ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା

ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ ।  ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ଯୁବକ…

ନୀତିଶ ସରକାରରେ ବଢ଼ିଲା ବିଜେପିର ଦବଦବା, ମନ୍ତ୍ରୀ ଭାବେ ଶପଥ ନେଲେ ୭ ବିଧାୟକ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଗୋଟିଏ ପରେ ଗୋଟିଏ ଅନେକ ରାଜ୍ୟ ଜିତିବା ପରେ, କେନ୍ଦ୍ରରେ କ୍ଷମତାରେ ଥିବା ବିଜେପି ଏବେ ବିହାରରେ ସକ୍ରିୟ ହୋଇ ଉଠିଛି। ଏହି ସମୟରେ, ଆଜି ନୀତିଶ…

ପୁରୀ ଲୋକନାଥ ମନ୍ଦିରରେ ବାଉନ୍ସର ନିୟୋଜିତ ଘଟଣାରେ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଲୋକନାଥ ମନ୍ଦିର ପରିସରରେ ପାଳିଆ ସେବାୟତ କିଛି ବାଉନ୍ସର ମୁତୟନ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅନ୍ୟ ସେବାୟତ ଓ ଭକ୍ତ ବିରୋଧ କରିବାରୁ ସେମାନଙ୍କୁ ଅଟକ ରଖିଛି ପୋଲିସ। ଏନେଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ…

ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ, ଆମ୍ବୁଲାନ୍ସ ଛାଡ଼ିଲେନି ଉତ୍ୟକ୍ତ ଲୋକ

କଟକ : ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ ।  ଆଠଗଡ଼ ଖୁଣ୍ଟୁଣୀ ରାଣୀ ବଣିଆ ସ୍ଥିତ ଆଦର୍ଶ କାରାଗାରରେ ଜଣେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି ।  ମୃତକ ଜଣକ ତିଗିରିଆ ଥାନା ଅନ୍ତର୍ଗତ ପଙ୍କାଳ ଗାଁର ତୟାବ ଖାଁ ।  ଗତକିଛି…

ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା। ମୁଖ୍ୟ ଅଭିଯୁକ୍ତ ଦେଓଗାଁ ଥାନା ମହଲେଇ ଗାଁର ସୁଶାନ୍ତ ବିଶ୍ବାଳ ଗିରଫ। କଳାହାଣ୍ଡି ଜିଲ୍ଲାର ମୋହନଗିରିରୁ ଗିରଫ କଲା ଦେଓଗାଁ ପୋଲିସ।ପୂର୍ବରୁ ଏହି ଘଟଣାରେ ଜଣେ ନାବାଳକ ସହ ୮ ଜଣ…

ହିନ୍ଦୀ ବିବାଦ: ‘ଭାଷା’ ଯୁଦ୍ଧରୁ ପଛକୁ ହଟିଲେ ଷ୍ଟାଲିନ

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଶାସକ ଦ୍ରାବିଡ ମୁନେତ୍ର କାଝଗମ (ଡିଏମକେ) ସଭାପତି ଏମ୍.କେ. ଷ୍ଟାଲିନ୍ ବୁଧବାର କହିଛନ୍ତି ଯେ, ଯଦି ତାମିଲନାଡୁ ଏବଂ ତାମିଲମାନଙ୍କ ସ୍ୱାଭିମାନ ସହିତ ଖେଳ ନ ଖେଳି ହିନ୍ଦୀ ଭାଷାକୁ ବଳପୂର୍ବକ ସେମାନଙ୍କ ଉପରେ ଲଦି…

ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ଯୋଗୁଁ ନିଲମ୍ୱିତ ହେଲେ ଇନ୍ସପେକ୍ଟର

ଜଗତସିଂହପୁର: କୁଜଙ୍ଗ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ସସପେଣ୍ଡ ।  ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ନେଇ ତାଙ୍କୁ ନିଲମ୍ବନ କରାଯାଇଛି । ଏଥିସହା ତାଙ୍କ…

ଖୁବ୍‌ଶୀଘ୍ର ଭୁବନେଶ୍ୱର ସହ ୧୩ଟି ବିମାନବନ୍ଦରର ହେବ ଘରୋଇକରଣ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୁବ୍‌ଶୀଘ୍ର ଦେଶର ୧୩ ବିମାନବନ୍ଦରର ହେବ ଘରୋଇକରଣ। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆସେଟ୍‌ ମୁଦ୍ରୀକରଣ ମାଧ୍ୟମରେ ରାଜସ୍ୱ ବଢାଇବା ହେଉଛି ସରକାରଙ୍କ ଲକ୍ଷ୍ୟ। ଏହି କ୍ରମରେ ୧୩ ବିମାନବନ୍ଦରର ଘରୋଇକରଣ ପ୍ରକ୍ରିୟାକୁ…

ଋଷିଆ-ୟୁକ୍ରେନ୍ ଯୁଦ୍ଧ: ଟ୍ରମ୍ପଙ୍କ ହସ୍ତକ୍ଷେପ, ୩ ବର୍ଷ ପରେ ଯୁଦ୍ଧ ନେଉଛି ନୂଆ ମୋଡ଼

ମସ୍କୋ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧ ନୂଆ ମୋଡ ନେବାରେ ଲାଗିଛି । ଡୋନାଲ୍ଡ ଟ୍ରମ୍ପ ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଯୁଦ୍ଧ ବନ୍ଦ ହେବା ନେଇ ଆଶଂକା ଯେତିକି ବଢିଛି, ସ୍ଥିତି ସେତେକି ଜଟିଳ…

ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି, ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭଦ୍ରକ : ଆରଡ଼ି ପୀଠକୁ ୧୦ କୋଟି ଟଙ୍କାର ଅନୁଦାନ । ଏ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ପରିକ୍ରମା ପ୍ରକଳ୍ପକୁ…