ବାହାଘର ବେଳେ ବନ୍ଧୁକ ଧରି ପଶିଲେ ୭ ଯୁବକ, ପୋଲିସର ତଦନ୍ତ ଜାରି

ବଲାଙ୍ଗିର : ବାହାଘର ଚାଲିଥିଲା, ବନ୍ଧୁକ ଧରି ପଶିଲେ ମାତାଲ ୭ ଯୁବକ ।  ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବାବିଯୋର ଗାଁରୁ ଆସିଛି ଅଭିଯୋଗ । ବାହାଘରରେ ପାଟିତୁଣ୍ଡ କରିବା ସହ ବରକୁ ଖୋଜିଥିଲେ ।  କାହିଁକି ଏପରି କରିଥିଲେ ଜଣା…

ମହିଳାଙ୍କ ଉପରେ ଚଢିଗଲା ହାଇୱା; ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦ୍ରାପଡା: ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ସୋମବାର ପୂର୍ବାହ୍ନରେ ତିନିମୁହାଣି ଛକରେ ସଡ଼କ ଦୁର୍ଘଟଣା ହୋଇଛି । ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଶ୍ରଦ୍ଧାଞ୍ଜଳି । ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉତ୍ୟକ୍ତ ଲୋକେ…

ଚାମ୍ପିଅନ୍ସ ଟ୍ରଫିରେ ଆତଙ୍କୀ ଆକ୍ରମଣ ଭୟ ! ବିଦେଶୀ କ୍ରିକେଟ ପ୍ରେମୀଙ୍କୁ ଅପହରଣ ଯୋଜନା

ଦୀର୍ଘ ୨୯ ବର୍ଷ ପରେ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରୁଛି । ସୁରକ୍ଷା ଏବଂ ଆତଙ୍କୀ ଆକ୍ରମଣ ଭୟରେ ପାକିସ୍ତାନରେ କିଛି ବର୍ଷ ହେଲାଣି କୌଣସି ଅର୍ନ୍ତରାଷ୍ଟ୍ରୀୟ ମ୍ୟାଚ ହୋଇନାହିଁ । ଏପରି ସ୍ଥଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନ…

୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା

ଭୁବନେଶ୍ବର : ରାଜ୍ୟରେ ତାପମାତ୍ରା ଧିରେ ଧିରେ ବୃଦ୍ଧି ପାଉଛି । ଆଗକୁ ଆହୁରି ତାପମାତ୍ରା ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୪ ଦିନ ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି…

ମାର୍ଚ୍ଚ ନୁହେଁ, ରଥଯାତ୍ରା ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ଗଣତିମଣତି

ଭୁବନେଶ୍ବର: ମାର୍ଚ୍ଚ ସୁଦ୍ଧା ଶେଷ ହୋଇପାରିବ ନାହିଁ ରତ୍ନଭଣ୍ଡାର ଗଣତିମଣତି । ମରାମତି ପାଇଁ ଆହୁରି ମାସେ ଦୁଇମାସେ ସମୟ ଲାଗିବ । ଏଥିପାଇଁ ଗଣତିମଣତି କାର୍ଯ୍ୟ ବିଳମ୍ବ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ…

ମହାକୁମ୍ଭର ସଫେଇ କର୍ମଚାରୀଙ୍କୁ ସମ୍ବୋଧିତ କରିବେ ଯୋଗୀ ଆଦିତ୍ୟନାଥ

ପ୍ରୟାଗରାଜ୍‌: ମହାକୁମ୍ଭରେ ପବିତ୍ର ବୁଡ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢିବାରେ ଲାଗିଛି । ରିପୋର୍ଟ ଅନୁସାରେ ୧୩ ଜାନୁଆରିରୁ ଏପର୍ଯ୍ୟନ୍ତ ୬୨ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇ ସାରିଛନ୍ତି। ପ୍ରତ୍ୟେକ ଦିନ ଶ୍ରଦ୍ଧାଳୁମାନଙ୍କର ବହୁସଂଖ୍ୟାରେ ଭିଡ ଥାଇ ମଧ୍ୟ…

ପ୍ରେମରେ ବିଫଳ ପ୍ରେମିକ ନେଲା ଭୟଙ୍କର ପ୍ରତିଶୋଧ, ଘରେ ପଶି ମାରିଦେଲା ଯୁବତୀଙ୍କୁ

ସୋର : ସୋର ଲିଙ୍ଗାପଡା ଗ୍ରାମରେ ଘଟିଛି ଛାତିଥରା ଘଟଣା ।  ପ୍ରେମରେ ବିଫଳ ହୋଇ ଅତି ଜଘନ୍ୟ କାଣ୍ଡ ଘଟାଇଲା ପ୍ରେମିକ । ଯାହା ଖବର ମିଳିଛି କି, ଲିଙ୍ଗାପଡା ଗ୍ରାମର ମନୋରଞ୍ଜନ ରଣାଙ୍କ ଝିଅ ଜ୍ୟୋର୍ତିମୟୀ ରଣା । ଯିଏକି…

ନନ୍ଦନକାନନକୁ ଆସିଲା ନୂଆ ଅତିଥି

ଭୁବନେଶ୍ଵର: ନନ୍ଦନକାନନରେ ନୂଆ ଅତିଥି । ତୃତୀୟ ଥର ପାଇଁ ମା’ ହେଲା ନାଲି ବାଘୁଣୀ ଅଙ୍କିତା । ବର୍ତ୍ତମାନ ସୁଦ୍ଧା ଗୋଟିଏ ଶାବକ ଜନ୍ମ ହୋଇଥିବା ବେଳେ ଆଗକୁ ଆଉ ଶାବକ ଜନ୍ମ ଦେବାର ସମ୍ଭାବନା ରହିଛି । ତେଣୁ…

ପାଟଣାରେ ଭୟଙ୍କର ଦୁର୍ଘଟଣା ; ଟ୍ରକ ଓ ଅଟୋ ମୁହାଁମୁହିଁ, ୭ ମୃତ

ମୁମ୍ଵାଇ : ପାଟଣାରେ ଭୟଙ୍କର ଦୁର୍ଘଟଣା । ଟ୍ରକ ଓ ଅଟୋ ମଧ୍ୟରେ ମୁଁହାମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ସେଥିରୁ ଅନେକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଅତି ସଙ୍କଟାପର୍ଣ୍ଣ…

ମାଉଜର ଦେଖାଇ ଦଶ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁର୍ତ୍ତ, ଅଳ୍ପକେ ବର୍ତ୍ତିଲେ ମ୍ୟାନେଜର

ଅନୁଗୋଳ :  ମାଉଜର ଦେଖାଇ ଲୁଟିନେଲେ ଦଶ ଲକ୍ଷ ଟଙ୍କା | ଏଭଳି ଅଘଟଣ ଘଟିଛି ଅନୁଗୁଳରେ | ସାକୋଶିଙ୍ଗାର ଶୁଭମ କିଷାନ ସେବା କେନ୍ଦ୍ର ପେଟ୍ରୋଲ ପମ୍ପର ମ୍ୟାନେଜର ବଶିଷ୍ଠ ସାହୁ ଓ କର୍ମଚାରୀ ଚନ୍ଦନ ଗଡ଼ନାୟକ ଟଙ୍କା ନେଇ…