ତେଲଙ୍ଗାନାରେ ଟନେଲ ଭୁଶୁଡ଼ିବା ଘଟଣା: ଫସି ରହିଥିବା ଶ୍ରମିକଙ୍କ ପାଖକୁ ପହଞ୍ଚିଛନ୍ତି ଉଦ୍ଧାରକାରୀ ଦଳ

ହାଇଦ୍ରାବାଦ: ତେଲଙ୍ଗାନାର ନାଗରକୁର୍ଣ୍ଣୁଲ ଜିଲାରେ ଶନିବାର ଏକ ନିର୍ମାଣାଧୀନ ଟନେଲ (ସୁଡ଼ଙ୍ଗ) ଭୁଶୁଡି ପଡ଼ିବାରୁ ୮ ଜଣ ଶ୍ରମିକ ଫସି ରହିଛନ୍ତି। ଲିକ୍‌ ମରାମତି କରିବାକୁ କିଛି ଶ୍ରମିକ ଟନେଲ ଭିତରକୁ ଯାଇଥିବାବେଳେ ହଠାତ୍‌ ଶ୍ରୀସାଇଲମ ଲେଫ୍ଟ ବ୍ୟାଙ୍କ କେନାଲର ଏକ…

ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୀ: ରାତି ପାହିଲେ ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ଅନୁଷ୍ଠିତ ହେବାକୁ ଯାଉଛି । ସେନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହିତ ଗହଳୀକୁ ନଜରେ ରଖି ଆବଶ୍ୟକ ପଦକ୍ଷେପ ନିଆଯାଇଛି…

ଋଷିକୂଲ୍ୟା ବେଳାଭୂମିରେ ଗଣ ଅଣ୍ଡାଦାନ, ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ

ଛତ୍ରପୁର : ଆରମ୍ଭ ହୋଇଯାଇଛି ଅଲିଭ ରିଡଲେଙ୍କ ଅଣ୍ଡାଦାନ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣ ଗପୋଡ଼ମପେଟା ଗାଁଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡେଲ କଇଁଛ ଅଣ୍ଡାଦାନ ପାଇଁ ଆସୁଥିବା ଦେଖିବାକୁ ମିଳୁଛି । ହଜାର…

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର…

କେନ୍ଦୁଝରରେ ପ୍ରଜାପିତା ବ୍ରହ୍ମକୁମାରୀ କାର୍ଯ୍ୟାଳୟକୁ ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟ ‘ସୁଖ ଶାନ୍ତି ସରୋବର’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁନ୍ଦର, ଅଧ୍ୟାତ୍ମିକ ପୃଥିଵୀର ପରିକଳ୍ପନାକୁ ବାସ୍ତବିକତାର ରୂପ ଦେବାପାଇଁ ଆମର…

ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗର ଛାତ, ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ: ତେଲେଙ୍ଗାନାର ନାଗକୁରନୂ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଶନିବାର ଏଠାରେ ନିର୍ମାଣାଧୀନ ଶ୍ରୀଶୈଲମ ଲେଫ୍ଟ ବ୍ୟାଙ୍କ୍ କେନାଲ (ଏସଏଲବିସି)ର ଏକ ଟେନେଲର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଯାହାର ଭଗ୍ନାବଶେଷ ତଳେ ଫସିଛନ୍ତି ୬ ଶ୍ରମିକ। ସୂଚନା ପାଇ ପ୍ରଶାସନ…

ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଯକୃତ(ଲିଭର) ପ୍ରତିରୋପଣ ସେବା ପ୍ରତିଷ୍ଠା କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଯକୃତ ପ୍ରତିରୋପଣ କ୍ଲିନିକ୍ ଉଦଘାଟିତ ହୋଇଯାଇଛି। ଏହା ଉନ୍ନତ ଯକୃତ ଯତ୍ନ କ୍ଷେତ୍ରରେ ଏକ ବିଶେଷ ସଂଭାବନା ସୃଷ୍ଟି କରିଛି।…

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ

କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ୨୦୨୫ ଆରମ୍ଭ ହୋଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ (ଗୁଇନ୍ଦା) ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଖେଳ…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା…

ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ଖସି ପଡ଼ିଲା ବ୍ୟାଟେରୀ, ଅଧାରେ ଅଟକିଲା ଟ୍ରେନ

ସୋର: ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ବ୍ୟାଟେରୀ ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ଏହି ଟ୍ରେନ୍‌‌ଟି ଅଧାରେ ଅଟକି ରହିଛିା ସବିରା ଷ୍ଟେସନ ପାଖରେ ବ୍ୟାଟେରୀ ଖସିପଡ଼ିବାରୁ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଅଟକି ରହିଥିବା ଜଣାପଡ଼ିଛି। ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଚେନ୍ନାଇରୁ ଜଲପାଇଗୁଡ଼ି…