2025

ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର…

୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର: ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ’ ଫେୟାର କନଭେନସନ ଓ ସ୍ୱସ୍ତି ପ୍ରିମିୟମ ହୋଟେଲଠାରେ ଲାଗିବ…

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି।…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ ଭାଇ ଗିରଫ

ନୂଆପଡା: ଭିଜିଲାନ୍ସ ଜାଲରେ ୨ ଭାଇ । ନୂଆପଡ଼ା ଜିଲା ଘୁଚାଗୁଡ଼ା ପିଇଓ ସତ୍ୟବ୍ରତ ବରାଳ ଏବଂ ତାଙ୍କ ଭାଇ ଉତ୍ତମ ବରାଳଙ୍କୁ ଧରିଛି ଭିଜିଲାନ୍ସ । ସରକାରୀ ଅର୍ଥ ଆତ୍ମସାତ କରିବା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ…

ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟ ଘଟଣାରେ ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ । ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଲେ । ଲୋକସେବା…

ମଜୁରୀ ପାଇଁ ଶିକ୍ଷକ ଛୁଟି ଦରଖାସ୍ତ ଦେବା ଘଟଣା, ମିଳିଲା ବକେୟା ଦରମା

ବଲାଙ୍ଗିର: ଖବର ବାଜିଲା ପରେ ଶିକ୍ଷକଙ୍କୁ ଦରମା ଦେବାକୁ ଶିକ୍ଷା ବିଭାଗର ଚେତା ପଶିଲା । ମଜୁରୀ ପାଇଁ ଶିକ୍ଷକ ଛୁଟି ଦରଖାସ୍ତ ଦେବା ଘଟଣାରେ ଶିକ୍ଷକଙ୍କୁ ବକେୟା ଦରମା ଦେଲା ଶିକ୍ଷା ବିଭାଗ । ୩୯୮ କୋଟି ୩୨ ଲକ୍ଷ…

ଏୟାରଇଣ୍ଡିଆର ଦୟନୀୟ ସେବାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଶିବରାଜ ଚୌହ୍ବାନ

କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏୟାରଇଣ୍ଡିଆର ବିମାନ ସେବାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ବିମାନର ସିଟ୍‌ଗୁଡ଼ିକର ଖରାପ ସ୍ଥିତିକୁ ନେଇ ଶିବରାଜ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଶିବରାଜ…

କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ସେ…

ସାନ ଯା’ଙ୍କୁ ବଡ ଯା’ ଲିଭର ଦେବା ଘଟଣା, ସାନ ଯା’ଙ୍କ ମୃତ୍ୟୁ

ସମ୍ବଲପୁର: ଝାଙ୍କରପାଲି ଅଞ୍ଚଳର ସାନ ଯାଆକୁ ବଡ ଯାଆ ଲିଭର ଦେବା ଘଟଣା । ଲିଭର ଦେବା ପରେ ବି ବଞ୍ଚିଲେନି ସାନ ଯାଆ । ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସାନ ଯାଆର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି ।…

ଆନ୍ତଃରାଜ୍ୟ ସୁନାଚେନ ଲୁଟେରା ଗ୍ୟାଙ୍ଗର ୭ ଗିରଫ, ୨୪ ଟି ସୁନା ଚେନ୍ ଜବତ

ତାଳଚେର : ତାଳଚେର ପୋଲିସ ହାତରେ ଆନ୍ତଃରାଜ୍ୟ ସୁନାଚେନ ଲୁଟେରା ଗ୍ୟାଙ୍ଗ । ୭ଜଣଙ୍କୁ ଗିରଫ ସହ ୨୪ଟି ସୁନା ଚେନ୍ ଜବତ କରିଛି ପୋଲିସ । ଜବତ ଚେନର ଆନୁମାନିକ ମୂଲ୍ୟ ୨୪ ଲକ୍ଷ ଟଙ୍କା ହେବ ବୋଲି କହିଛନ୍ତି…